ବିଲ୍ କରାଇ ଦେବା ପାଇଁ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ ଯନ୍ତ୍ରୀ, ମାଡ଼ି ବସିଲା ଭିଜିଲାନ୍ସ
ଫୁଲବାଣୀ,୪।୧୧(ରାକେଶ କୁମାର ରାଉତ): ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନ୍ଧମାଳ ଫିରିଙ୍ଗିଆ ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର ପାଢୀ। ବିଲ୍ କରାଇ ଦେବା ପାଇଁ ଜଣେ ଠିକାଦାରଙ୍କ ନିକଟରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ପ୍ରାଣ ତ୍ୟାଗ କଲା ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ‘ଯଶୋଦା’
ବାରିପଦା,୪ା୧୧: ଚନ୍ଦକା ସ୍ଥାନାନ୍ତର ହେବା ପରେ ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ତାଲିମପ୍ରାପ୍ତ ହାତୀ ‘ଯଶୋଦା’ ସୋମବାର ସକାଳେ ଓଡ଼ିଶାର ମୟୂରଭଞ୍ଜ ଜିଲାର ଶିମିଳିପାଳ ଜଙ୍ଗଲରେ ପ୍ରାଣତ୍ୟାଗ କରିଛି। ଜେନାବିଲ ଜଙ୍ଗଲ ପରିସରରେ ଚିକିତ୍ସିତ ଅବସ୍ଥାରେ ପ୍ରାୟ ୬୦ ବର୍ଷ…
କେନ୍ଦୁଝରରେ ବିଜେଡିକୁ ଝଟକା: ଭାଜପାରେ ଯୋଗଦେଲେ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା
ପାଟଣା,୪।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରିନା ନାୟକ ବିଜେଡି ଛାଡି ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ଅଧ୍ୟକ୍ଷା ନାୟକ ଆନୁଷ୍ଠାନିକ ଭାବେ ଭାଜପାରେ…
ମାଣ୍ଡିପଙ୍କାରେ ଜିଲାପାଳ, ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ଦେଲେ ନିର୍ଦ୍ଦେଶ
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ସୋମବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେ ପୂର୍ବାହ୍ନ ୧୧ଟାରେ ମାଣ୍ଡିପଙ୍କାରେ ପହଞ୍ଚିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଖୁସିର ଲହରି ଦେଖାଯାଇଛି। ସେ ମୃତକ ଓ ଗୁରୁତରଙ୍କ ପରିବାର ଲୋକଙ୍କୁ ଭେଟି ଆଲୋଚନା…
ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼, ପିଠିରେ ବାଜିଲା
ରାଉରକେଲା,୪ା୧୧(ସଙ୍ଗୀତା ଜେନା): ପ୍ଲାଣ୍ଟ ସାଇଟ୍ ଥାନା ଅନ୍ତର୍ଗତ ଟ୍ରାଫିକ ଗେଟ୍ ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଗୁଳି ତାଙ୍କ ପିଠିରେ ଲାଗିଛି। ଯୁବକ ହେଉଛନ୍ତି ଅଟୋ ଚାଳକ ଅବେଶ ରାୟ। ତାଙ୍କୁ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା ଓ…
ସ୍ବାମୀଙ୍କୁ ଛାଡ଼ି ଅନ୍ୟକୁ ବିବାହ କରିବାରୁ ହତ୍ୟା: ପ୍ରଥମ ସ୍ବାମୀ ସମେତ ୨ ଗିରଫ
ଶେରଗଡ଼,୪ା୧୧(ସୂର୍ଯ୍ୟ ନାରାୟଣ ଦାଶ): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବାଦଗଡ଼ ଠାକୁରାଣୀ ମନ୍ଦିର ନିକଟ ଜଙ୍ଗଲରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଏହାର ଖୋଳତାଡ଼ କରି ଅଭିଯୁକ୍ତଙ୍କ ନିକଟରେ ପହଞ୍ଚତ୍ଛି। ସ୍ବାମୀଙ୍କୁ ଛାଡ଼ି…
ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ଛାଡ଼ି ଭାଜପାରେ ସାମିଲ
କେନ୍ଦୁଝର,/ପାଟଣା(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୀତି…
ଖତଖାଉଛି ଇ-ଟଏଲେଟ୍, ସର୍ବସାଧାରଣ ଶୌଚାଳୟ
ପଟ୍ଟାମୁଣ୍ଡାଇ,୪ା୧୧(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ସ୍ବଚ୍ଛ ପରିମଳ ବ୍ୟବସ୍ଥାକୁ ସୁଦୁଢ଼ କରିବା ନେଇ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ସହରକୁ ପରିଚ୍ଛନ୍ନତା ରଖିବା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ପବ୍ଲିକ ଟଏଲେଟ, ବାୟୋ ଟଏଲେଟ ଓ ଇ-ଟଏଲେଟ…
ମାଣ୍ଡିପଙ୍କାବାସୀଙ୍କ ମୌଳିକ ସମସ୍ୟା ବୁଝି ଜିଲାପାଳଙ୍କୁ ରିପୋର୍ଟ କରିବ ସ୍ବେଚ୍ଛାସେବୀ ମହାସଂଘ
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାସଂଘର କର୍ମକର୍ତ୍ତା ପକ୍ଷରୁ ଏକ ୪ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ ଦଳ ରବିବାର ମାଣ୍ଡିପଙ୍କା ଗସ୍ତ କରିଛନ୍ତି। ସେଠାରେ ପହଞ୍ଚି ୨ ମୃତକଙ୍କ ପରିବାର ଓ କଟକ ଓ ବ୍ରହ୍ମପୁରରେ ଚିକିତ୍ସାଧୀନ ଥିବା…
ମାଣ୍ଡିପଙ୍କା ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣା: ସରକାରଙ୍କ ଉପରେ ବର୍ଷିଲେ ବାମପନ୍ଥୀ ଦଳର ପ୍ରତିନିଧି ମଣ୍ଡଳୀ
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଘଟଣା ଘଟିବା ପରେ ବିଭିନ୍ନ ରାଜନୈତିକ ଦଳ ମାଣ୍ଡିପଙ୍କାକୁ ଆସୁଛନ୍ତି। ଘଟଣା ପାଇଁ ସରକାରୀ…
ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ଜନସଚେତନ ଶପଥ କରାଇଲେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ
ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ…
କ୍ଷୀରରେ ଗୋବର ପୋଛିଲେ ଭାଜପା ନେତା
ଚନ୍ଦାହାଣ୍ଡି,୪ା୧୧(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦଣ୍ଡାମୁଣ୍ଡା ଛକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଉମରକୋଟ-ଚନ୍ଦାହାଣ୍ଡି-ମାଲଗାଁ ରାସ୍ତାର ଉନ୍ନତୀକରଣ ନେଇ ଲାଗିଥିବା ହୋର୍ଡିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ର ଉପରକୁ ଶନିବାର…

