ଯାଯାବର ପରିବାରର ୫ଜଣଙ୍କୁ ନିର୍ମମ ହତ୍ୟା: ଅନୁଗୋଳରୁ ୧୩ଜଣଙ୍କୁ ଉଠାଇ ଆଣିଲା ପୋଲିସ ଟିମ୍
ସୁନ୍ଦରଗଡ଼,୩୧।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ଥାନା ଅଧୀନ କରମଡିହି ଗୀତାପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ଜଣ ମହିଳାଙ୍କ ସହ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ…
କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି
କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର…
ବାଇକ୍କୁ ଧକ୍କା ଦେଲା ବାଇକ୍, ଚାଲିଗଲା ଯୁବକଙ୍କ ଜୀବନ
ସଇଁତଳା,୩୧ା୧୦(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ବିବିନା ପଞ୍ଚାୟତ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସଇଁତଳା ପୋଲିସ ସୂତ୍ରରୁ ପ୍ରକାଶ ଯେ, ବିବିନା ପଞ୍ଚାୟତ ଗ୍ୟାସ୍ ଗୋଦାମ ନିକଟରେ ଟାୟାର ରିପ୍ୟାରିଂ ଦୋକାନ ଖୋଲିଥିବା…
ଚିକିତ୍ସିତ ହୋଇ ଫେରିବା ରାସ୍ତାରେ ଚାଲିଗଲା ବ୍ଲକ ବିଜେଡି ସଭାପତିଙ୍କ ଜୀବନ
ତିହିଡ଼ି,୩୧ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ବିଜେଡି ସଭାପତି ରଘୁନାଥ ପଣ୍ଡାଙ୍କର ଗୁରୁବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ତାଙ୍କ ଘର ଭାଟପଡ଼ା ପଞ୍ଚାୟତ ଅଧୀନ ସଂଖିଡା ଗ୍ରାମରେ। କିଛି ମାସ ଧରି…
କାଳୀପୂଜା ପାଇଁ ଚଳଚଞ୍ଚଳ ଭଦ୍ରକାଳୀ ପୀଠ, ଆଜି ବେଦମାତା ବେଶରେ ଭକ୍ତଙ୍କୁ ଦେଲେ ଦର୍ଶନ
ଭଦ୍ରକ,୩୧ା୧୦(ସନାତନ ରାଉତ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଚରମ୍ପା ସମେତ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି l ଗୁରୁବାର କାଳୀପୂଜାଠାରୁ ମା’ ସପ୍ତ ମାତୃକା ବେଶରେ ଦର୍ଶନ ଦେବେ। ପ୍ରଥମ ଦିନରେ ମା’ ଭଦ୍ରକାଳୀ…
ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନେଲେ ଶପଥ
ଅନୁଗୋଳ,୩୧ା୧୦(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଗୁରୁବାର ପାଳିତ ହୋଇଛି ରାଷ୍ଟ୍ରୀୟ ଏକତା ଦିବସ। ଉପସ୍ଥିତ ସମସ୍ତ ପୋଲିସ ଅଧିକାରୀ ଓ କର୍ମଚାରୀ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ନିଜର ଯୋଗଦାନ ନିମନ୍ତେ ଶପଥ ନେଇଥିଲେ।…
ଭାଜପାରେ ଯୋଗଦେବେ ସୁନନ୍ଦା ଦାସ! ରାଜନୀତି ହଲଚଲ
ଭୁବନେଶ୍ୱର,୩୧।୧୦: ପଦ୍ମ ଧରିବେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ନଭେମ୍ବର ୩ ତାରିଖରେ ସେ ଭାଜପାରେ ମିଶିପାରନ୍ତି ବୋଲି ସୂଚନା ମିଳିଛି। ଶୁକ୍ରବାର ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳୀୟ କାର୍ୟ୍ୟକ୍ରମରେ କୋଣଠେସା କରାଯିବା ସହ…
ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରି ଅଧାପନ୍ତରିଆ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଲେ ବିଡିଓ, ଋଷିମାଳ ପରେ ଏବେ…
ଦାରିଙ୍ଗବାଡ଼ି,୩୧ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ସରାମୁଳି, ହାତୀମୁଣ୍ଡା, ଝିଞ୍ଜିରୀଗୁଡ଼ା, ଗଦାପୁର, ବ୍ରାହ୍ମଣୀଗାଁ ପଞ୍ଚାୟତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକୁ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ଗୁରୁବାର ପରିଦର୍ଶନ କରିଛନ୍ତି। ଏହି ସମୟରେ ହାତୀମୁଣ୍ଡା ପଞ୍ଚାୟତ…
ସିମନବାଡ଼ି ଅଞ୍ଚଳରେ ମାତିଛନ୍ତି ଚୋର, ପୋଲିସ ନିକଟରେ ଅଭିଯୋଗ କରିବାକୁ ଅମଙ୍ଗ ବ୍ୟବସାୟୀ
ଦାରିଙ୍ଗବାଡି, ୩୧।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ଅଞ୍ଚଳରେ ଦିନକୁ ଦିନ ଚୋରି ବୃଦ୍ଧି ପାଉଛି। ଦୁର୍ବୃତ୍ତମାନେ ଏବେ ନିୟମିତ ମାତିଥିଲେ ହେଁ ବ୍ୟବସାୟୀମାନେ ପୋଲିସ ନିକଟରେ ଅଭିଯୋଗ କରିବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ନେଇ…
ହରମୋହନ ଏମ୍ପି ପ୍ରତିନିଧି ଭାବେ ନିଯୁକ୍ତ
ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକ ବେତିରା ଗ୍ରାମର ହରମୋହନ ଶାସିନୀଙ୍କୁ ଏମ୍ପି ପ୍ରତିନିଧି ଭାବେ ନିଯୁକ୍ତି ମିଳିଛି । କେନ୍ଦୁଝର ଏମ୍ପି ଅନନ୍ତ ନାୟକ ଏନେଇ ପତ୍ର ମାଧ୍ୟମରେ ବିଭିନ୍ନ ବିଭାଗକୁ ଅବଗତ…
ନିରଞ୍ଜନଙ୍କୁ ବହିଷ୍କାର ଲାଗି ଚିଠି ଜାରି କଲେ ସିଡିଓ
ହାଟଡିହୀ,୩୧l୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ରୁରାଲ ହାଉସିଂ ବିପିସି (ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର) ନିରଞ୍ଜନ ବାରିକଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ କେନ୍ଦୁଝର ସିଡିଓ କୁମାର ନାଗଭୂଷଣ ସମ୍ପୃକ୍ତ ଆଉଟ ସୋର୍ସିଙ୍ଗ ସଂସ୍ଥାକୁ ଚିଠି ଜାରି କରିଛନ୍ତି l କେନ୍ଦୁଝର…
ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟରେ ଲୋକପାଳ ନିଯୁକ୍ତ
ଭବାନୀପାଟଣା,୩୧।୧୦( ଉତ୍ତମ କୁମାର ଦାଶ)- ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟର ଲୋକପାଳ ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁଧାଂଶୁ ଶେଖର ରଥଙ୍କୁ ନିଯୁକ୍ତି ଦିଆଯାଇଛି। ବିଶ୍ବବିଦ୍ୟାଳୟ କୂଳସଚିବଙ୍କ ପତ୍ରସଂଖ୍ୟା ୨୫୧୦/୩୦.୧୦.୨୪ ଅନୁଯାୟୀ ସମ୍ବଲପୁର ବିଶବିଦ୍ୟାଳୟ ଅର୍ଥନୀତି ଅନୁଯାୟୀ ବିଭାଗର ଅବସରପ୍ରାପ୍ତ ପ୍ରାଧ୍ୟାପକ…

