ଆମ ଜିଲା ଖବର

ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି, ଗାଡ଼ି-ଷ୍ଟ୍ରିଟ୍‌ ଲାଇଟ୍‌ରୁ ଚୋରି କରି ନେଉଛନ୍ତି

ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟ୍‌ରେ ବ୍ୟାଟେରି। ୫୯ ନଂ ଜାତୀୟ ରାଜପଥ ପକ୍ଷରୁ ରାଜପଥ କଡ଼ରେ ଲାଗିଥିବା ଷ୍ଟ୍ରିଟ୍‌ ଲାଇଟ୍‌ରୁ ସୋଲାର ପ୍ୟାନେଲ ସହ ବ୍ୟାଟେରି ଚୋରି ହେଉଛି। ଏଥିସହ ଏବେ ରାସ୍ତାକଡ଼ରେ, ଘର ସମ୍ମୁଖରେ ରହିଥିବା ୪ ଓ…

ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା

କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ। କୌଣସି ଶୁଭକାମ କରିବା ସମୟରେ ପ୍ରଥମେ ମାଟିପାତ୍ର ଆବଶ୍ୟକ ହୋଇଥାଏ। ଯୁଗ ବଦଳିଥିଲେ ମଧ୍ୟ…

ବରାହିପୁର ସରପଞ୍ଚ ନିଲମ୍ବିତ

ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୨୪୩୨୪/୨୪-୧୦-୨୦୨୪) ଅନୁସାରେ ସରପଞ୍ଚ ରଶ୍ମିତା ସ୍ବାଇଁଙ୍କୁ ପଦବୀରୁ ହଟାଇ…

ଗ୍ୟାସ୍‌ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର

ଖଲ୍ଲିକୋଟ,୨୮ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩ ପରିବାରର ୧୦ ବଖରାରୁ ଅଧିକ ଘର ଜଳିପୋଡ଼ି ଛାରଖାର ହୋଇଯାଇଛି। ଗ୍ରାମର ଭୁବନୀ ପାହାନ, ଅର୍ଜୁନ ପାହାନ ଓ…

ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା

କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍‌ ମେସେଜ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ହେଲେ ଏହା ନକଲି ମେସେଜ୍‌ ହୋଇଥିବାରୁ ଏନେଇ…

ବିଦେଶାଗତ ପକ୍ଷୀଙ୍କ କଳରବରେ ଚିଲିକା ତଟଦେଶ ମୁଖରିତ

କୃଷ୍ଣପ୍ରସାଦ,୨୮ା୧୦(କୈଳାସ ଚନ୍ଦ୍ର ପଟ୍ଟନାୟକ): ଶୀତଋତୁ ଆସିଲେ ଚଳଚଞ୍ଚଳ ହୋଇଉଠେ ଚିଲିକାର ପରିବେଶ। ରଙ୍ଗବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବିଦେଶାଗତ ପକ୍ଷୀ ଓ ଚିଲିକାର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବା ପାଇଁ…

ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ବନ୍ଦ କରାଯାଉ

ସରଣ୍ଡା, ୨୭।୧୦(ଯୁଧିଷ୍ଠିର ମହାପାତ୍ର): ଦେବଦେବୀଙ୍କ ଫଟୋ ଥିବା ବାଣ ବିକ୍ରି ଉପରେ ରୋକ୍‌ ଲଗାଇବା ଦାବି ନେଇ ରବିବାର ବରଗଡ଼ ଜିଲା ଅତାବିରା ବିଶ୍ବ ହିନ୍ଦୁ ପରିଷଦ ଅତାବିରା ପ୍ରଖଣ୍ଡ ପକ୍ଷରୁ ଅତାବିରା ଥାନା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୯ ଶହ ୮୯ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, ନୂଆପଡା ଓ ପଡୋଶୀ ଛତିଶଗଡ଼ ସୀମାକୁ ଲାଗି ରହିଛି। ତେବେ ବିଗତ…

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ରବିବାର ଗାଡ଼ି ଯାଞ୍ଚ କରାଯାଉ ଥିଲା। ସେତିକିବେଳେ ଏକ ସ୍କୁଟିରେ ସ୍ବାମୀ-ସ୍ତ୍ରୀ…

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ତେଣ୍ଡାପାଳି ପଞ୍ଚାୟତ ଛତାଗୋଏରା…

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି। କୁଶପଡ଼ା ଗ୍ରାମର ଗାଡ଼ି ଚାଳକ ଶତ୍ରୁଘ୍ନ ସେଠୀ ଶନିବାର ସା ପ୍ରାୟ ସାଢ଼େ ୬ଟାରେ…

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା। ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଦୁର୍ଗମ ଅଞ୍ଚଳ ନାଗପଡ଼ା ପଞ୍ଚାୟତ ସିର୍ଲି ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?