ଆମ ଜିଲା ଖବର

ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାରଙ୍କ ପରିବାର ଓ ସ୍ବାସ୍ଥ୍ୟ ବିଭାଗର ମନ୍ତ୍ରୀ। ସେପଟେ ସ୍ବାସ୍ଥ୍ୟ ଓ…

ବୁଢା ମାଣ୍ଡିଆକୁ ଜିଆଇ ଟ୍ୟାଗ୍‌ ପାଇଁ ପ୍ରୟାସ ଆରମ୍ଭ: ଚାଲିଛି ସର୍ଭେ

ଦାରିଙ୍ଗବାଡି,୧।୧୧(ଅରୁଣ ସାହୁ): କ୍ଷୁଦ୍ରଦାନା ଶସ୍ୟର ବହୁଳ ବ୍ୟବହାରକୁ ନେଇ ରାଜ୍ୟ ସରକାର ଲୋକଙ୍କ ପାଇଁ ଶ୍ରୀ ଅନ୍ନ ଅଭିଯାନ ମାଧ୍ୟମରେ ଜନସଚେତନ କାର୍ଯ୍ୟ କରୁଛନ୍ତି। ହଜିଯାଇଥିବା ପାରମ୍ପରିକ ଖାଦ୍ୟର ପୁନରୁଦ୍ଧାର ପାଇଁ ପ୍ରୟାସ କରାଯାଉଛି। ଏହି କ୍ରମରେ ମଣିଷ ପାଇଁ ବହୁ…

ଭାରତକୁ ଶୋଚନୀୟ ଭାବେ ପରାସ୍ତ କଲା ପାକିସ୍ତାନ: ବେକାର ଗଲା ଭରତଙ୍କ ଅର୍ଦ୍ଧଶତକ

ନୂଆଦିଲ୍ଲୀ,୧।୧୧: ହଂକଂ କ୍ରିକେଟ ସିକ୍ସ ଟୁର୍ନାମେଣ୍ଟରେ ପାକିସ୍ତାନ ଭାରତକୁ ୬ ଉଇକେଟରେ ପରାସ୍ତ କରିଛି। ପାକିସ୍ତାନୀ ଦଳ ବର୍ତ୍ତମାନ ଗ୍ରୁପ ପର୍ଯ୍ୟାୟର ଉଭୟ ମ୍ୟାଚ ଜିତି କ୍ୱାର୍ଟର ଫାଇନାଲରେ ସ୍ଥାନ ହାସଲ କରିଛି। ଏହି ମ୍ୟାଚ୍‌ରେ ପ୍ରଥମେ ଖେଳୁଥିବା ଟିମ ଇଣ୍ଡିଆ…

ଅତିଥି ଭାବେ ବୁଲିବାକୁ ଆସିଥିଲେ, ସୁନାଗହଣା ଲୁଟିନେଲେ ସମ୍ପର୍କୀୟ, ଦୁଇ ମହିଳାଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ): ଅତିଥି ହୋଇ ଘରକୁ ବୁଲିବାକୁ ଆସଥିଲେ। ଆଉ ସମ୍ପର୍କୀୟମାନେ ବିଶ୍ୱାସଘାତକତା କରି ପୋଲିସ ହାତରେ ବନ୍ଧା ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ। ଜଣେ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳର ବିଧବା…

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ, ଫେରିଗଲେ ଅଭିଯୋଗକାରୀ

କେସିଙ୍ଗା,୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନାମରେ ଦୀର୍ଘ ୨୮ ଦିନ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକ, ସରପଞ୍ଚ ଓ ସମିତିସଭ୍ୟା/ସଭ୍ୟ ଗୁପ୍ତାବାସରେ ଥିଲେ। ଶୁକ୍ରବାର ଅନାସ୍ଥା ପ୍ରସ୍ତାବ ପାଇଁ ବ୍ଲକର ୧୮ ଜଣ ସରପଞ୍ଚ ,…

କମ୍ପାନୀକୁ କାମ କରିବାକୁ ଆସି ପୁଅ ନିଖୋଜ: ବଢୁଛି ସନ୍ଦେହ…

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ନୀଳାଚଳ ଇସ୍ପାତ ନିଗମ ଲିମିଟେଡର ଭେଣ୍ଡର ପାର୍ଟନର ସତ୍ୟମ୍‌ ଏଣ୍ଟରପ୍ରାଇଜେସ ଅଧୀନରେ ହେଲପର ଭାବେ କାର୍ଯ୍ୟ କରୁଥିବା ସିଲୁ ପ୍ରଧାନ ଗତ ୩୦ ତାରିଖରୁ ନିଖୋଜ ଥିବା ନେଇ ନେଇ ଶୁକ୍ରବାର ପରିବାର ଲେକେ ଅଭିଯୋଗ…

ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ…

ଭୁବନେଶ୍ୱର,୧ା୧୧: ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ କୋଠରି କିମ୍ବା ସୁଡ଼ଙ୍ଗ ନାହିଁ। ଯାହାକି ପ୍ରାଥମିକ ଆଲୋଚନାରୁ ଜଣାପଡ଼ିଛି। ଏନେଇ ଚୂଡ଼ାନ୍ତ ରିପୋର୍ଟକୁ ଆମେ ଅପେକ୍ଷା…

ମାଟି ଅତଡ଼ାରେ ଚାପି ହୋଇ ଝିଅ ମୃତ, ବାପା ଗୁରୁତର

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ନଡ଼ିଆଭଙ୍ଗା ବାଉଁଶନଳୀ ଗାଁରେ ଶୁକ୍ରବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ାରେ ଚାପି ହୋଇ ୮ବର୍ଷର ଝିଅ ଗୀତା ମୁଣ୍ଡାଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଈଶ୍ୱର ମୁଣ୍ଡା ଗୁରୁତର ହୋଇଛନ୍ତି। ଗୁରୁତର…

ଆମ୍ବ ଟାକୁଆ ଖାଇ ଚାଲିଗଲା ୨ ଜୀବନ, ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଆଉ ୫

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଏକ ବଡ଼ ଅଘଟଣ ଘଟିଛି। ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମ ଦଡ଼ାସାହିର ରୁନୁ ମାଝୀ…

ଗାଧୋଇବାକୁ ଯାଇ କାଲିଠୁ ନିଖୋଜ ଥିଲେ ବ୍ୟକ୍ତି, ଆଜି ପୋଖରୀରୁ ମିଳିଲା ମୃତଦେହ

କଳାପଥର,୧ା୧୧(ଗଙ୍ଗାଧର ସାହୁ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଠଣାପଲ୍ଲୀ ସାନ ନୟାପଲି ଗାଁରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ସେହି ଗାଁର ବାବୁଲି ପଣ୍ଡା। ସୂଚନା ଅନୁଯାୟୀ ବାବୁଲି ଗାଁର ଖଜୁରୀ ବନ୍ଧ…

ବାଇକ୍‌ରେ ଆସି ବୋମାମାଡ଼ କଲେ ଦୁର୍ବୃତ୍ତ, ଖସିଲା ଘରର ଛାତ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ନଂ.ଓ୍ବାର୍ଡ ମୁକ୍ତେଶର ଶୈବପୀଠ ସଂଲଗ୍ନ କେନାଲ ସାହିରେ ଦୁର୍ବୃତ୍ତମାନେ ପୁଣି ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେନାଲ ସାହିରେ କୁସିଆଁ ମହାନ୍ତିଙ୍କ ଘରେ ଭଡ଼ାରେ ରହୁଥିବା ରାଜେନ୍ଦ୍ର…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଆଜି ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧ା୧୧: ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ନଭେମ୍ବର ୧ରୁ ଖୋଲିଛି କୁଲଡିହା ଅଭୟାରଣ୍ୟ। ବର୍ଷା ଋତୁ ତଥା ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ୍‌ ୧୫ରୁ ଏହି ଅଭୟାରଣ୍ୟ ବନ୍ଦ ରହିଥିଲା। ପୁଣି ପର୍ଯ୍ୟଟନ ଋତୁ ଆସିବାରୁ ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?