ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ଜିଖରୀୟ ପାଳ (୫୬) ଶାରୀରିକ ଭାବେ ଜୀବିତ ଥିଲେ ମଧ୍ୟ…
ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ
ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେ ସମୁଦାୟ ୭୨୦ ନମ୍ବରରୁ ୫୭୨ ନମ୍ବର ରଖି…
ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର
ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର…
ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍: ଚାଳକ ଫେରାର, ଗୁରୁତର…
ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ ଉକ୍ତ ଥାନା ଅନ୍ତର୍ଗତ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମର ଡ୍ରିଙ୍ଗୁଳା ନାୟକ। ମିଳିଥିବା…
ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା
ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ପାନଭଟ୍ଟା…
ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ
ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣଙ୍କ ହେଲେ ପୋଡ଼ାମାରି ଗ୍ରାମ କୁମ୍ଭାର ସାହିର ପଞ୍ଚା ଜେନା(୫୧)। ମଙ୍ଗଳବାର…
ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ବରଗଡ଼ ବିଧାୟକ ଅଶ୍ୱିନୀ…
ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି
ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଯାଉଛି। ହେଲେ ଜିଲାରେ ଆଜି ବି ବହୁ ଶ୍ରମିକ ପରିବାର…
୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ
ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ବ୍ରହ୍ମପୁର ରେଳ ଷ୍ଟେସନରେ ପହଞ୍ଚିବା ପରେ ସେ ସଡ଼କ…
ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ: ମଲାଡ଼ ପଞ୍ଚାୟତ ପକ୍ଷରୁ…
ଗଞ୍ଜାମ, ୨୧/୭ (ବିଦ୍ୟାଧର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ୱଚ୍ଛ ଭାରତ ଅଭିଯାନ’ ଆହ୍ୱାନ ଏବଂ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପରାମର୍ଶକ୍ରମେ ଜିଲାର ବିଭିନ୍ନ ସ୍ଥାନରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ଅନ୍ତର୍ଗତ ସଫେଇ ଅଭିଯାନ ଜୋରଦାର…
ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….
ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ କୁମାର ପଣ୍ଡାଙ୍କ ସମେତ କିଛି ଯୁବକ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ।…
୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ
ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ ଚଳିବାରେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଯାହାକୁ ନେଇ ଲୋକଙ୍କ ମଧ୍ୟରେ…

