ଆମ ଜିଲା ଖବର

ସ୍କୁଲ ସଭାପତିରୁ ମନ୍ତ୍ରୀ ହୋଇଛି: ଗଣଶିକ୍ଷା ମନ୍ତ୍ରୀ

କୋକସରା/ଜୟପାଟଣା, ୪ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜୟପାଟଣା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପରମାନନ୍ଦ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ପୁରାତନ ଛାତ୍ର ସମାବେଶ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ସଭାପତି ବଜେନ୍ଦ୍ର ପାଟ୍ଟଯୋଷୀଙ୍କ ସଭାପତିତ୍ୱରେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ…

ମାଣ୍ଡିପଙ୍କା ଘଟଣା ପରେ ୮ ପଞ୍ଚାୟତବାସୀଙ୍କ ବଢ଼ିଲା ସ୍ବାସ୍ଥ୍ୟ  ଚିନ୍ତା : ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ର ଦାବି 

ଦାରିଙ୍ଗବାଡି,୪।୧୧ (ଅରୁଣ ସାହୁ): ସ୍ବାସ୍ଥ୍ୟ ହିଁ ସମ୍ପଦ, ସୁସ୍ଥ ଜୀବନଯାପନ କରିବାକୁ ସମସ୍ତେ ଚାହାଁନ୍ତି। ଭଲ ମେଡିକାଲରେ ଚିକିତ୍ସା କରାଇବାକୁ ସମସ୍ତେ ଚାହାନ୍ତି। ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ୮ଟି ପଞ୍ଚାୟତ ପାଇଁ ରହିଛି ୪ଟି ସ୍ବାସ୍ଥ୍ୟକେନ୍ଦ୍ର।…

ସୀମାନ୍ତ ବୋଡୁନୁରରେ ବାଘ ଆତଙ୍କ: ଗାଈ ମୁହଁକୁ କାମୁଡ଼ି ନାଳକୁ ଟାଣି ନେଲା ବାଘ

ମାଲକାନଗିରି,୪ା୧୧(ଦୁର୍ଯ୍ୟୋଧନ ପାତ୍ର)-ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରୁ କିଛି କିଲୋମିଟର ଦୂରରେ ଥିବା ଆନ୍ଧ୍ରପ୍ରଦେଶର ବୋଡୁନୁର ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଯାହାକୁ ନେଇ ଲୋକେ ଭୟଭୀତ ହୋଇଥିବା ବେଳେ ବନ ବିଭାଗ ବାଘଟିକୁ କାବୁ କରିବା ପାଇଁ ଉଦ୍ୟମ ଚଳାଇଛି।…

ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ୨ ମହିଳାଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ୨ ମହିଳାଙ୍କୁ ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟିଛନ୍ତି। ସେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଉଭୟ ଏମ୍‌କେସିଜିରେ ଚିକିତ୍ସାଧୀନ ଥିବା ବେଳେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ଼…

ଦୁର୍ଗମ କୁଟଲାରିରେ ଗାଁରେ ନାହିଁ ମୌଳିକ ସୁବିଧା: ରାଜ ରାସ୍ତାକୁ ଓହ୍ଲାଇବାକୁ ଚେତାବନୀଦେଲେ…

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ବିଏସ୍‌ଏନଏ୍‌ଲର ଅଜବ ନୀତି ଦୀର୍ଘ ଦିନ ହେଲା ମୋବାଇଲ ଟାୱାର ଠିଆ କରାଯିବା ସହ ସରଞ୍ଜାମ, ଯନ୍ତ୍ରପାତି ଖଞ୍ଜା ସରିଲାଣି ବିଦ୍ୟୁତ ପାଇଁ ସୋଲାର ପାନେଲ ମଧ୍ୟ ଲଗାଯାଇଛି। ହେଲେ କାହିଁକି ନେଟୱର୍କ କାର୍ଯ୍ୟକ୍ଷମ କରିବାରେ ବିଳମ୍ବ ତାକୁ…

ଟୋକନ ବଣ୍ଟନକୁ ନେଇ ଦୁଇ ଟ୍ରକ ମାଲିକ ସଂଘ ମୁହାଁମୁହିଁ, ଘଟଣାସ୍ଥଳରେ ଉତ୍ତେଜନା: ପୋଲିସ ଫୋର୍ସ ମୁତୟନ

କେନ୍ଦୁଝର,୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଦୈତାରୀ ଲୁହାପଥର ଖଣିରେ ଲୋଡିଂ ଟୋକନ ବଣ୍ଟନକୁ ନେଇ ଦୁଇ ଟ୍ରକ ମାଲିକ ସଂଘ ମୁହାଁମୁହିଁ ହୋଇଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଅତିରିକ୍ତ ଏସ୍‌ପିଙ୍କ…

୨ବର୍ଷ ହେଲା ସୋଲାର ଜଳ ପ୍ରକଳ୍ପ ଅଚଳ: ଅସୁବିଧାରେ ୭୫ ପରିବାର

ଥୁଆମୂଳ ରାମପୁର, ୪।୧୧(ଦୁର୍ଗା କୀର୍ତ୍ତି): ଦୀର୍ଘ ଦୁଇ ବର୍ଷ ହେବ ଅଚଳ ହୋଇପଡିଛି ସୋଲାର ଜଳ ଅମଳ ପ୍ରକଳ୍ପ। ବର୍ତ୍ତମାନ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସୋଲାର ପ୍ରକଳ୍ପରୁ ପାଣି ପାଉଥିବା ଗ୍ରାମବାସୀ। ଏମିତି ଏକ ପ୍ରକଳ୍ପ ଦେଖିବାକୁ ମିଳିଛି…

ସଞ୍ଜ ହେଲେ ଚାଷ ଜମିରେ ବାର୍‌ହା ପଲ

ପାରଳାଖେମୁଣ୍ଡି,୪ା୧୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅଧୀନ ଜଙ୍ଗଲପାଡୁ, ଉତ୍ତରସେଲି, ବଡନିଳାପୁର, ଗୁରାଣ୍ଡି, ଇଂଲିଶପେଣ୍ଠ, ଗୁରାଣ୍ଡି, ମହାଦେଈପୁର, ଗୋଲା ଗାଁ ଆଦି ଅଞ୍ଚଳରେ ଦିନକୁ ଦିନ ବାରହା ଉପଦ୍ରବ ବଢିବାରେ ଲାଗିଛି। ସଞ୍ଜ ହେଲେ ବାରହା ପଲ ଚାଷ ଜମିରେ…

ଆମ୍ବ ଟାକୁଆ ଖାଇ ମୃତ୍ୟୁବରଣ କରିଥିବା ପରିବାକୁ ସହାୟତାର ହାତ ବଢାଇଲେ ପ୍ରତାପ

ଦାରିଙ୍ଗବାଡି, ୪।୧୧ (ଅରୁଣ ସାହୁ): କଂଗ୍ରେସ ନେତା ତଥା ସମାଜସେବୀ ପ୍ରତାପ ପ୍ରଧାନ ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚିଛନ୍ତି। ସେଠାରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ରହିଥିବା ପରିବାର ଲୋକଙ୍କୁ ଭେଟି ସମବେଦନା…

ଟେବୁଲ ଟେନିସ୍‌: ଜାତୀୟସ୍ତରକୁ ମନୋନୀତ ହେଲେ ଅଭିଷେକ

ପଟ୍ଟାଙ୍ଗି,୪।୧୧(ଶରତ ଧଳ): ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ଖେଳ ଶିକ୍ଷକଙ୍କ ମାର୍ଗଦର୍ଶନ ଯୋଗୁ ବ୍ଲକରୁ ଜିଲା ଏବଂ ପୁଣି ଏବେ ଜାତୀୟସ୍ତରରେ ପହଞ୍ଚିବା ସମ୍ଭବ ହୋଇପାରିଛି ବୋଲି ଜିଲାସ୍ତରୀୟ ଟେବୁଲ ଟେନିସ ଖେଳରେ ଭାଗ ନେଇ କୃତିତ୍ୱ…

ବିଜେଡିର ଜନ ସମ୍ପର୍କ ପଦ ଯାତ୍ରା: ପ୍ରବଳ ଜନସମାଗମ

ପାଟଣା,୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାର ପଡ଼ା ବ୍ଲକ ରେ ସୋମବାର ବିଜେଡିର ଜନ ସମ୍ପର୍କ ପଦ ଯାତ୍ରା ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଛି। ପଦ ଯାତ୍ରା ବାଇକଳା ପଞ୍ଚାୟତ…

ଜିଲାପାଳଙ୍କ ସୂଚନା: ମାଣ୍ଡିପଙ୍କାରେ ହେବ ସାଧାରଣ ବଣ୍ଟନ ସାମଗ୍ରୀ ଉପକେନ୍ଦ୍ର

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ୍‌ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ଘଟଣାକୁ ନେଇ ସାରା ରାଜ୍ୟରେ ଚହଳ ସୃଷ୍ଟି ହୋଇଛି। ତେବେ ଏହି ସ୍ଥିତିରେ ଏବେ ସୁଧାର ଆସିଛି। କନ୍ଧମାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?