ଆମ ଜିଲା ଖବର

ଆଜି ଦୀପାବଳି ପାଳିଲେ ଅଶୁଭ! ଶଙ୍କରାଚାର୍ଯ୍ୟ କହିଲେ…

ପୁରୀ, ୩୧।୧(ଅଜିତ୍‌ କୁମାର ମହାନ୍ତି): କୁମାର ପୂର୍ଣ୍ଣିମା ପରେ ପୁଣିଥରେ କାଳୀପୂଜା ଓ ଦୀପାବଳି ଅମାବାସ୍ୟା ପାଳନକୁ ନେଇ ଦ୍ୱନ୍ଦ୍ୱ ଦେଖିବାକୁ ମିଳିଛି। ଚଳିତବର୍ଷ ପାଞ୍ଜି ଓ କ୍ୟାଲେଣ୍ଡରରେ ଅନେକ ଗୁରୁତର ତ୍ରୁଟି ଓ ଦ୍ୱନ୍ଦ୍ୱ ରହିଛି। ଚଳିତବର୍ଷ ଦୀପାବଳି ଅମାବାସ୍ୟା…

କୁଟ୍ଟେ, ଆଶିଷ ସିଂ ଟିକେଟ କଥା ବୁଝୁଥିଲେ: ସୁନନ୍ଦା

ଯାଜପୁର,୩୧ା୧୦(ହର୍ଷବର୍ଦ୍ଧନ ବେହେରା): ଗତ ନିର୍ବାଚନରେ ବିଜୁ ଜନତା ଦଳର ଟିକେଟ କଥା ବରିଷ୍ଠ ଅଫିସର ଡି.ଏସ. କୁଟ୍ଟେ ଓ ଆଶିଷ ସିଂହ ବୁଝୁଥିଲେ। ଏହା କହିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ମଙ୍ଗଳବାର ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ…

ଜମି ପାଇଁ ହତ୍ୟା! ବାପା-ପୁଅ ମୃତ

ପୁରୀ, ୩୧ା୧୦: (ଅଜିତ୍‌ କୁମାର ମହାନ୍ତି): ପୁରୀରେ ବୁଧବାର ପୁଣି ୨ ଜଣଙ୍କ ମୁଣ୍ଡ ଗଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ସଦର ଥାନା ଅନ୍ତର୍ଗତ ସମଙ୍ଗରା ଗ୍ରାମରେ ଘଟିଛି। ଜାଗାବାଡ଼ିକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଛି।…

ନଭେମ୍ବର ୧ରୁ ଅଲିଭ୍‌ରିଡ୍‌ଲେ କଇଁଛ କଟକଣା ଆରମ୍ଭ

ରାଜନଗର, ୩୦ା୧୦(ଭାସ୍କର ରାଉତରାୟ): ନଭେମ୍ବର ୧ରୁ ଆରମ୍ଭ ହେଉଛି ଅଲିଭ ରିଡ୍‌ଲେ କଇଁଛ ଲାଗି କଟକଣା ଆରମ୍ଭ ହେବ। ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଭାବେ ୧୪୩୭ ବର୍ଗ କି.ମି. ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ…

ଦୁଇ ଦିନିଆ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ୪ର୍ଥ ଥର ନିଜର ଜନ୍ମମାଟି ଗସ୍ତ । ସେ ମଧ୍ୟାହ୍ନରେ ସ୍ଵତନ୍ତ୍ର ଏୟାର…

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ…

ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୩ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି/ଚିକିଟି୩୦ା୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ରହ୍ମା ନଗର ସନ୍ତୋଷ କୁମାର ପଣ୍ଡାଙ୍କ ଘରୁ ଗତ ୭ ତାରିଖ ବିଳମ୍ବିତ ରାତିରେ ଚୋରି ଯାଇଥିବା ଘଟଣାର ପର୍ଦ୍ଦାଫାଶ କରିଛି କେ.ନୂଆଗାଁ ଥାନା ପୋଲିସ। ବୁଧବାର ଏହି ଚୋରି…

ଦିଗପହଣ୍ଡିରେ ବୁଲୁଛି ମହାବଳ; ପାଦଚିହ୍ନ ଠାବ, ସନ୍ଧ୍ୟାରେ ଘରୁ ନ ବାହାରିବାକୁ ପରାମର୍ଶ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଳକ ଖମ୍ବାରୀ ଗାଁ ପଞ୍ଚାୟତର ଆଦିବାସୀ ଗ୍ରାମ ପଦ୍ମପୁର ନିକଟସ୍ଥ ମକାବାଡରେ ମହାବଳ ବାଘର ପାଦ ଚିହ୍ନ କୁ ବନବିଭାଗ ପକ୍ଷରୁ ଚିହ୍ନଟ କରାଯାଇଛି। ବାଘ ବୁଲୁଥିବା ଖବର ବୁଧବାର ସକାଳେ…

କେନ୍ଦୁଝର ଜିଲା ଏନ୍‌ଏଚ୍‌, ଏକ୍ସପ୍ରେସ୍‌ ୱେ’ରେ ଲାଗିଲା କଟକଣା

କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ୍‌ ଓ ଏକ୍ସପ୍ରେସ୍‌ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍‌ଏଚ୍‌ ୨୦ (ରାମ ଚନ୍ଦ୍ରପୁର ରୁ ରିମୁଳି ରୁ ଚମ୍ପୁଆ) ,୪୯ ( ତୁରୁମୁଙ୍ଗା ଠାରୁ…

ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜରେ ଆଣ୍ଟିଂ ରାଗିଂ କମିଟିର ବୈଠକ ପରେ ପ୍ରମାଣ ମିଳିବାରୁ…

ପୋଲିସ ଇନ୍‌ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍‌ଫର୍ମର ଦର୍ଶାଇ ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ଦିନେଶ ପୂଜାରୀ(୩୫)। ରାତି ଅଧରେ ଘରୁ ଡାକିନେଇ ଏକ…

ଦୁଇ ଚାଷୀଙ୍କ ଅମଳ ଧାନଗଦା ଜଳିପୋଡ଼ି ଛାରଖାର

ଝରିଗାଁ,୩୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ଧାନଖଳାରେ ଜଳିଗଲା ତିନି ଏକର ଜମିର ଅମଳ ଧାନ, ଖଳାରେ ଧାନ ରଖି ବୁଧବାର ଭୋରରୁ ଆସି ଦେଖିବା ବେଳେକୁ ସବୁ ଜଳିପୋଡ଼ି ଛାରଖାର ହୋଇଯାଇଛି। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଣୁଆଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?