କେନ୍ଦ୍ର ବଜେଟ୍ରେ ଇକୋ ଟୁରିଜିମ୍କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…
ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର ହେବ । ପ୍ରଥମଥର ପାଇଁ କେନ୍ଦ୍ର ସରକାର ୨୦୨୬-୨୭ କେନ୍ଦ୍ରୀୟ ବଜେଟରେ ଇକୋ…
ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ
ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ ରାସ୍ତାରେ କଚାଡି ହୋଇପଡି ଗୁରୁତର ହୋଇଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ ତାଙ୍କୁ ସାହାଯ୍ୟ…
ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…
ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ ଘରକୁ ଫେରିଛନ୍ତି ଜଣେ ୧୪ ବର୍ଷୀୟ…
ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…
ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି । ସେମାନେ ବୁଲା ବିକାଳୀ ସମେତ ବିଭିନ୍ନ କାର୍ଯ୍ୟକୁ ଲୋକ ଦେଖାଣିଆ କରିବା ସହ…
ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…
ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି ଘଟଣାରେ ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ତଦନ୍ତକାରୀ ଅଧିକାରୀ ଏଏସଆଇ ସୁଧୀର କୁମାର ନାୟକ…
ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ
ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…
ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍ଓ, କହିଲେ ଗଞ୍ଜାମ ଜିଲାର…
ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ ହୋଇଯାଇଛି। ଏଥିରେ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ…
ଆନ୍ଧ୍ର ଆଧାର କାର୍ଡ ଅପଡେଡ୍ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…
ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ମାଧ୍ୟମରେ ବୁଝାଇଥିଲେ । ସୂଚନା…
ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ
ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ ଗୋୟଲ, ଏସପି ପ୍ରହଲ୍ଲାଦ ସହାୟ ମୀନା ଉପସ୍ଥିତ ଥିଲେ। ଜିଲା ପରିଷଦ ମୁଖ୍ୟ…
ପଇଡ଼ ବୋଝେଇ ଟ୍ରକ୍ରେ ଗଞ୍ଜେଇ ଚାଲାଣ
ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍ରୁ ୧୯୧ କେଜି ଗଞ୍ଜେଇ ଜବତ କରିଛି। ହେଲେ ଟ୍ରକ୍ ଛାଡ଼ି ଡ୍ରାଇଭର ଏବଂ…
କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ
କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣଙ୍କ ହେଲେ ବାହାଦୂର ପଦର ଗ୍ରାମର ନେପାଳ ପୋଢ଼ (୨୪)। ନେପାଳ…
‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…
ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ହେଲେ ଡବଲ ଇଞ୍ଜିନ ସରକାର ପୁଞ୍ଜିପତିଙ୍କୁ ଅନୁକମ୍ପା…
Archives


