ପଣସର ଅଭାବୀ ବିକ୍ରି, ବାହାର ରାଜ୍ୟ ବ୍ୟବସାୟୀ ମାଲାମାଲ
ପାରଳାଖେମୁଣ୍ଡି,୨୭ା୫ (ଗିରିଧାରୀ ପରିଛା): ଗଜପତି ଜିଲାର ୭ଟି ବ୍ଲକ ଯଥା ମୋହନା, ଆର.ଉଦୟଗିରି, ନୂଆଗଡ, ଗୋଷାଣୀ, କାଶୀନଗର, ଗୁମ୍ମା ଏବଂ ରାୟଗଡ଼ ବ୍ଲକରେ ଉତ୍ପାଦିତ ପଣସର ଚାହିଦା ଦେଶର ବିଭିନ୍ନ ରାଜ୍ୟରେ ବେଶ ଅଧିକ ରହିଛି। ବିଶେଷକରି ପଡ଼ୋଶୀ ଆନ୍ଧ୍ର ପ୍ରଦେଶ…
୩୦ ଟନ୍ ଆମ୍ବ ଗଲା ରାୟପୁର
କୋରାପୁଟ,୨୭ା୫(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ଜିଲାରେ ପ୍ରଚୁର ପରିମାଣରେ ଆମ୍ବ ଆସିଛି। ଆମ୍ବ ଚାଷୀମାନଙ୍କୁ ଆମ୍ବର ଉଚିତ୍ ମୂଲ୍ୟ ଦେବାକୁ ମିଶନ ଶକ୍ତି ମହିଳା ଗୋଷ୍ଠୀ ଓ କମ୍ପାନୀ ଆଗେଇ ଆସିଛି। କୋରାପୁଟ ଜିଲାରେ ହେଉଥିବା ଆମ୍ବରେ ଗୁଣାତ୍ମକମାନ ସର୍ବାଧିକ…
ରାଜପଥ କଡ଼ରୁ ହଟୁନି ଟ୍ରକ୍
କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଗତ ଦିନରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥରେ ଅନେକ ଦୁର୍ଘଟଣା ଘଟି ବହୁ ଧନଜୀବନହାନି ହୋଇଛି। ବାରମ୍ବାର ଦୁର୍ଘଟଣା ପରେ ମଧ୍ୟ ଜାତୀୟ ରାଜପଥ କଡ଼ରୁ ଟ୍ରକ୍ର ଲମ୍ବାଧାଡ଼ି ହଟୁନାହିଁ। ତଦାରଖ ଅଭାବରୁ ଖଣିଜ…
ପୁଅର ଚିକିତ୍ସା ପାଇଁ ଆଣିଥିବା ଅର୍ଥ ମୋ ବସ୍ରୁ ଚୋରି
ଭୁବନେଶ୍ୱର,୨୭।୫ (ସୂର୍ଯ୍ୟକାନ୍ତ ବେହେରା): ପୁଅର ଚିକିତ୍ସା ପାଇଁ ବହୁ କଷ୍ଟରେ ଟଙ୍କା ସଂଗ୍ରହ କରି ଆଣିଥିଲେ ବାପା। ଗଞ୍ଜାମରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ହେଲେ ମୋ ବସ୍ରେ ହସ୍ପିଟାଲକୁ ଯାଉଥିବାବେଳେ ସବୁ ଟଙ୍କା ଚୋରି ହୋଇଗଲା। ଏମିତି ଘଟଣା ଘଟିଛି ରାଜଧାନୀ…
ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ, ପରିକ୍ରମା ମାର୍ଗରେ ଉଡ଼ିଲା ଡ୍ରୋନ୍
ପୁରୀ,୨୭।୫: ପୁଣିଥରେ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ପ୍ରଶସ୍ତ ପରିକ୍ରମା ମାର୍ଗ ଉପରେ ଉଡ଼ୁଛି ଡ୍ରୋନ୍। ଯାହାକୁ ନେଇ ବୁଦ୍ଧିଜୀବୀମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ଶ୍ରୀମନ୍ଦିର ପରିସର କିମ୍ବା ଏହା ନିକଟସ୍ଥ ନିଷିଦ୍ଧାଞ୍ଚଳ ଉପରେ ଡ୍ରୋନ୍…
୨୮ରେ ନିମାପଡ଼ା ଆସିବେ ଶାହା
ନିମାପଡ଼ା,୨୭ା୫(ବିଚିତ୍ରାନନ୍ଦ ସାହୁ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ ତାରିଖରେ ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି।…
ପ୍ରତିଶ୍ରୁତିରେ ଅଟକିଛି ବିଶୁଦ୍ଧ ଜଳଯୋଗାଣ ପ୍ରକଳ୍ପ
କେନ୍ଦ୍ରାପଡ଼ା, ୨୭ା୫(ଜଗନ୍ନାଥ ଧଳ): ମଣିଷ ବଞ୍ଚିବା ପାଇଁ ବିଶୁଦ୍ଧ ଜଳ ଆବଶ୍ୟକ। ରାଜ୍ୟ ଓ କେନ୍ଦ୍ର ସରକାର ଏ ନେଇ ତତ୍ପର ଅଛନ୍ତି। ହର୍ ଘର୍ ପାନି, ବସୁଧା, ଜଳ ଜୀବନ ମିଶନ ଆଦି ପ୍ରଣୟନ କରାଯାଇ ଏହାର ସମାଧାନ ହେଉଛି।…
ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ
ପୁରୁଷୋତ୍ତମପୁର,୨୬ା୫( ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ତଥା କବିସୂର୍ଯନଗର ଥାନା ଅନ୍ତର୍ଗତ ବଡଖରିଡା କାଳେଶ୍ବର ମନ୍ଦିର ନିକଟରେ ରବିବାର ରାତିରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣର ଶିକାର ହୋଇଥିବା ଯୁବକ ହେଲେ…
ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍: ଗ୍ରାହକ ସାଜି ମାଡ଼ି ବସିଲା ବନବିଭାଗ
ଖଡ଼ିଆଳ,୨୬।୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନାଞ୍ଚଳ ପକ୍ଷରୁ ଚଢ଼ାଉ କରାଯାଇ ଏକ କଲରାପତରିଆ ବାଘଛାଲ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ୍ ରବିବାର…
୧୬ ନମ୍ବର ଜାତୀୟ ରାଜପଥରେ ସିରିଜ ଦୁର୍ଘଟଣା
ଛତ୍ରପୁର୨୬।୫(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅଧୀନ ୧୬ ନମ୍ବର ଜାତୀୟ ରାଜପଥରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଭାରସାମ୍ୟ ହରାଇ ଏକ ପିକ୍ଅପ ଭ୍ୟାନ ଓ ବାଇକ୍କୁ ଧକ୍କା ଦେଇଛି। ଦୁର୍ଘଟଣାରେ ୩ଜଣ ଗୁରୁତର…
ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…
ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର ଆକ୍ରମଣ କରିଥିଲେ। ଆକ୍ରମଣରେ ହରିଣ ଛୁଆ ଆହତ ହୋଇଥିଲା। ଗ୍ରାମବାସୀ ଏହା ଦେଖି ବନବିଭାଗକୁ…
ଯାତ୍ରୀ ଓହ୍ଲାଇବା ବେଳେ ସବାରୀ ଗାଡ଼ି ଉପରକୁ ମାଡିଗଲା ଟ୍ରକ: ଜଣେ ମୃତ, ୮ ଆହତ
ବାରିପଦା,୨୬।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟ ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ରାଜପଥ ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଯାତ୍ରୀବାହୀ ସବାରୀକୁ ମାଲବାହୀ ଟ୍ରକ୍ ଧକ୍କା ଦେବାରୁ…
Archives


