ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ
ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି। ନଭେମ୍ବର ୧ରୁ କାର୍ଯ୍ୟବନ୍ଦ କରିବାକୁ ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ଅବଗତ କରାଯାଇଛି।…
ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ
ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍…
ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର ଜଳବାୟୁ ପ୍ରକୃତରେ ନିଆରା। ରାଜ୍ୟ କିମ୍ବା ପଡ଼ୋଶୀ ରାଜ୍ୟକୁ ବାତ୍ୟା, ପବନ ଆସିବା କ୍ଷଣି…
ଜେଜେଙ୍କ ଦ୍ୱାଦଶ କ୍ରିୟାରେ ନାଳରେ ବୁଡ଼ି ନାତି ନିଖୋଜ, ଜାରି ରହିଛି ଉଦ୍ଧାର କାର୍ଯ୍ୟ
ଭଦ୍ରକ,୨୭ା୧୦(ସନାତନ ରାଉତ): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ପଣ୍ଡାପାଟଣା ଗ୍ରାମର ରୁଦ୍ର ପଣ୍ଡା(୨୦) କଲଭର୍ଟ ନିକଟରେ ଥିବା ଏକ ନାଳରେ ଗାଧୋଉଥିଲାବେଳେ ଗୋଡ଼ ଖସିଯାଇଥିଲା। ପାଖରେ ଗାଧୋଉଥିବା ଜଣେ ସାଙ୍ଗ ଶତଚେଷ୍ଟା କରି ମଧ୍ୟ ରୁଦ୍ରଙ୍କୁ ଉଦ୍ଧାର କରି ପାରି…
ଖବରଦାତା ସମ୍ମିଳନୀରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରଶଂସା, କହିଲେ ସମସ୍ତଙ୍କ ସହଯୋଗରେ ବିପଦକୁ…
ଭଦ୍ରକ,୨୭ା୧୦(ସନାତନ ରାଉତ): ବାତ୍ୟା ଦାନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ କ୍ରୀଡ଼ା ଓ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଭଦ୍ରକ ଜିଲା ଦାୟିତ୍ୱରେ ଥିଲେ। ଜିଲାର ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଥିଲେ ବୋଲି ଜିଲାପାଳଙ୍କ…
ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ପୋଲିସ ଗାଡ଼ି ଦେଖି ମାରୁଥିଲେ ଫେରାର, ଆଉ ତା’ ପରେ…
ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ଜୁଆଆଡ୍ଡାରେ ଚଢ଼ାଉ କରାଯାଇଛି। ଏଥିରେ ସମ୍ପୃକ୍ତ ୧୩ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ନଗଦ ୫୬ ହଜାର ୧୯୦ ଟଙ୍କା ସହ ୧୨ଟି ମୋଟରସାଇକଲ ଜବତ କରାଯାଇଥିବା…
ଅଧରାତିରେ କେମିତି ଜଳବନ୍ଦୀଙ୍କୁ ଉଦ୍ଧାର କଲେ, ଖବରଦାତା ସମ୍ମିଳନୀରେ କହିଲେ ପୂରା ଘଟଣା…
ଭଦ୍ରକ,୨୭ା୧୦: ବାତ୍ୟା ଦାନା ଟଳି ଯିବା ପରେ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ଦୁଇ ଦିନ ପରେ ଏବେବି ପାଣିଘେରରେ ରହିଛନ୍ତି ଅନେକ ଲୋକ। ରେବ, କପାଳି ଓ ଶାଳନ୍ଦୀ ନଦୀରେ ଜଳ ସ୍ତର…
ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ
ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ହୋଇଥିବା ମା’ ସସ୍ମିତା ଦାସ(୩୦) ଓ ଝିଅ ପ୍ରୀତିପ୍ରଭା (୧୦) ଏବଂ ପଡ଼ୋଶୀ…
କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…
କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୪ ଶୁଭାରମ୍ଭ ହୋଇଛି। ଜିଲାପାଳ ଭି.କୀର୍ତ୍ତି ଭାସନ, କୋରାପୁଟ ବିଧାୟକ ରଘୁରାମ ମାଛ,…
ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର ବ୍ୟକ୍ତି: ମାଡ଼ି ବସିଲା ପୋଲିସ
ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି। ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା…
ସାନଖେମୁଣ୍ଡିରେ ଅନାସ୍ଥାକୁ ନେଇ ରାଜନୈତିକ ଛକାପଞ୍ଝା, ନାଏବ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼
ଦିଗପହଣ୍ଡି,୨୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ କିଛିଦିନ ହେଲା ଛକାପଞ୍ଝା ଲାଗିରହିଛି। ଶନିବାର ବିଳମ୍ବିତ ରାତିରେ ପଞ୍ଚାୟତ ଅଧୀନ ନୂଆଗଡ଼ ଗ୍ରାମରେ…
ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ
ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ କୁବେରା ପଞ୍ଚାୟତରେ ପରିସ୍ଥିତି ଉଦ୍ବେଗଜନକ ହୋଇଛି। ବନ୍ୟା ଯୋଗୁ ଉଭୟ ପଞ୍ଚାୟତର ୬ ହଜାରରୁ…

