ଆମ ଜିଲା ଖବର

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ବିଭାଗଗୁଡ଼ିକରେ ପୁନର୍ଗଠନ ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ସାମାଜିକ ସୁରକ୍ଷା…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ ସମ୍ପର୍କିତ ଭାଇରାଲ ଭିଡିଓ ଓ ଫଟୋର ତଦନ୍ତ କରିବାକୁ ଜିଲାସ୍ତରୀୟ ଏକ ୭…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି ବଗି ଛାଡି ତିନୋଟି ବଗି ଲାଇନଚ୍ୟୁତ ହୋଇଛି । ଯଦି କହିବା ଏକ…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ କରି ପରିବାର ପୋଷଣ କରୁଥିଲେ। ଏହି ଜଙ୍ଗଲ କିସମ ଜମିକୁ ଚହୁ ବର୍ଷ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ। ଖବରପାଇ ଜିଲାପାଳ ମଧୁମିତା ରଥ ବିକ୍ଷୋଭକାରୀଙ୍କ ପାଖରେ ପହଞ୍ଚି ବୃଦ୍ଧାବୃଦ୍ଧଙ୍କ ଅଭିଯୋଗ ଶୁଣିଥିଲେ।…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେହିପରି ଜିଲାର ୧୪୦ ମଣ୍ଡିରେ ୭ ଲକ୍ଷରୁ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ କୋମନା ବ୍ଲକ ସୁନାବେଡା ପଞ୍ଚାୟତ ଦାତୁନାମା ଗାଁରେ ୨୭ ଟିକିଆ ହାତୀପଲ ପଶି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ ଡାକ୍ତର, ନିକଟସ୍ଥ ହସ୍ପିଟାଲ, ଜରୁରିକାଳୀନ ଯୋଗାଯୋଗ ନମ୍ବର, ଏପରିକି ୧୦୮କୁ ସିଧାସଳଖ ଫୋନ୍‌…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ଜନାର୍ଦ୍ଧନପୁର ପଞ୍ଚାୟତ ଗୋପୀନାଥପୁର ନୂଆଗାଁ ଗାଁର ଜିତେନ୍ଦ୍ର…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର ଖର ଏବଂ ଦେବବ୍ରତ ପତି ଥିଲେ। ପୂର୍ବରୁ କାୟାକଳ୍ପ ଦଳ ପରିଦର୍ଶନରେ ଆସିବା…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା ଟାଉନଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଆହତ ଛାତ୍ରଙ୍କ ବଡ଼ବାପା । ଆହତ ଜଣକ…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ ବଢ଼େଇଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ସିପିଆଇ ଗଞ୍ଜାମ ଜିଲା କମିଟି ସଦସ୍ୟ କମ୍ରେଡ.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri