ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଭିଡ଼: ଡମ୍ପିଂୟାର୍ଡର ନଥିବାରୁ କୁଢ଼କୁଢ଼ ଆବର୍ଜନା ଦୁର୍ଗନ୍ଧରେ ନାକ ଟେକୁଛନ୍ତି…
ଦାରିଙ୍ଗବାଡି,୫।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡିର ପର୍ଯ୍ୟଟନକ୍ଷେତ୍ର ଓ ଜଙ୍ଗଲ ଏବେ ଦୂଷିତ ପରିବେଶ ଦିଗକୁ ଗତି କରୁଛି । ପ୍ରତିଦିନ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ଭିଡ଼ ଲାଗୁଛି। ଏହା ସହ ବିଭିନ୍ନ ସ୍ଥାନରୁ ସରକାରୀ ଓ ବେସରକାରୀ କାର୍ଯ୍ୟରେ…
ବାଲୁକା କଳାରେ ବିରାଟଙ୍କୁ ଶୁଭେଚ୍ଛା
ପୁରୀ:୫।୧୧: ଆଜି ଲିଜେଣ୍ଡ କ୍ରିକେଟର୍ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବିଶାଳ ବାଲୁକା କଳା କରି ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ବିରାଟ କୋହଲି ୫ ନଭେମ୍ବର ୧୯୮୮ ଦିଲ୍ଲୀରେ ଜନ୍ମଗ୍ରହଣ…
ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣିଲେ: ସରପଞ୍ଚଙ୍କ ସ୍ବାମୀଙ୍କ ନାମରେ ମାମଲା
ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ଏହି ଘଟଣାରେ କେସ ନଂ ୭୩୮/ ୨୪ରେ ସରପଞ୍ଚଙ୍କ ସ୍ବାମୀ ଦିବାକର ବେହେରାଙ୍କ ସମେତ କିଛି…
ପୂର୍ବତନ ବିଧାୟକ ପୂର୍ଣ୍ଣ ମାଝୀଙ୍କ ପରଲୋକ: ରାଜନୈତିକ ମହଲରେ ଶୋକ
ରାୟଗଡ଼ା,୫।୧୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଜିଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀ ଓରଫ ପପୁ ମାଝୀ (୪୫)ଙ୍କ ସୋମବାର ରାତିରେ ଦେହାନ୍ତ ହୋଇଛି। ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମାଝୀ ଗତ କିଛି ମାସ…
ଗାଁ ଦାଣ୍ଡରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ
ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ସେ ହେଲେ ସୁଶାନ୍ତ ବେହେରା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଷୋତ୍ତମପୁର ଡାକ୍ତରଖାନା ଓ ପରେ…
ଗଛରେ ବାନ୍ଧି ନିର୍ଧୁମ ପିଟିଲେ: ମାଡ଼ଖାଇ ମାନିଲେ ସତ, କହିଲେ ମୁଁ…
ଉମରକୋଟ,୫।୧୧(ସନ୍ତୋଷ ଶତପଥୀ): ବାଇକ୍ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଉଥିବା ଭିଡିଓ ଏବେ ଭାଇରାଲ ହେଉଛି। ଏହି ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ଡାବିରିଗୁଡ଼ା ଗ୍ରାମ ନିକଟ ଜଙ୍ଗଲର ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଉମରକୋଟ…
ଖବର ପ୍ରକାଶ ପରେ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ, ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ଆରମ୍ଭ
ପୁରୀ,୫ା୧୧(ଅଜିତ୍ କୁମାର ମହାନ୍ତି): ଐତିହ୍ୟ ମେଘନାଦ ପାଚେରିରେ ଫାଟ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସ୍ଆଇ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ପାଇଁ ଶ୍ରୀମନ୍ଦିର…
ଦୁର ହେବ ଦାଦନ ସମସ୍ୟା: ସରକାର ଗଠନ କଲେ ଟାସ୍କଫୋର୍ସ
ଭୁବନେଶ୍ୱର,୫ା୧୧: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନଜ୍ ଇନଷ୍ଟିଚ୍ୟୁଟ୍ର ମ୍ୟାନେଜିଂ ଡ଼ାଇରେକ୍ଟର ଭି. ଶ୍ରୀରାମ ସୋମବାର ସୌଜନ୍ୟମୂଳକ ସାକ୍ଷାତକାର ଓ ଆଲୋଚନା କରିଛନ୍ତି। ଏହି ସାକ୍ଷାତକାର ସମୟରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ…
ଛାତ୍ର, ଶିକ୍ଷକଙ୍କୁ ଯୋଡ଼ିବ ଶିକ୍ଷାଜ୍ୟୋତି ପୋର୍ଟାଲ
ଭୁବନେଶ୍ୱର,୫ା୧୧(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରସ୍ତୁତ ସିଙ୍ଗଲ୍ ଓ୍ବିଣ୍ଡୋଜ୍ ପୋର୍ଟାଲ ‘ଶିକ୍ଷାଜ୍ୟୋତି’ ଛାତ୍ର ଓ ଶିକ୍ଷକଙ୍କ ଭାବବିନିମୟରେ ସହାୟକ ହେବ। ଗତ ସେପ୍ଟେମ୍ବର ୫ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପୋର୍ଟାଲର ଉଦ୍ଘାଟନ କରିଥିବାବେଳେ ବର୍ତ୍ତମାନ…
ଏସ୍ସିବି ମେଡିକାଲ କଲେଜରେ ରାଗିଂ ଅଭିଯୋଗ
କଟକ,୫ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବ୍ରହ୍ମପୁର ଏମ୍କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ୍ରେ ରାଗିଂ ଘଟଣାର କିଛିଦିନ ପରେ କଟକ ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ରାଗିଂ ଅଭିଯୋଗ ଆସିଛି। ଏମ୍ବିବିଏସ୍ର ଜଣେ ପ୍ରଥମ ବର୍ଷ ଛାତ୍ରଙ୍କୁ ଶେଷବର୍ଷର ଛାତ୍ରମାନେ ରବିବାର ରାଗିଂ…
ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ସହାୟକ: ସ୍କୁଟିରେ ଯାଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍
କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭିଜିଲାନ୍ସ ୟୁନିଟ୍ ସୋମବାର ସାରେ କେନ୍ଦୁଝର ସହରରେ ଥିବା ହୋଟେଲ ଅଜନ୍ତା ନିକଟରେ ଏକ ସ୍କୁଟି (ଓଡି୦୯ଏଏ ୯୩୪୮)ରୁ ୨ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛନ୍ତି। ଅର୍ଥର ଠିକ୍ ସୂଚନା ଦେଇ ପାରି…
ଇନ୍ଦିରା ଆବାସ କାର୍ଯ୍ୟାଦେଶ ଠକେଇ: ଅଭିଯୁକ୍ତଙ୍କୁ ଜେଲଦଣ୍ଡ
କୋକସରା,୪ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୦୦୩ରେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ନକଲି ଇନ୍ଦିରା ଆବାସ କାର୍ଯ୍ୟାଦେଶ ବଣ୍ଟନ କରି ହିତାଧିକାରୀଙ୍କଠାରୁ ୩ ହଜାର ଟଙ୍କା ନେଇଥିବା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। କୋକସରା ଜେଏମ୍ଏଫ୍ସି କୋର୍ଟ ମାଜିଷ୍ଟ୍ରେଟ ରିତିକା…

