ଆମ ଜିଲା ଖବର

ଭଉଣୀଙ୍କ ଅଶ୍ଳୀଳ ଭିଡିଓ ଦେଖାଇ ଭାଇଙ୍କୁ ମାଗିଲେ ଟଙ୍କା: ଅଭିଯୁକ୍ତ ଗିରଫ

ଫୁଲନଖରା,୨୧ା୧୦(ସତ୍ୟରଞ୍ଜନ ଦାସମହାପାତ୍ର): ଭଉଣୀଙ୍କ ଅଶ୍ଳୀଳ ଭିଡିଓ ସାମାଜିକ ଗଣମାଧ୍ୟମରେ ଛାଡି ଦେବାକୁ ଧମକ ଦେଇ ଭାଇଙ୍କଠାରୁ ୫ ଲକ୍ଷ ଟଙ୍କା ଦାବି କରିବା ଅଭିଯୋଗରେ କଟକ ସଦର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ…

ବାତ୍ୟା ଛାନିଆ: ଆଳୁ କେଜି ୬୦, ପିଆଜ ୭୦

ଜଟଣୀ,୨୨ା୧୦(ରବୀନ୍ଦ୍ରନାଥ ମହାକୁଡ଼): ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଲୋକ ଆତଙ୍କିତ ହୋଇ ଅଧିକା କିଣାକିଣି କରୁଛନ୍ତି। ଏହାର ଫାଇଦା ଉଠାଇ କେତେଜଣ ଅସାଧୁ ବେପାରୀ ଦର ବଢ଼ାଇ ଦେଇଛନ୍ତି। ଫଳରେ ଜଟଣୀ ବଜାରରେ ଆଳୁ ଏକପ୍ରକାର ଉଭାନ୍‌ ହୋଇଯାଇଛି। ସୋମବାର ସକାଳେ ଜଟଣୀ…

ଆସୁଛି ବାତ୍ୟା, ୨୫ଯାଏ ଚିଲିକାକୁ ଡଙ୍ଗା ମନା

ବାଲୁଗାଁ,୨୨।୧୦(ସଂଗ୍ରାମ ପାଇକରାୟ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଚିଲିକା ତଟବର୍ତ୍ତୀ ଅଞ୍ଚଳବାସୀ ଏବଂ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସୋମବାର ବାଲୁଗଁା ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ…

ବରଗଡ଼ରେ ବ୍ୟାପୁଛି ଝାଡ଼ାବାନ୍ତି, ୫୧ ଅସୁସ୍ଥ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ନିଲେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଧଉଁରାଖନ୍ଦା ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଏଥିରେ ଗ୍ରାମର ୫୧ ଜଣ ଅସୁସ୍ଥ ହୋଇଛନ୍ତି। ଝାଡ଼ାବାନ୍ତିକୁ ନେଇ ଗ୍ରାମରେ ଆତଙ୍କ ଖେଳିଯାଇଛି। ଖବର ପାଇ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ଗ୍ରାମରେ…

ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍‌ ଆର୍‌ସିଏମ୍‌ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଏହାକୁ ନେଇ କଳାହାଣ୍ଡି ହେଲ୍‌ପିଂ ହ୍ୟାଣ୍ଡ…

ଲାଇନ୍‌ଚ୍ୟୁତ ହେଲା ଟ୍ରେନ୍‌: ଟ୍ରେନ ଚଳାଚଳ ବ୍ୟାହତ

କୋରାପୁଟ,୨୧।୧୦(ଅମିତାଭ ବେହେରା): କୋରାପୁଟ-ବିଶାଖାପାଟଣା ଟ୍ରେନ୍‌ ଲାଇନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହୋଇଛି। କୋରାପୁଟ କୋତାବାଲସା ରୁଟ୍‌ ଚିମିଡ଼ିପାଲ୍ଲୀ ଷ୍ଟେଶନ ନିକଟରେ ଟ୍ରେନର ୫ ନମ୍ବର ବଗି ଲାଇନ୍‌ଚ୍ୟୁତ ହୋଇଛି। କୋରାପୁଟ ରେଲୱେ କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଛତିଶଗଡ ବଚେଲିରୁ…

ସମ୍ଭାବ୍ୟ ବାତ୍ୟା ପାଇଁ ଘୁଞ୍ଚିଲା ବୃତ୍ତି ପରୀକ୍ଷା

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ…

ଛୁଟି ପରେ ସ୍କୁଲ ନ ଯାଇ ଗଛମୂଳେ ପଢୁଛନ୍ତି ଛାତ୍ରୀଛାତ୍ର

ଉମରକୋଟ, ୨୧।୧୦(ସନ୍ତୋଷ ଶତପଥୀ): ନବରଙ୍ଗପୁରରେ ଜିଲାଭିତ୍ତିକ ଶିକ୍ଷକ ନିଯୁକ୍ତିକୁ ନେଇ ଅଭିଭାବକଙ୍କ ସମର୍ଥନ ବଢ଼ୁଛି। ପୂର୍ବରୁ ଅବିଭକ୍ତ କୋରାପୁଟ ଜିଲା ବନ୍ଦ, ସ୍କୁଲରେ ନୂତନ ଶିକ୍ଷକଙ୍କ ଯୋଗଦାନକୁ ବିରୋଧ ପରେ ମଧ୍ୟ ସରକାର ଦାବିପ୍ରତି ଦୃଷ୍ଟି ଦେଇ ନ ଥିବାରୁ ଅଭିଭାବକମାନେ…

ମାଡି ଆସୁଛି ବାତ୍ୟା: ଚାଷକୁ ନେଇ ଛାନିଆ ହେଲେଣି ଲୋକେ, କହିଲେ ଆମେ ବଞ୍ଚିବୁ କିପରି

ଭୁବନେଶ୍ୱର,୨୧।୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାନିଆ ହୋଇ ଗଲେଣି ଲୋକେ। ବର୍ଷା, ପବନରେ ଧାନ ଯିବ, ପାନ ବି ଯିବ, ଆମେ ବଞ୍ଚିବୁ କିପରି ବୋଲି ସୋମବାର ଅସ୍ତରଙ୍ଗ ଅଞ୍ଚଳବାସୀ ମତ ପ୍ରକାଶ କରିଛନ୍ତି। ବାତ୍ୟାକୁ ନେଇ ଅଞ୍ଚଳବାସୀ ଭୟ…

୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସାଧାରଣ ଜନତାଙ୍କ ମୌଳିକ ଅଧିକାର ପାଇଁ ୨୬ ଦଫା ଦାବି ନେଇଁ ଗାନ୍ଧୀ ଜୟନ୍ତୀରୁ ଜନ ସଂଗ୍ରାମ ସମିତିର କର୍ମକର୍ତ୍ତା ମାନେ ଗୋଲାମୁଣ୍ଡାରୁ -ଭୁବନେଶ୍ୱର ଅଭିମୁଖେ ପଦଯାତ୍ରା ଆରମ୍ଭ କରିଥିଲେ। ଏହାର ନେତୃତ୍ୱ ନେଇଥିଲେ…

ସି.କେ ନାଇଡ଼ୁ ଟ୍ରଫି: ହର୍ଷଳଙ୍କ ଜବରଦସ୍ତ ବ୍ୟାଟିଂ: ମହାରାଷ୍ଟ୍ର ୩୯୩ ରନରେ ଅଲ୍‌ଆଉଟ୍‌

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ ଏବଂ ବରଗଡ଼ ଜିଲା କ୍ରିକେଟ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡ୍‌ରେ ସି.କେ ନାଇଡ଼ୁ ଏଲିଟ୍‌ ଗ୍ରୁପ(କ) ମ୍ୟାଚ ଚାଲିଛି। ଓଡ଼ିଶା ଏବଂ ମହାରାଷ୍ଟ୍ର ମ୍ଯଯରେ ଚାଲିଥିବା ଏହି ୍ଯଯାଚର ଦ୍ୱିତୀୟ…

ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକି

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟ ଏକ ନୂତନ କୀର୍ତ୍ତିମାନ ହାସଲ କରିବାରେ ସଫଳ ହୋଇଛି। ଚଳିତ ବର୍ଷ ଅଗଷ୍ଟ ୧ ତାରିଖ ‘ସମ୍ବଲପୁରୀ ଦିନ’ ପାଳନ ଅବସରରେ ଅନୁଷ୍ଠାନର ତିନିଶହରୁ ଉଦ୍ଧର୍‌ବ ଛାତ୍ରୀଛାତ୍ରଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?