ଆମ ଜିଲା ଖବର

ଆଜି ଶ୍ରୀମନ୍ଦିରରେ ଦୀପାବଳି, ବଡ଼ବଡୁଆଙ୍କୁ ଡାକିବେ ଭକ୍ତ

ପୁରୀ,୧ା୧୧: ଶୁକ୍ରବାର ଶ୍ରୀମନ୍ଦିରରେ ଦୀପାବଳି ପାଳନ ହେବ। ଏଥିସହିତ ପୟା ଶ୍ରାଦ୍ଧ ପକାଇ ଭକ୍ତମାନେ ବଡ଼ବଡୁଆଙ୍କୁ ଡାକିବେ। ଚଳିତବର୍ଷ ଦୀପାବଳି ଅମାବାସ୍ୟା ପାଳନ ଓ ପୟାଶ୍ରାଦ୍ଧ ପାଳନକୁ ନେଇ ଦ୍ୱନ୍ଦ୍ୱ ଉପୁଜୁଥିବା ପରିଲକ୍ଷିତ ହୋଇଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜି…

ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ

ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ ସାମିଲ…

ଭୁବନେଶ୍ୱରରେ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ

ଭୁବନେଶ୍ୱର,୩୧।୧୦: ଭୁବନେଶ୍ୱର ବାପୁଜୀନଗର ଭେଣ୍ଡିଂ ଜୋନ୍‌ରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୩ଟି ଦୋକାନ ଜଳି ପୋଡିଯାଇଛି। ଖବର ପାଇ ଅଗ୍ନିଶମ ବାହନୀ ଘଟଣସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ…

ଘୁ.ଉଦୟଗିରିରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ

ଘୁ.ଉଦୟଗିରି,୩୧।୧୦(ଚିନ୍ମୟ କୁମାର ସେଠୀ): ଆଲୋକର ପର୍ବ ପବିତ୍ର ଦୀପାବଳୀ ଅବସରରେ ସ୍ଥାନୀୟ ବନ୍ଧ ଛକ ପୂଜା ମଣ୍ଡପରେ ମା’ ଶ୍ୟାମାକାଳୀଙ୍କ ପୂଜା ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ମା’ଙ୍କ ପୂଜା ଧୁମଧାମରେ କରାଯାଉଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳାରେ ଝଲସି…

ବାପ-ପୁଅ ହତ୍ୟା ମାମଲା: ଧରାପଡ଼ିଲେ ୪ ଅଭିଯୁକ୍ତ

ପୁରୀ,୩୧।୧୦(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ସମଙ୍ଗରାରେ ଘଟିଥିବା ଡବଲ ମର୍ଡର ଘଟଣାରେ ଗୁରୁବାର ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁରୀ ପୋଲିସ l ଗିରଫ ଅଭିଯୁକ୍ତମାନେ ହେଲେ ଜଟାଧାରୀ ପ୍ରଧାନ, ବଳିଆ ପ୍ରଧାନ, ଜଗା ପ୍ରଧାନ, ରତନି ପ୍ରଧାନ। ଗିରଫ…

ପୁରୀରେ ବାଣ ବସ୍ଫୋରଣ: ୩ ଗୁରୁତର

ପୁରୀ,୩୧।୧(ଅଜିତ୍‌ କୁମାର ମହାନ୍ତି): ପୁରୀ ସଦର ଥାନା ଅଧୀନ ବାଟଗାଁ ରାଉତ ସାହିରେ ଗୁରୁବାର ବାଣ ବିସ୍ଫୋରଣ ହୋଇ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ଜଣ ନାବାଳକ ବୋଲି ଜଣାପଡିଛି। ଗୁରୁତରମାନେ ହେଲେ ଗୁଲା…

ମାର୍ଶାଲଆର୍ଟ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ

ଅନୁଗୋଳ ଅଫିସ,୩୧।୧୦(ମାନସ ବିଶ୍ୱାଳ): ଅନ୍ତର୍ଜାତୀୟ ୪ର୍ଥ ବିଶ୍ୱ ସ୍କୋଏ ମାର୍ଶାଲ ଆର୍ଟ ପ୍ରତିଯୋଗିତା ଉଜବେଗିସ୍ଥାନରେ ନଭେମ୍ବର ୨ରୁ ୭ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉକ୍ତ ପ୍ରତିଯୋଗିତାରେ ଓଡ଼ିଶାରୁ ୨ ଖେଳାଳି ମନୋନୀତ ହୋଇଛନ୍ତି। ବାଳକ ବିଭାଗରେ ସୌମ୍ୟରଞ୍ଜନ ନାୟକ ଏବଂ ବାଳିକା…

ଦୀପାବଳିରେ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ନଭେମ୍ବର ୧ରୁ ଖୋଲିବ କୁଲଡିହା ଅଭୟାରଣ୍ୟ

ନୀଳଗିରି,୩୧।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଦୀପାବଳିରେ ଆସିଲା ଏକ ଖୁସି ଖବର। ବର୍ଷା ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ରୁ ବନ୍ଦ ରହିଥିବା କୁଲଡିହା ଅଭୟାରଣ୍ୟ ନଭେମ୍ବର ୧ରୁ ଜୁନ ୧୫ ପର୍ଯ୍ୟନ୍ତ ଖୋଲା…

ଦୀପାବଳିରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ଚାଲିଗଲା ଦୁଇ ବାଇକ୍‌ ଆରୋହୀଙ୍କ ଜୀବନ

କେନ୍ଦୁଝର,୩୧।୧୦: ଆଜି ଆଲୋକର ପର୍ବ ଦିପାବଳି। ସବୁଟି ଉତ୍ସବର ମାହୋଲ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ଝୁମ୍ପୁରା ଥାନା ରାଜାବସା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ୍ୟୁ…

ବ୍ରିଜ ଉପରୁ ଜଳଭଣ୍ଡାରକୁ ଡେଇଁ ପଡ଼ିଲେ ମହିଳା

କୋରାପୁଟ,୩୧।୧୦: କୋରାପୁଟ ଜିଲା ଦୁରୁଗୁଡ଼ା ନିକଟରେ ଗୁରୁବାର ବ୍ରିଜ ଉପରୁ ଜଣେ ମହିଳା କୋଲାବ ଜଳଭଣ୍ଡାରକୁ ଡେଇଁ ପଡ଼ିଛନ୍ତି। ମିଳିଥିବା ସୂଚନା ମୁତାବକ, ମହିଳା ଜଣକ ବସ୍‌ରୁ ଓହ୍ଲାଇ ଭଳଭଣ୍ଡାର ନିକଟକୁ ଚାଲିଚାଲି ଯାଇଥିଲେ। ହେଲେ କୌଣସି କାରଣକୁ ନେଇ ମହିଳା…

ନଦୀପଠାରେ ବାଣ ବଜାର, ସୁରକ୍ଷା ବ୍ୟବସ୍ଥା ଶୂନ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପଠାରେ ଖୋଲିଛି ବାଣ ବଜାର। ସ୍ଥାନୀୟ ଅଗ୍ନିଶମ ବିଭାଗ ନଦୀକୂଳରେ ବାଣ ବଜାର ଖୋଲିବା ପାଇଁ ଅନୁମତି ଦେଇଛି। ତେବେ ନଦୀପଠାରେ ବାଣ ବଜାର ଖୋଲିବାକୁ ନେଇ ପରିବେଶବିତ୍‌ଙ୍କ ମଧ୍ୟରେ ତୀବ୍ର…

ରାସ୍ତାରେ ଜଳିଗଲା ଚଳନ୍ତା ହାଇୱା

କୋରାପୁଟ/ନାରାୟଣପାଟଣା,୩୧।୧୦(ଅମିତାଭ ବେହେରା/ରାଜକିଶୋର ଜେନା) ଦୀପାବଳୀରେ ଏକ ଅଘଟଣ ସାମ୍‌ନାକୁ ଆସିଛି। କୋରାପୁଟ ଜିଲା ନାରାୟଣପାଟଣା ଥାନା ଅଧୀନ ବିଜାଘାଟି ବୁଢାପଣସ ନିକଟରେ ଗୁରୁବାର ଏକ ହାଇୱାରେ ନିଆଁ ଲାଗି ଜଳି ଯାଇଛି। ଅଗ୍ନିକାଣ୍ଡରୁ ଡ୍ରାଇଭ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?