ଆଶ୍ରୟସ୍ଥଳରେ ଖାଦ୍ୟ ବଣ୍ଟନକୁ ନେଇ ମନ୍ତ୍ରୀଙ୍କ ଅସନ୍ତୋଷ
ଭୋଗରାଇ,୨୫।୧୦(ପ୍ରଦୀପ ଦାସ): ବାତ୍ୟା ଦାନା ପ୍ରଭାବରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲାରେ ବିଶେଷ ପ୍ରଭାବ ପଡି ନ ଥିବା ବେଳେ କେବଳ ଗୁରୁବାର ଓ ଶୁକ୍ରବାର ଝିପିଝିପି ବର୍ଷା ଲାଗି ରହିଛି l ଅତି ଭୀଷଣ ବାତ୍ୟା…
ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ
ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ ଭେଟିଛି, ଅତି ସୁନ୍ଦର ପରିବେଶ ମଧ୍ୟରେ ଲୋକ ବସବାସ କରନ୍ତି। ଦାରିଙ୍ଗବାଡି ବାସିନ୍ଦାଙ୍କ ସ୍ନେହ…
ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ ଦୁଇ ଦିନ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ ହୋଇଛି। ଆବଶ୍ୟକ ଅନୁସାରେ ଡ୍ୟୁଟି…
ସୁରକ୍ଷା କର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ମାଓବାଦୀ ନିହତ
ବାଲିଗୁଡା,୨୫।୧୦ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ରହିଥିବା ଗୋଇନ୍ଦା ସୂଚନା ମୁତାବକ, ଶୁକ୍ରବାର ସକାଳୁ ଏସଓଜି ଏବଂ ଡିଏଭିଏଫ ସୁରକ୍ଷା ଯବାନ କୁମ୍ବିଂ ବେଳେ…
ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…
ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ବାତ୍ୟା ‘ଦାନା’ କେନ୍ଦ୍ରାପଡା ଜିଲାର ଭିତରକନିକା ଓ ଭଦ୍ରକ ଜିଲାର ଧାମରା…
ବାତ୍ୟା ଦାନାବେଳେ ଆସିଲା ଖୁସି ଖବର
ପାଟଣା,୨୫।୧୦(ବୀରକିଶୋର ଦାଶ): ସାମୁଦ୍ରିକ ଝଡ଼ ‘ଦାନା’ର ମୁକାବିଲା କରିବା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ ପ୍ରଶାସନ ଗୁରୁବାର ସନ୍ଧ୍ୟା ସୁଦ୍ଧା କଚା ଘରେ ରହୁଥିବା ଏବଂ ଆସନ୍ନ ପ୍ରସବା ୪ ମହିଳାଙ୍କୁ ମିଶାଇ ମୋଟ ୩୯ ଜଣଙ୍କୁ ଅସ୍ଥାୟୀ ଆଶ୍ରୟ…
ଲୋକାର୍ପିତ ଅପେକ୍ଷାରେ ଡୁଲୁରୀ ପାଇନ୍ ବଣ: ସେଲ୍ଫି ପଏଣ୍ଟ ହେବ ମୁଖ୍ୟ ଆକର୍ଷଣ
ଦାରିଙ୍ଗବାଡି, ୨୪।୧୦ (ଅରୁଣ ସାହୁ)-ଆସିଲା ପର୍ଯ୍ୟଟନ ଋତୁ । ଧୀରେ ଧୀରେ ଜଳବାୟୁର ପରିବର୍ତ୍ତନ ହେବାରେ ଲାଗିଛି । ବାତ୍ୟା ପାଇଁ ପାଗ ମେଘୁଆ ରହିବା ସହ ଦିନ ଓ ରାତିରେ ଶୀତ ଅନୁଭୁତ ହେଉଛି। ସର୍ବନିମ୍ନ ତାପମାତ୍ରାରେ ହ୍ରାସ ପାଇଛି।…
କନ୍ଧମାଳରେ ଏନ୍କାଉଣ୍ଟର: ମାଓବାଦୀ ନିହତ
ବାଲିଗୁଡ଼ା,୨୫।୧୦: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଶୁକ୍ରବାର ମାଓବାଦୀ ଏବଂ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା…
ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କଲେ ମନ୍ତ୍ରୀ, କହିଲେ…
ପାଟଣା,୨୫।୧୦(ବୀରକିଶୋର ଦାଶ): ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପରେ ମଧ୍ୟ ଟଳିନି ବିପଦ। ଏଭଳିସ୍ଥିତିରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଶରଧାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ତୁରୁମୁଙ୍ଗା ପଞ୍ଚାୟତ ନିହ୍ନୁଆ ପ୍ରାଥମିକ ବିଦ୍ୟାଳୟରେ ଚାଲିଥିବା ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ…
ଝାରପଡ଼ା ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ
ଭୁବନେଶ୍ୱର,୨୫।୧୦: ପୁଣି ଚର୍ଚ୍ଚାରେ ଝାରପଡ଼ା ଜେଲ। ଶୁକ୍ରବାର ପୂର୍ବାହ୍ନରେ ଜେଲ ଭିତରେ ମାରପିଟ୍ ହେବା ଘଟଣା ସାମ୍ନାକୁ ଆସିଛି। ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କାହିଁକି ଜେଲ ୱାର୍ଡରଙ୍କୁ ଆକ୍ରମଣ କରାଗଲା ତାହା ବର୍ତ୍ତମାନ ସୁଦ୍ଧା…
କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ
କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ କରିବା ପାଇଁ ପଞ୍ଚାୟତ ସମିତି ସଭାଗୃହରେ ସ୍ବତନ୍ତ୍ର ସମିତି ବୈଠକ ଡକାଯିବା ସଂକ୍ରାନ୍ତରେ କଳାହାଣ୍ଡି…
ଲ୍ୟାଣ୍ଡଫଲ ପରେ ବି ଟଳିନି ବିପଦ: ଚାନ୍ଦବାଲିରେ ରେକର୍ଡ ବର୍ଷା
ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବାତ୍ୟା ‘ଦାନା’ ଦୁର୍ବଳ ହୋଇ ଘଣ୍ଟାକୁ ଏହା ୧୦ କିମି ବେଗରେ ଗତି କରୁଛି । ଏଥିସହ ଉତ୍ତର ଉତ୍ତରପଶ୍ଚିମ…

