ଆମ ଜିଲା ଖବର

ଦାରିଙ୍ଗବାଡ଼ିରେ ପହିଲି ଶୀତ, ମଜା ନେବାକୁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): ଆସିଲା ଶୀତ, ପହିଲି ଶୀତର ମଜା ନେବାକୁ ଦାରିଙ୍ଗବାଡ଼ିମୁହାଁ ରାଜ୍ୟ ଓ ରାଜ୍ୟ ବାହାରର ପର୍ଯ୍ୟଟକ। ହୋଟେଲଠାରୁ ଆରମ୍ଭ କରି ପର୍ଯ୍ୟଟନକ୍ଷେତ୍ର ଯୁଆଡ଼େ ଦେଖିବେ ଶହ ଶହ ପର୍ଯ୍ୟଟକ। ପର୍ଯ୍ୟଟକଙ୍କ ଆଗମନକୁ ଦେଖି ବ୍ୟବସାୟୀମାନେ ମଧ୍ୟ ପ୍ରସ୍ତୁତ। ଚଳିତ…

ଅଧିକ ଭୋଟ୍‌ ପାଇଁ ଭୋଟରମାନଙ୍କୁ ପ୍ରଣାମ ଜଣାଇଲେ ବବି ଦାସ, କହିଲେ ଯାଜପୁର ମାଟି…

ବରୀ,୪ା୧୧(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରବିବାର ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହା ସ୍ଥାନୀୟ ବରୀ ମାଉଣ୍ଡଠାରୁ ଆରମ୍ଭ ହୋଇ ଅଟିରା ପଞ୍ଚାୟତସ୍ଥିତ ସନ୍ଥନ ମଠଠାରେ ଶେଷ ହୋଇଛି। ଏହି…

୨ ଯବାନଙ୍କୁ ଆକ୍ରମଣ କରି ବନ୍ଧୁକ ଛଡ଼ାଇନେଲେ ମାଓବାଦୀ

ମାଲକାନଗିରି,୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୨ ଯବାନ ରବିବାର ଗୁରୁତର ହୋଇଛନ୍ତି। ଏହାସହ ସେମାନଙ୍କ ବନ୍ଧୁକ ମଧ୍ୟ ମାଓବାଦୀମାନେ ଛଡାଇ ନେଇଥିବା ଜଣାପଡିଛି। ଗୁରୁତର ଦ୍ୱୟ ହେଲେ କର୍ତ୍ତମ ଦେବା ଓ ସୋଢି କୁନା । ଏହି…

ଯାତ୍ରାରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ବଢୁଛି ବିବାଦ, ଖୁବଶୀଘ୍ର ଆସିବ ଆଇନ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର,୩ା୧୧: ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଖୁବଶୀଘ୍ର ଏକ ଆଇନ ଆସିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସଂସ୍କୃତି ବିଭାଗ ପକ୍ଷରୁ ଆଇନ ବିଭାଗକୁ ସହଯୋଗ କରାଯିବ ବୋଲି ସେ…

ମଣିଷ ଗନ୍ଧ ବାରି ଛୁଆହାତୀକୁ ଗ୍ରହଣ କରୁନି ମା’ ହାତୀ

କେନ୍ଦୁଝର,୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଜଗଦଳା ଡ୍ୟାମ ନିକଟ ଗ୍ରାମରୁ ଉଦ୍ଧାର ହୋଇଥିବା ଛୁଆହାତୀକୁ ରବିବାର ବନ ବିଭାଗ ପୁଣି ଥରେ ମା’ ଓ ହାତୀପଲ ସହିତ ସାମିଲ କରିବାକୁ ଉଦ୍ୟମ କରିଛି। ଛୁଆହାତୀକୁ ବସନ୍ତପୁର (ରୁଗୁଡ଼ିହି)…

ଝିଅ ଦେଖିବାକୁ ଯାଉଥିଲେ: ଗଛରେ ପିଟି ହେଲା କାର

ପାତ୍ରପୁର,୩ା୧୧(ଉମା ଚରଣ ନେପାକ): ଝିଅ ଦେଖିବାକୁ ଯାଇ କାର ଦୁର୍ଘଟଣାରେ ୪ଜଣ ଯୁବକ ଗୁରୁତର ହୋଇଛନ୍ତି। ଗଞ୍ଜାମ ଜିଲା ଗୋଳନ୍ଥରାଥାନା ହରିପୁର ଗ୍ରାମର ୟୁ ଚନ୍ଦ୍ରୁ, ୟୁ. ଚେଲପତି, କେ. ଦନାର୍ଦ୍ଦନ ଓ ଏ. ଲୋକେଶ ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମକୁ…

ଫୋନ୍‌ କଲ୍‌ ଆସିବାରୁ ଘରୁ ବାହାରି ଯାଇଥିଲେ, ପୋଖରୀରୁ ମିଳିଲା ମୃତଦେହ

ହିଞ୍ଜିଳିକାଟୁ,୩।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମ ବୈଷ୍ଣବ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ବେଲଗାଁ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ବେଲଗାଁ ଥାନା ଦୁର୍ବନ୍ଧ ଗ୍ରାମର ସୀମାଞ୍ଚଳ ସାହୁ(୩୭)। ଏ ନେଇ…

ଗୁଣିଗାରେଡ଼ି ସନ୍ଦେହ: ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ

କୋକସରା,୩।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ସେମାନେ ଗୁରୁତର ଅବସ୍ଥାରେ ପର୍ଲା ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି। ଏନେଇ ଦମ୍ପତି କୋକସରା…

ରାଉରକେଲାରେ ଲଜ୍ଜାଜନକ ଘଟଣା: ନାବାଳିକା ଭଉଣୀକୁ ଗର୍ଭବତୀ କଲେ ନାବାଳକ ଭାଇ

ରାଉରକେଲା,୩।୧୧: ଅତ୍ୟନ୍ତ ଲଜ୍ଜାଜନକ ଘଟଣା। ରାଉରକେଲା ସହରରେ ଜଣେ ନାବାଳକ ନିଜର ସାନ ଭଉଣୀକୁ ବଳାତ୍କାର କରିଥିବା ଅଭିଯୋଗ ହେଉଛି। ଏହି ଘଟଣା ସାମ୍ନାକୁ ଆସିଥିଲା ଯେତେବେଳେ ଅଭିଯୁକ୍ତଙ୍କ ମା’ ଉଦିତ ନଗର ଥାନାରେ ଅଭିଯୋଗ କରିଥିଲେ। ସୂଚନା ଅନୁସାରେ, ଦିନ…

ପରିବା ହାଟରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ପନିପରିବା

ଡେଲାଙ୍ଗ,୩ା୧୧: ପୁରୀ ଜିଲା ଡେଲାଙ୍ଗ ହାଟରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ପନିପରିବା ଦୋକାନ ଓ ସାମଗ୍ରୀ ପୋଡ଼ିଯାଇଛି। ଏଥିରେ ପରିବା ବ୍ୟବସାୟୀ ପ୍ରଦୀପ ସ୍ବାଇଁ, ରବୀନ୍ଦ୍ର ସାହୁ, କେଶବ ସାହୁ, ପ୍ରଶାନ୍ତ ପାଲଟାସିଂହ, କୃଷ୍ଣଚନ୍ଦ୍ର ପ୍ରଧାନ, ହରିହର ମାଲିକ, ମିଟୁ…

ଲକ୍ଷ୍ମୀ ବସ୍‌ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ ଲକ୍ଷ୍ମୀ…

ମନ୍ଦିର ମେଘନାଦ ପାଚେରିରେ ଫାଟ: ଖବର ପ୍ରସାରଣ ପରେ ବି ଏଏସଆଇ ନୀରବଦ୍ରଷ୍ଟା

ପୁରୀ,୩।୧୧(ଅଜିତ କୁମାର ମହାନ୍ତି):ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ଥିବା ନେଇ ପୂର୍ବରୁ ଧରିତ୍ରୀରେ ଖବର ପ୍ରସାରଣ ହେବା ସହ ଏ ନେଇ ଏଏସଆଇ ଅବଗତ ଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସ୍ଥାୟୀ କାଳୀନ କାର୍ଯ୍ୟ ହେଉ ନଥିବାରୁ ପାଣି ଝରୁଥିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?