ବାର୍ହା ଶିକାରକଲା ‘ଯମୁନା’
ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍କ୍ଲୋଜରରେ ବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଶିକାର କରିବା ଆରମ୍ଭ କରିଛି ା ଏକ ବାର୍ହାକୁ ଶିକାର କରିବା ପରେ ଖାଇବା ଦେଖି ବନ ବିଭାଗର କର୍ମଚାରୀମାନେ ଖୁସି ପ୍ରକଟ କରିଛନ୍ତି।…
ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା
କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି। ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କୁ କେବଳ ଭାତ ଖାଇବାକୁ ଦିଆଯାଇଥିଲା। ପିଲାମାନେ ତରକାରି ମାଗିବାରୁ…
ଆମ୍ବ ଟାକୁଆ ଖାଇ ମୃତ ଘଟଣା: ସାଧାରଣ ଚାଉଳ ବଣ୍ଟନ ଆରମ୍ଭ, ୨ ମୃତକଙ୍କ ଚାଉଳ ପାଇବା ପାଇଁ…
ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ ): ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ଜଣଙ୍କ ମୃତ୍ୟୁ ଘଟଣା ପରେ ପ୍ରଶାସନ ତତ୍ପର ହୋଇପଡିଛି । ଅକ୍ଟୋବର ମାସ ଠାରୁ ଡିସେମ୍ବର ପର୍ଯ୍ୟନ୍ତ ତିନିମାସର ଚାଉଳ ବଣ୍ଟନ କାର୍ଯ୍ୟ ବ୍ରାହ୍ମଣୀଗାଁ ବହୁ ମୁଖି ସମବାୟ…
ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଜେଲ ଗଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
ଭବାନୀପାଟଣା, ୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସନ୍ୟାସୀ ନାୟକଙ୍କୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗିରଫ କରିବା ପରେ ତାଙ୍କୁ କୋର୍ଟ…
ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ: ମୃତଦେହ ବ୍ୟବଚ୍ଛେଦ ବିଳମ୍ବକୁ ନେଇ କ୍ଷୋଭ ପ୍ରକାଶ କଲେ ବ୍ଲକ ଅଧ୍ୟକ୍ଷ
ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ମୃତ୍ୟୁ ଏବଂ ୬ ଗୁରୁତର ଘଟଣାରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛ। ରୁନୁ ମାଝୀଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଉଥିବା…
ଧନତେରସରେ ସିଟି/ଜିଏସ୍ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…
ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ଜୟପୁରରେ। ଜୟପୁର ସହରର ମୁଖ୍ୟ ରାସ୍ତାରେ ଥିବା ନ୍ୟୁବାସବି ଜୁଏଲେରୀ ମାଲିକ ହରପ୍ରସାଦ…
ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ
ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖୋଜ ୨ଜଣ ରାଜସ୍ଥାନର ବୋଲି ସୂଚନା ମିଳିଛି। ସେମାନେ ସହରରେ ବୁଲି ବୁଲି ବେପାର…
ହସ୍ପିଟାଲରେ ଭର୍ତ୍ତି ହେଲେ ବରିଷ୍ଠ ଭାଜପା ନେତା
କଟକ,୧।୧୧: ବରିଷ୍ଠ ଭାଜପା ନେତା ସମୀର ଦେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲର ତାଙ୍କୁ ଭର୍ତ୍ତି କରାଯାଇଛି। ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସାଧିନ ଥିବା ଜଣାପଡ଼ିଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସମୀର ଦେ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ
କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଖବରଦାତାଙ୍କୁ ଏଭଳି କହିଛନ୍ତି। ସେ କହିଛନ୍ତି ଯେ,…
ବିଦ୍ୟୁତ୍ ଆଘାତରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ
ବୁଗୁଡ଼ା,୧ା୧୧(କାଳିଚରଣ ଦାଶ): ବୁଗୁଡା ବୁଦ୍ଧଖୋଲ ଛକସ୍ଥିତ ଏକ ବାଇକ୍ ଗ୍ୟାରେଜରେ ବିଦ୍ୟୁତ୍ ଆଘାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନ୍ତରପଡା ଗ୍ରାମର କଂଗ୍ରେସ ସାହୁଙ୍କ ଏକମାତ୍ର ପୁଅ ଆଲୋକ ସାହୁ(୧୭)। ଆଲୋକ ବୁଗୁଡା ପିପୁଲ୍ସ କଲେଜରେ ଯୁକ୍ତ…
ମାଛ ଧରିବା ଉପରେ ୭ ମାସ କଟକଣା
ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା ଜାରି କରାଯାଇଛି। ବିରଳ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ଏହି କଟକଣା ଲାଗୁ…
ସ୍କ୍ରବ ଟାଇଫସ୍ ନେଲା ଆଉ ଜଣଙ୍କ ଜୀବନ
ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍ରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ୧୧ ଦିନ ଧରି ଚିକିତ୍ସାଧୀନ ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ…

