ଆମ ଜିଲା ଖବର

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡର ଶତ୍ରୁଘ୍ନ କୁମାର ପାଣ୍ଡେ, ଛତିଶଗଡ଼ର ଧର୍ମଦାସ ମାଣିକପୁରୀ ଏବଂ ସ୍ଥାନୀୟ…

ଭଞ୍ଜନଗର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା; ଜଗଦିଶ ସଭାପତି, ଶିଶିର କାର୍ଯ୍ୟକାରୀ ସମ୍ପାଦକ

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କାଳିଞ୍ଜି ସମାଜ ଗୃହରେ ରବିବାର ନୂତନ ପେନସନ ଯୋଜନା (NPS) ଅନ୍ତର୍ଭୁକ୍ତ ପ୍ରାଥମିକ ଶିକ୍ଷକମାନଙ୍କ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷକ ନେତା ଦିଲୀପ କୁମାର ପ୍ରଧାନ, ସିଦ୍ଧାର୍ଥ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ ଦେବତା ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ରବିବାର ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ ପ୍ରତିଷ୍ଠାନର ବିଭିନ୍ନ କାର୍ଯ୍ୟକ୍ରମ ନେଇ ବିସ୍ତୃତ ଆଲୋଚନା ହୋଇଥିଲା। ଚଳିତବର୍ଷ ନଭେମ୍ବର ୨୮…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ ରିଙ୍କି ସେଠଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହକୁ ନେଇ ମଦନିଶାରେ…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ ଧରାଳିମାନେ ଗଭୀର ସମୁଦ୍ରରୁ ବୋଟ୍‌ ଯୋଗେ ଫେରିବା ନେଇ ଆଶଙ୍କା ପ୍ରକାଶ ପାଇଛି।…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା ଅନୁସାରେ, ଶନିବାର ରାତିରେ ଜଙ୍ଗଲ ମଧ୍ୟରେ ଏକ ମାଈ ହାତୀର ଶବ ପଡ଼ିରହିଥିବା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡ଼ାଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମିତି ବୈଠକରେ ଗଞ୍ଜାମ ଏସ୍‌ପି ହରିଶ…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା ନିକଟରେ ଅନ୍ନପୂର୍ଣ୍ଣା ଫାଇନାନ୍ସ କମ୍ପାନୀ କର୍ମଚାରୀ ଋଣ ଟଙ୍କା ଆଦାୟ କରି ଫେରୁଥିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀଗଣ, ଯନ୍ତ୍ରୀ ଏବଂ ସମସ୍ତ ଉପବିଭାଗର ଅଧିକାରୀମାନେ ଉପସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?