ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଦେବା ପଡ଼ିଲା ମହଙ୍ଗା
ଭୁବନେଶ୍ୱର,୨ା୧୧: ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ପୁଷ୍ଟିକର ସ୍ବାଦିଷ୍ଟ ମଧ୍ୟାହ୍ନ ଭୋଜନ ଯୋଗାଇ ଦେବା ପାଇଁ ପିଏମ୍-ପୋଷଣ ଅଭିଯାନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ମାତ୍ର ବିଭିନ୍ନ ସମୟରେ ଏଥିରେ ଅନିୟମିତା ହେଉଥିବା ଅଭିଯୋଗ ହେଉଛି। ଯାଜପୁର…
ଅଘଟଣ ଘଟାଇବା ପାଇଁ କରୁଥିଲେ ଉଦ୍ୟମ, ଯବାନଙ୍କୁ ଦେଖି…
ନୂଆପଡ଼ା,୨ା୧୧(ମକାରୁ ବେମାଲ): ନୂଆପଡ଼ା ପୋଲିସ ଓ ଏସ୍ଓଜି ଯବାନଙ୍କ ମିଳିତ କୋମ୍ବିଂ ବେଳେ ଶନିବାର ଏକ ମାଓବାଦୀ କ୍ୟାମ୍ପ୍ ଠାବ କରାଯାଇଛି। ଏହି ସମୟରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ବେଳେ ପୋଲିସ ସେଠାରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି।…
ଛତ୍ରପୁର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଅଗ୍ନିକାଣ୍ଡ
ଛତ୍ରପୁର,୨।୧୧(ଦିଲୀପ ସାମଲ): ଛତ୍ରପୁର ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ବ୍ୟାଙ୍କର ତୃତୀୟ ମହଲାରେ ଶର୍ଟ ସର୍କିଟ ଯୋଗୁ ନିଆଁ ଲାଗି ଯାଇଥିଲା। ଖବର ପାଇ ଛତ୍ରପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ମିଳିଥିବା…
ବଲାଙ୍ଗୀର ନୂଆ ସର୍କିଟ ହାଉସ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି
ବଲାଙ୍ଗୀର,୨।୧୧: (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ନବନିର୍ମତ ଦୁଇ ମହଲା କୋଠା ବିଶିଷ୍ଟ ସର୍କିଟ ହାଉସକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଉଦ୍ଘାଟନ କରିଛନ୍ତି । ୮ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ଏହି ନୂଆ ସର୍କିଟ ହାଉସ…
ଆମ୍ବ ଟାକୁଆ ଖାଇ ୬ ଗୁରୁତରଙ୍କ ମଧ୍ୟରୁ ୨ ହେବେ କଟକ ରେଫର: ସରପଞ୍ଚ କହିଲେ…
ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): ମାଣ୍ଡିପଙ୍କା ଗ୍ରାମର ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେ…
ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର
ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶନିବାର…
ପଖାଳ ସହ ୨/ ୩ ଦିନର ବାସି ଆମ୍ବ ଟାକୁଆ ଯାଉ ନେଲା ଜୀବନ, ଭୋକ ଉପାସ ଯୋଗୁ ନୁହଁ ଏହା ପାରମ୍ପରିକ କହିଲେ ଜିଲାପାଳ
ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ୨ ଜଣଙ୍କ ମୃତ୍ୟୁ ଘଟିଛି। ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଘଟଣାକୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଗୁରୁତର ଭାବେ…
ପ୍ରେମ ବିବାହ କରି ସ୍ତ୍ରୀ ଦେହରେ ଭୁଷି ଦେଲେ ଛୁରି, ଆଉ ତା’ପରେ…
ବରଗଡ଼,୨।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା କୁସନପୁରୀ ବିଜୟା ଛକରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ନିଜେ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ଦମ୍ପତି ହେଲେ କିଶୋର ଭୁଏ(୩୮) ଓ…
ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…
ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ କରି ରାସ୍ତା କଡ଼ ଗଛରେ ବାନ୍ଧି ଅତି ନିର୍ଦ୍ଦୟ ଭାବେ ୩ରୁ ୪ଜଣ କାଠ…
ମାଣ୍ଡିପଙ୍କାକୁ ଛୁଟୁଛି ନେତା, ଅଫିସରଙ୍କ ସୁଅ: ମୁଣ୍ଡ ପିଛା ୧୫ କେଜି ପିଡ଼ିଏସ୍ ଚାଉଳ ଦେବାକୁ…
ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାଙ୍କୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଏହି ଘଟଣା ଘଟିବା ପରେ…
ଗ୍ୟାସ୍ ଟାଙ୍କି ଫାଟି ଉଡ଼ିଲା ଘରର ଆଜ୍ବେଷ୍ଟସ୍, କ୍ଷଣିକରେ ସବୁ ଛାରଖାର
କାମାକ୍ଷାନଗର,୨ା୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଅଘଟଣ। ଗ୍ୟାସ୍ ଟାଙ୍କି ଫାଟି ଉଡ଼ି ଘରର ଆଜବେଷ୍ଟସ୍ ଓ ଆସବାବପତ୍ର। ଅଳ୍ପକେ ବର୍ତ୍ତିଯାଇଛନ୍ତି ପରିବାର ଲୋକେ। ସୂଚନାନୁସାରେ, ଆମ୍ବପଳାସ ଗ୍ରାମର ସୁବାସ ମହାପାତ୍ରଙ୍କ ରୋଷେଇ ଘରେ ମଧ୍ୟାହ୍ନ…
ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୭ ଜଣଙ୍କ ଇସ୍ତଫା
ମାଲକାନଗିରି,୨ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷଙ୍କ ସହ ଆଉ ୬ ଜଣ ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ଶନିବାର ଏନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି।…

