ଆମ ଜିଲା ଖବର

ଘରେ ସ୍ବାମୀ ନ ଥିବାବେଳେ ଆସୁଥିଲେ ପ୍ରେମିକ: ଦୁହେଁ ମିଶି ସ୍ବାମୀଙ୍କୁ ହଟାଇଦେଲେ ରାସ୍ତାରୁ: ଏବେ ପ୍ରେମିକଙ୍କୁ ଆଜୀବନ, ସ୍ତ୍ରୀଙ୍କ ନାଁରେ…

ବ୍ରହ୍ମପୁର,୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଅନୈତିକ ସମ୍ପର୍କରୁ ସ୍ତ୍ରୀ ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଥିବା ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍‌ -୧ ଡ. ଇନ୍ଦୁ ଶର୍ମା ଶୁକ୍ରବାର ହତ୍ୟାକାରୀ କଳାହାଣ୍ଡି ଜିଲା ଭବାନୀପାଟଣା ଶମ୍ଭୁନଗର…

ମଇଁଷି ଛୁଆକୁ ଟାଣି ଖାଇଲା ବାଘ

ପାତ୍ରପୁର,୮ା୧୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି । ପାତ୍ରପୁର ବ୍ଲକ ଜୟନ୍ତୀପୁର ଗ୍ରାମ ନିକଟରେ ରାତିରେ ଜଣେ ଅଟୋ ଚାଳକ ଗ୍ରାମକୁ ଫେରୁଥିବା ବେଳେ ବାଘ ରାସ୍ତା ପାର ହୋଇଥିବା ଦେଖି ସ୍ଥାନୀୟ ବନ…

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ ଓ ପଶୁସମ୍ପଦ ମେଳାର ସେ ଶୁଭ ଉଦଘାଟନ କରିଛନ୍ତି । ମେଳାର ଉଦ୍‌ଘାଟନ ଉତ୍ସବରେ…

ଯାଜପୁରରେ ଏକାଠି ଦେଖାଗଲେ ବର୍ଷା-ଅନୁଭବ, ରାଜନୀତିରେ ହଲଚଲ!

ଭୁବନେଶ୍ୱର,୮।୧୧:ଯାଜପୁର କାଳୀପୂଜାରେ ଏକାଠି ହୋଇଛନ୍ତି ବର୍ଷା-ଅନୁଭବ । ବିବାହ ବିଚ୍ଛେଦ ପରେ ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳିଛି । ହେଲେ କେହି କାହା ବିଷୟରେ ମୁହଁ ଖୋଲିନାହାନ୍ତି । ଯାଜପୁରର ଗଣପର୍ବ କାଳୀପୂଜା ଅବସରରେ ପୂଜା କମିଟି ପକ୍ଷରୁ ଆୟୋଜିତ ସାଂସ୍କୃତିକ…

ନୂଆଁଖାଇ ପରେ ବର୍ଷା ଉଭାନ: ତେଜିଲା ମରୁଡ଼ି ଘୋଷଣା ଦାବି

କୋକସରା,୮ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ଚଳିତ ବର୍ଷ ନୂଆଁଖାଇ ପରେ ବର୍ଷା ଉଭାନ ହୋଇଯାଇଛି। ଫଳରେ ବ୍ଲକର ୨୨ ପଞ୍ଚାୟତରେ ଖରିଫ ଧାନ ଚାଷ ପ୍ରଭାବିତ ହୋଇଛି। ଜଳସେଚିତ ଅଞ୍ଚଳରେ ଚକଡ଼ା ରୋଗପୋକ ପ୍ରାଦୁର୍ଭାବରେ ଚାଷୀଙ୍କ ବ୍ୟାପକ…

ସୁନାବେଡ଼ା ପୌର ଉପାଧ୍ୟକ୍ଷ ଅନାସ୍ଥା ଭୋଟ ବାତିଲ: ବଜାୟ ରହିଲା ଉପାଧ୍ୟକ୍ଷା ଋତୁ କଣ୍ଟାଙ୍କ ପଦ

କୋରାପୁଟ,୧୧।୮: କୋରାପୁଟ ଜିଲା ସୁନାବେଡ଼ା ପୌର ଉପାଧ୍ୟକ୍ଷ ଅନାସ୍ଥା ଭୋଟ ବାତିଲ ହୋଇଛି। କୋରମ ଅଭାବରୁ ଏହା ବାତିଲ ହୋଇଥିବା ଜଣାପଡ଼ିଛି। ଜଣେ ବିଜେଡି ସଦସ୍ୟ ଆସିଲେନି ତେଣୁ ଅନାସ୍ଥା ଭୋଟ ହୋଇପାରିଲା ନାହିଁ। ଅନାସ୍ଥା ଭୋଟ ବାତିଲ ହେବାରୁ ଉପାଧ୍ୟକ୍ଷା…

ବାଲିଯାତ୍ରାକୁ ନେଇ ଉଠା ଦୋକାନୀଙ୍କ ଉପରେ ବଡ଼ ନିଷ୍ପତ୍ତି ନେଲା ପ୍ରଶାସନ

କଟକ,୮।୧୧: କଟକ ବାଲିଯାତ୍ରାରେ ଫୁଟ୍‌ପାଥରେ ବସି ପାରିବେ ନାହିଁ ଉଠା ଦୋକାନୀ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର କଟକ ଜିଲାପାଳ ଏକ ନିଷେଧାଦେଶ ଜାରି କରିଛନ୍ତି। ଏପରିକି ଫୁଟ୍‌ପାଥରେ ବ୍ୟବସାୟ ନିଷେଧ ପାଇଁ ୧୬୩ ଧାରା ଜାରି କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଦାରିଙ୍ଗବାଡିରେ ଡମ୍ପିଂୟାର୍ଡ ନଥିବା ଘଟଣା: ଖବର ପ୍ରକାଶ ପରେ ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ରପାଇଁ ପଡ଼ିଲା ଭିତ୍ତିପ୍ରସ୍ତର 

ଦାରିଙ୍ଗବାଡି,୮ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ଓଡ଼ିଶାର କଶ୍ମୀର ଭାବେ ପରିଚିତ। ଶୀତ ଋତୁରେ ଏଠାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଥାଏ। ତେବେ ଦାରିଙ୍ଗବାଡ଼ି ବଜାର ସମେତ ପର୍ଯ୍ୟଟନକ୍ଷେତ୍ର ଆଦିରେ କୁଢ଼କୁଢ଼ ଅଳିଆ ଯୋଗୁ ଦାରିଙ୍ଗବାଡକୁ ଆସୁଥିବା ପର୍ଯ୍ୟଟକ ନାକ ଟେକୁଛନ୍ତି। ଏ…

ସାମାନ୍ୟ ବଚସା ହେଲା କାଳ: ଖୁଡ଼ିଙ୍କ ଗଳାକାଟି ହତ୍ୟା କଲେ ପୁତୁରା

ଧରାକୋଟ,୮।୧୧: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ବରଡାବିଲି ଗ୍ରାମରେ ଆଜି ଘଟିଛି ଏକ ଲୋମାଟାଙ୍କୁରା ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଗ୍ରାମର ସିକନ୍ଦର ସାହୁଙ୍କ ପୁଅ ବଳରାମ ସାହୁ ନିଜ ବିଧବା ଭାଉଜ ସସ୍ମିତା ସାହୁ(୩୨)ଙ୍କୁ ନିର୍ମମ ଭାବେ ଛୁରି ଭୂଷି…

ଓସିସିଏଲ ସିନିୟର ଆକାଉଣ୍ଟାଣ୍ଟ ନିଯୁକ୍ତି ପ୍ରକ୍ରିୟାକୁ ସ୍ଥଗିତ ରଖିଲେ ହାଇକୋର୍ଟ

କଟକ,୮।୧୧: ରାଜ୍ୟ ପିଏସୟୁରେ ବରିଷ୍ଠ ଆକାଉଣ୍ଟାଣ୍ଟ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ଓଡ଼ିଶା ହାଇକୋର୍ଟ ଓଡିଶା ନିର୍ମାଣ ନିଗମ ଲିମିଟେଡ (ଓସିସିଏଲ)କୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଏସ.କେ ପାଣିଗ୍ରାହୀଙ୍କ ଏକକ ଜଜ ବେଞ୍ଚ…

ଅନ୍‌ଲାଇନ ଗେମ୍‌ରୁ ଗଢି ଉଠିଥିଲା ପ୍ରେମ ସମ୍ପର୍କ: ଯୁବତୀଙ୍କୁ ନେବାକୁ ଆସିଥିଲେ ଭୁବନେଶ୍ବର, ତା’ପରେ…

ଭୁବନେଶ୍ୱର,୮।୧୧: ଭୁବନେଶ୍ବରରେ ଲଭ ଜିହାଦ ଭଳି ଏକ ଘଟଣା ସାମ୍‌ନାକୁ ଆସିଛି। ଧରାପଡ଼ିଛନ୍ତି ଜଣେ କଶ୍ମୀର ଯୁବକ। ମହିଳା ଥାନା ପୋଲିସ ଯୁବକଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ମୁତାବକ, ଅନ୍‌ଲାଇନ ଗେମ୍‌ରୁ…

କୋରାପୁଟ ଗସ୍ତରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ: ପଚାରି ବୁଝିଲେ ସୁବିଧା-ଅସୁବିଧା

କୋରାପୁଟ,୮।୧୧(ଅମିତାଭ ବେହେରା): ରାଜ୍ୟ ପୋଲିସ ମହାନିର୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ଦିନିକିଆ କୋରାପୁଟ ଗସ୍ତରେ ଆସି ପହଞ୍ଚିଛନ୍ତି। ଡିଜି ମାଲକାନଗିରିରୁ ହେଲିକପ୍ଟର ଯୋଗେ ଆସି କୋରାପୁଟ ବିଏସଏଫ ମୁଖ୍ୟାଳୟ ପହଞ୍ଚି ସେଠାରେ ଜିଲାର ସୁରକ୍ଷା ବ୍ୟବସ୍ଥା ନେଇ ବିଏସଏଫର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?