ମିଲର୍ସଙ୍କ ମନମୁଖି କାର୍ଯ୍ୟ: ମଣ୍ଡିରେ ପଡ଼ିରହିଛି ୪ ହଜାର କ୍ୱିଣ୍ଟାଲ ଧାନ
କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟର ଧାନ ମଣ୍ଡିରେ ଦୀର୍ଘ ଦିନ ହେଲା ଧାନ ପଡ଼ିରହିଛି। ପ୍ରବଳ ଶୀତ କାକରରେ ଚାଷୀମାନେ ଖୋଲା ପଡ଼ିଆରେ ଦିନ ରାତି ପାଳିକରି ଧାନକୁ…
ସଂଗ୍ରାମଙ୍କ ଘରେ ପଶିଲେ ସଶସ୍ତ୍ର ଚୋର: ଆଉ ତା’ପରେ…
କେନ୍ଦୁଝର,୨।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ବଢୁଛି ଚୋରି। ରବିବାର ରାତି ପ୍ରାୟ ୧୦ଟାରେ କାଞ୍ଜିପାଣି ଥାନା ବାୟାପଣ୍ଡାଧାର ଗ୍ରାମରେ ସଂଗ୍ରାମ କେଶରୀ ନାୟକ ନାମକ ଜଣେ ବ୍ୟକ୍ତିଙ୍କ ଘରେ ପଶି ସଶସ୍ତ୍ର ଲୁଟ ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ପ୍ରାୟ…
‘ଗୁଣାତ୍ମକ ଶିକ୍ଷାର ବିକାଶ ହେଲେ ଛାତ୍ରୀଛାତ୍ର ଆଗକୁ ବଢ଼ିପାରିବେ’
ଭଞ୍ଜନଗର,୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ରୁଢ଼ାପଦର ଆଶ୍ରମ ବିଦ୍ୟାଳୟର ୨୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଗୌରହରି ବାଡ଼ତ୍ୟାଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସେ ବିଦ୍ୟାଳୟର ବିଭିନ୍ନ ସମସ୍ୟାର ନିରାକରଣ ପାଇଁ ଉପସ୍ଥିତ…
କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…
ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର…
ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…
ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଛନ୍ତି ସ୍ଥାନୀୟ ଛାତ୍ରୀମାନେ। ମାମଲା ଜିଲାପାଳଙ୍କ ନିକଟରେ…
ପଥର କୋଇଲା ବୋଝେଇ ପିକ୍ଅପ୍ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ
ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍ଅପ୍କୁ ପୋଲିସ ଜବତ କରିଛି। ଏହି ଘଟଣାରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଆଠମଲ୍ଲିକ ଥାନା ଗୋପାଳପୁର…
ଶୀତ କମିଛି, କମିନି ପର୍ଯ୍ୟଟକଙ୍କ ସଂଖ୍ୟା, ସକାଳୁ ରାତି ପର୍ଯ୍ୟନ୍ତ…
ଦାରିଙ୍ଗବାଡ଼ି,୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଦିନରେ ଶୀତର ଅନୁଭୂତି କମିବାରେ ଲାଗିଛି। କେବଳ ସନ୍ଧ୍ୟା ପରଠାରୁ ଶୀତ ମାଡ଼ି ଆସି ଭୋର୍ ସମୟରେ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଏହାର ପ୍ରଭାବ ଦିନରେ ବହୁତ କମ୍ ଦେଖାଯାଇଛି।…
ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…
ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବଜେଟ ଯୁବ ବର୍ଗଙ୍କୁ ସମ୍ପୂର୍ଣ୍ଣ ନିରୁତ୍ସାହିତ କରିଛି ବୋଲି ରାଜନୈତିକ…
ପୂର୍ବତନ ଏମ୍ପି ସୁଶୀଳା ତିରିଆଙ୍କ ପରଲୋକ
ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଡିସେମ୍ବର ୫ତାରିଖରେ ଅସୁସ୍ଥ…
ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ
ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । କିଛି ଦିନ ତଳେ ମସ୍ତିସ୍କା ଘାତ ହେବାରୁ ବୁର୍ଲା ଭୀମସାର ମେଡିକାଲରେ…
କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…
ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍ ଭାଷଣରେ ଓଡ଼ିଶାକୁ ଚୟନମୂଳକ ଉଲେଖ କରାଯାଇଥିବା ବେଳେ, ଏହା ଆଦିବାସୀ ଓ କେବିକେ…
ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ
ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ସମାସିଙ୍ଗି ଶାସନ ଗ୍ରାମର ସନାତନ ବେଜଙ୍କ ରୋଜଗାରକ୍ଷମ…
Archives


