ଆମ ଜିଲା ଖବର

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୨୧।୭(ଦିଲ୍ଲୀପ ସାମଲ/ଦ୍ଵାରୀକା ପଟ୍ଟନାୟକ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ମହାବିଦ୍ୟାଳୟରେ ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଦରମା ଦେବାକୁ ମହାବିଦ୍ୟାଳୟ ଅସମର୍ଥ ହୋଇପଡ଼ିଛି । ତେଣୁ ଏହି ଅଧ୍ୟାପକ ଓ କର୍ମଚାରୀଙ୍କୁ…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ହାଇକୋର୍ଟରେ…

ବେଲଭଟା ଗ୍ରାମବାସୀଙ୍କୁ ଚୁଆପାଣି ଭରସା: ଅଚଳ ନଳକୂପ-ସୌରଚାଳିତ ପାଣିଟାଙ୍କି

ଲାଞ୍ଜିଗଡ଼,୨୧ା୭(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ ବେଡ଼ାଗାଁ ପଞ୍ଚାୟତ ଅଧୀନ ଦେହେଡ଼ାର ବେଲଭଟା ଗାଁରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ନେଇଛି। ଗାଁରେ ୬ଟି ଆଦିବାସୀ ପରିବାର ବସବାସ କରୁଥିବାବେଳେ ପାନୀୟ ଜଳ ମୁଖ୍ୟ ସମସ୍ୟା ହୋଇଛି। ଗାଁରେ…

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି ଧକ୍କାରେ ୨ ଗାଈଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗାଈ ଗୁରୁତର ଆହତ…

ପ୍ଲାଷ୍ଟିକ୍‌ ଦଉଡ଼ି ଟାଣି ଚାଲିଛି ଚଣ୍ଡିଆପଲ୍ଲୀ ଫେରିଘାଟ: ବିପଦରେ ଯାତ୍ରୀ

ମହାକାଳପଡ଼ା,୨୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା, ବ୍ଲକ୍‌, ତହସିଲ ଓ କଲେଜ ଏବଂ ମେଡିକାଲକୁ ଲୋକେ ବିଭିନ୍ନ ସମୟରେ ଯାତାୟାତ କରିଥାନ୍ତି। କିନ୍ତୁ ସେଠାକୁ ଯିବାକୁ ହେଲେ ଚଣ୍ଡିଆପଲ୍ଲୀ ଗୋବରୀ ନଦୀଘାଟ ପାରହେବାକୁ ପଡ଼ିଥାଏ। ଏଠାରେ ଥିବା ଘାଟରେ ହୁଲିଡଙ୍ଗାରେ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ ନାହିଁ । ଗତ ଗୋଟିଏ ଦଶନ୍ଧି ହେଲା ହଳଦୀ ଦର କିଲୋ ପିଛା…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା ସମଲ୍ ଥାନା ୧୪୯ ଜାତୀୟ ରାଜପଥ ବୁରୁକୁନା ଛକ ନିକଟରେ ଘଟିଛି ଏହି…

ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନିର୍ମାଣ ନିମନ୍ତେ ପ୍ରସ୍ତୁତି ଆରମ୍ଭ, ଦାରୁ ଶଗଡ଼ି ଶୋଭାଯାତ୍ରାରେ ସାମିଲ ବହୁ ସଂଖ୍ୟକ ଶ୍ରଦ୍ଧାଳୁ  

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକଠାରେ ନିର୍ମାଣଧୀନ ଶ୍ରୀ ଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ସହ ଶ୍ରୀ ଚତୁର୍ଦ୍ଧାମୂର୍ତ୍ତି କାଳିଆ ଠାକୁର ଶ୍ରୀ ଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା…

ଗଞ୍ଜାମର ୪ ଏନ୍‌ଏସଏସ ସ୍ବେଚ୍ଛାସେବୀ ପୁରସ୍କୃତ: କଲେଜ ପାଇଁ ଆଣିଲେ ଗୌରବ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ):ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ଗତ ୧୬ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସଂହତି ଶିବିର ଅନୁଷ୍ଟିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧିନ ବିଭିନ୍ନ ମହାବିଦ୍ୟାଳୟରୁ ୧୪ ଜଣ ଏନଏସଏସ ସ୍ବେଚ୍ଛାସେବୀ ଗାଲେରୀ କଲେଜର ଜାତୀୟ ସେବା…

ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ

ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଘଟଣାରେ ଅଡ଼ବା ଥାନା କେସ୍‌ ନଂ-୧୭୧/୨୦୨୬ରେ ମାମଲା ରୁଜୁ କରାଯାଇଛି।…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ ଏହି ମୋବାଇଲ ଟାୱାର ହେବାର ଦଶନ୍ଧି ବିତିଯାଇଥିଲେ ବି ଏହାର ରକ୍ଷଣବେକ୍ଷଣ ଅଭାବରୁ…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର ଗୋଷାଣି ବ୍ଲକରେ ଦେଖିବାକୁ ମିଳିଛି। ତାତିପେଟି ପଞ୍ଚାୟତ ଅନ୍ତର୍ଗତ ଗୋଲାଗାଁର ୯୭ ବର୍ଷୀୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?