ଆମ ଜିଲା ଖବର

କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ଅଭିଯୁକ୍ତ ୬ ସାଙ୍ଗ କୋର୍ଟଚାଲାଣ

କଟକ,୮।୧୧(କାର୍ତ୍ତିକ ସାହୁ): କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଦୁର୍ଗାପୂଜା ସମୟରେ ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବାବେଳେ ୩ ଦିନ ତଳେ ଛାତ୍ରୀଜଣକ ବାଦାମବାଡ଼ି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୀଡ଼ିତା ଛାତ୍ରୀଙ୍କ ପୁରୁଷବନ୍ଧୁ ଓ ତାଙ୍କ…

ମହିଳାଙ୍କ ପେଟରୁ ବାହାରିଲା ୧୫ କେଜି ଟ୍ୟୁମର

କୋରାପୁଟ,୭ା୧୧(ଅମିତାଭ ବେହେରା): କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜ ଓ ହସ୍ପିଟାଲର ମାତୃ ଏବଂ ଶିଶୁ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ମହିଳାଙ୍କ ପେଟରୁ ୧୫ କେଜି ଓଭାରିଆନ ଟ୍ୟୁମର ବାହାରିଛି। ୨ ଡାକ୍ତରଙ୍କ ସମେତ…

ସମସ୍ୟା ଘେରରେ ସଦର ମହକୁମା: ନା ଅଛି ବସ ଷ୍ଟାଣ୍ଡ ନା ଶୌଚାଳୟ ; ମହିଳା ଯାତ୍ରୀ ହନ୍ତସନ୍ତ

ଥୁଆମୂଳ ରାମପୁର,୭।୧୧(ଦୁର୍ଗା କୀର୍ତ୍ତି): ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଗମନାଗମନ ଭଳି ବିଭିନ୍ନ କ୍ଷେତ୍ରରେ ସବୁଠାରୁ ପଛରେ ରହିଥିବା କଳାହାଣ୍ଡି ଜିଲାର ଆଦିବାସୀ ଅଧ୍ୟ୍ୟୁଷିତ ଥୁଆମୂଳ ରାମପୁର ବ୍ଲକ ବେଶ୍‌ ପରିଚିତ। ବସ ସେବା ଏବଂ ଯାତ୍ରୀଙ୍କ ପାଇଁ ଯେଉଁ ସମସ୍ୟା ଉପୁଜୁଛି…

ଜଙ୍ଗଲ ସୁରକ୍ଷା ପାଇଁ ରାଜରାସ୍ତାରେ ବସିଲେ

କୋକସରା,୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜୀବନ ଯାଉ ପଛେ ସାହାଜଖୋଲ ଜଙ୍ଗଲ ବଞ୍ଚିଥାଉ ଏହି ନାରା ଦେଇ ଗୁରୁବାର ଧର୍ମଗଡ ବନାଞ୍ଚଳ ସାହାଜଖୋଲ ଜଙ୍ଗଲ ସୁରକ୍ଷା କମିଟି ପକ୍ଷରୁ କୋକସରା ବ୍ଲକ ଆମପାଣି ଫରେଷ୍ଟ କାର୍ଯ୍ୟାଳୟ ସମ୍ମୁଖରେ ଜାତୀୟ ରାଜପଥ ୨୬…

ଡିଜି ଦେଲେ ବଡ଼ ପ୍ରତିଶ୍ରୁତି: ୨୦୨୬ ମାର୍ଚ୍ଚ ସୁଦ୍ଧା…

ମାଲକାନଗିରି,୭ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଗସ୍ତରେ ପୋଲିସ ଡିଜି ୱାଇ.ବି. ଖୁରାନିଆ ଗୁରୁବାର ଆସି ମାଓବାଦୀ ସମସ୍ୟା ଓ ବିଭିନ୍ନ ବିଷୟରେ ଉଚ୍ଚସ୍ତରୀୟ ସମୀକ୍ଷା କରିଥିଲେ। ହେଲିକପ୍ଟର ଯୋଗେ ଖୁରାନିଆ ଚିତ୍ରକୋଣ୍ଡା ବ୍ଲକ୍‌ ସ୍ବାଭିମାନ ଅଞ୍ଚଳ ଗୋରାସେତୁ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ…

ହ୍ବାଟ୍ସଆପ୍‌ ହ୍ୟାକ୍‌କରି ନେଇଗଲେ ୯୯ ହଜାର ଟଙ୍କା

ଉମରକୋଟ,୭।୧୧(ସନ୍ତୋଷ ଶତପଥୀ): ସାଇବର ଠକେଇର ଶିକାର ହୋଇଛନ୍ତି ଉମରକୋଟର ୫ନମ୍ବର ୱାର୍ଡସ୍ଥିତ ଏକ ଚାଉଳ ମିଲ୍‌ ମାଲିକ ପି. ଚନ୍ଦ୍ରଶେଖର (୩୬)। ଚନ୍ଦ୍ରଶେଖର ଏ ନେଇ ଉମରକୋଟ ଥାନାରେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ବୁଧବାର ଅପରାହ୍ନ ୩ଟାରେ ଚନ୍ଦ୍ରଶେଖରଙ୍କ ହ୍ବାଟ୍ସଆପ୍‌କୁ…

୧୪ରୁ ପୁଣି ହାତୀ ଗଣନା

ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ)- ରାଜ୍ୟ ସରକାର ପ୍ରଥମ ଥର ପାଇଁ ବର୍ଷକୁ ଦୁଇଥର ହାତୀ, ବାଘ ଓ ଅନ୍ୟ ବନ୍ୟପ୍ରାଣୀ ଗଣନା କରିବାକୁ ଯାଉଛନ୍ତି। ଆସନ୍ତା ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୧ଟି ବନଖଣ୍ଡରେ ହାତୀ ଗଣନା ହେବ। ଗୁରୁବାର…

ଆମ୍ବଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ସପ୍ତାହକ ପରେ ମାଣ୍ଡିପଙ୍କାରେ ଭାଜପା କର୍ମୀ

ଦାରିଙ୍ଗବାଡି,୭।୧୧ (ଅରୁଣ ସାହୁ ):ଦାରିଙ୍ଗବାଡି ଭାଜପା ପକ୍ଷରୁ ଗୁରୁବାର ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ମୃତକ ଓ ଗୁରୁତର ପରିବାରକୁ ଭେଟିଛନ୍ତି । ସେମାନଙ୍କ ପରିବାର ସହ ଘଟଣା ସମ୍ପର୍କରେ ଆଲୋଚନା କରିବା ସହ ଶୋକ ସନ୍ତପ୍ତ ପରିବାର ଲୋକଙ୍କୁ…

୬୪୦ ହେକ୍ଟର ଜମିରେ ୨ ଲକ୍ଷ ୭୫ ହଜାର ଗଛ ଲଗାଇବାକୁ ନିଆଯିବ ପଦକ୍ଷେପ

ଦାରିଙ୍ଗବାଡି,୭।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦନେକବାଡି ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ଗୁରୁବାର କାର୍ବନ କ୍ରେଡିଟ ପ୍ରୋଜେକ୍ଟର ପରାମର୍ଶ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବେଚ୍ଛାସେବୀ ଅନୁଷ୍ଠାନର ଥିମେଟିକ ମ୍ୟାନେଜର ଅନୁରାଗ ଶର୍ମାଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ଅନୁଷ୍ଠାନର…

ବସ୍‌ଷ୍ଟାଣ୍ଡରୁ ବସ୍‌ ଚୋରି: ସିସିଟିଭିରୁ ଜଣାପଡିଲା ସତ

ଛତ୍ରପୁର,୭।୧୧(ଦିଲ୍ଲୀପ ସାମଲ): ପ୍ରତିଦିନ ଭଳି ଭଞ୍ଜନଗର ବସଷ୍ଟାଣ୍ଡରେ ରାତିରେ ବହୁ ବସ ରହିଥାଏ। ବୁଧବାର ରାତିରେ ମା’ ଦୁର୍ଗା ନାମକ ଏକ ଘରୋଇ ବସ ରହିଥିଲା। କିନ୍ତୁ ସେହି ବସ୍‌କୁ କିଏ ଚୋରି କରି ନେଇଯାଇଥିବା ଜଣାପଡିଛି। ଏନେଇ ମାଲିକ ଏ.…

ବୃଦ୍ଧା ମା’ ଉପରେ ମାନସିକ ବିକାର ପୁଅର ବୋଝ

କୋକସରା,୭ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଜିକୁ ୨ ବର୍ଷ ହେବ ମାନସିକ ବିକାର ଭେଣ୍ଡିଆ ପୁଅର ବୋଝକୁ ନେଇ ଜୀବନ କାଟୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ାର ବିଧବା ବୃଦ୍ଧା ନେପୁର ମାଝି। ସ୍ବାମୀ ଥିବା…

ବାଲିଯାତ୍ରାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ: ଏଥର ଏମିତି ହେବ…

କଟକ,୭।୧୧(କାର୍ତ୍ତିକ ସାହୁ): ବାଲିଯାତ୍ରାକୁ ନେଇ ଗୁରୁବାର ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। ଚଳିତ ବର୍ଷ ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ,ହାଇକୋର୍ଟ ବାଲିଯାତ୍ରା ପ୍ରସଙ୍ଗରେ ଶୁଣାଣି କରି ଉପର ପଡିଆରେ ବାଲିଯାତ୍ରା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?