ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…
ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା ବେଳେ ଧାମରା ଠାରୁ ୧୧୦ କିମି ଦୂରରେ ରହିଛି। ଏପରିକି ଘଣ୍ଟାକୁ ୧୩ କି.ମି.…
ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍! ଚାପିବାକୁ ଚାଲିଛି ଉଦ୍ୟମ
ବରଗଡ,୨୪।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ ଜିଲା ପଦ୍ମପୁର ଉପଖଣ୍ଡ ସୋହେଲା ଥାନା ଅଞ୍ଚଳରେ ସଂଘଟିତ ଏକ ଲୁଟ ମାମଲାର ଜଣେ ଅଭିଯୁକ୍ତ ପୋଲିସ ହେପାଜତରେ ଥାଇ ଫେରାର୍ ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷରେ ପୋଲିସ ଏହି ଘଟଣାକୁ ଖଣ୍ଡନ କରିଛି।…
ହଠାତ୍ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ ନିଆଁ ଲାଗି ପୋଡି ଯାଇଛି। ଗ୍ରାମବାସୀ ଏହା ଦେଖି ତୁରନ୍ତ ସ୍ଥାନୀୟ ବିଦ୍ୟୁତ୍ ବିଭାଗ…
ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍ୱର୍କ ନ ଆସିଲେ…
ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ବାତ୍ୟା ଦାନା ପାଇଁ ଟେଲିକମ୍ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବାତ୍ୟା ସମୟରେ…
ଦୀର୍ଘ ବର୍ଷ ପରେ ଦୂର ହେଲା ପାନୀୟ ଜଳ ସମସ୍ୟା
କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର ଗୌନ୍ତିଆ ପଡ଼ାରେ ଦୀର୍ଘ ବର୍ଷ ପରେ ପାନୀୟଜଳର ସମସ୍ୟା ସମାଧାନ ହୋଇଛି। ପାନୀୟ ଜଳ ପାଇଁ ଅନେକ ଥର ପଞ୍ଚାୟତ ଓ ପ୍ରଶାସନ ପକ୍ଷରୁ…
ଧାନଫସଲରେ ରୋଗପୋକ, ଚିନ୍ତାରେ ଚାଷୀ
କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ଚଳିତ ବର୍ଷ ବ୍ଲକର ୨୨ ପଞ୍ଚାୟତରେ ଖରିଫ ଧାନ ଚାଷ ପାଖାପାଖି ୧୮ହଜାର ୪୫ ହେକ୍ଟରରେ ହୋଇଥିବା କୃଷି ବିଭାଗ ପକ୍ଷରୁ ସୂଚନା…
ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ
ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ଭୁବନେଶ୍ୱର ରାଜ ଭବନ ଅଫିସ କାର୍ଯ୍ୟାଳୟ ପକ୍ଷରୁ…
ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର
ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର ପୁଣି ଫ୍ଲାଏ ଓଭର ଦବି ଯାଇଛି। ଠିକା ସଂସ୍ଥା ପକ୍ଷରୁ ମରାମତି କରାଯାଉଥିବା ବେଳେ…
ପାଠପଢ଼ା ଛାଡି ମଦ କୋଠିରେ ମାତାଲ ଶିକ୍ଷକ: ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି
କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହାଲ କ୍ଲଷ୍ଟର ଧନସରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ ଦିବ୍ୟଲାଲ ଛତ୍ରିଆ ସ୍କୁଲକୁ ଆସି ପିଲାଙ୍କୁ ପାଠ ପଢ଼ାଇବା ଛାଡି ବିଦ୍ୟାଳୟ ନିକଟରେ ଥିବା…
ବେଦାନ୍ତ ଆଲୁମିନିୟମର ‘ସ୍ବର୍ଣ୍ଣ ପ୍ରାଶନ’ କାର୍ଯ୍ୟକ୍ରମ: ୧୦ଟି ବିଦ୍ୟାଳୟର ୩୭୦୦ରୁ ଅଧିକ ଛାତ୍ରୀଛାତ୍ର ସାମିଲ
ଭବାନୀପାଟଣା/ଲାଞ୍ଜିଗଡ଼, ୨୪।୧୦(ଉତ୍ତମ କୁମାର ଦାଶ/ରମେଶ ନାୟକ)- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଆୟୁଷ ମନ୍ତ୍ରଣାଳୟ ସହଭାଗିଦାରୀରେ ଗତ ମାସ ଠାରୁ ‘ସ୍ବର୍ଣ୍ଣ ପ୍ରାଶନ’ ଟିକାକରଣ ଅଭିଯାନ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା କଳାହାଣ୍ଡି ଜିଲାର ୧୦ଟି ବିଦ୍ୟାଳୟର…
ବିଦ୍ୟୁତ୍ ବିଭାଗ ଏସ୍ଡ଼ିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ
ବରଗଡ଼,୨୪।୧୦(ପ୍ରେମାନନ୍ଦ ଖମାରୀ): ଉଠାଜଳସେଚନ ପ୍ରକଳ୍ପ ଏବଂ ଉପଭୋକ୍ତାଙ୍କ ଘରକୁ ବିଦ୍ୟୁତ୍ ସେବା ବିଚ୍ଛିନ୍ନ ପ୍ରତିବାଦରେ ବରଗଡ଼ ଜିଲା ଭେଡ଼େନରେ ଗୁରୁବାର ଆନ୍ଦୋଳନ ତେଜି ଉଠିଥିଲା। ଭେଡ଼େନ ବ୍ଲକ କୃଷକ ସଙ୍ଗଠନ ନେତୃତ୍ୱରେ ଗୁଦୁରାମୁଣ୍ଡା ଏବଂ କୁତପାଲି ଗ୍ରାମର ଅନେକ ଚାଷୀ ବିଦ୍ୟୁତ୍…
ହିତାଧିକାରୀଙ୍କ ନାଁରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ: ସରପଞ୍ଚ, ଜିଲାପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଲା ଅଭିଯୋଗ
ଜୁନାଗଡ଼,୨୪।୧୦(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ପଞ୍ଚାୟତର କିଛି ହିତାଧିକାରୀଙ୍କ ନାମରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏଥିରେ ପି.ଏମ. କିଶାନ, ସି.ଏମ. କିଶାନ, ଗ୍ୟାସ ସବ୍ସିଡି…

