ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍ ସଜାଗ
ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର ଜଣାପଡିଛି। ଚିକିତ୍ସା ଚାଲିଥିବାବେଳେ ଜ୍ୱର କମୁଛି ଓ ପୁଣି ହେଉଛି। ତେବେ ଦାୟିତ୍ୱରେ…
ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍ ଗଲେ ଭାସି: ଆଉ ତା’ପରେ…
ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ ଉଦ୍ଧାର ହୋଇଥିବାବେଳେ ଜଣେ ନିଖୋଜ ଅଛନ୍ତି। ସୂଚନା ଥାଉ କି ,କଟକ ଚାଉଳିଆଗଞ୍ଜ…
ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍ କୋଠା, ଭୁଲ୍ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…
ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ ଗୁପ୍ତ ବୈଠକଖାନା ବହନ କରୁଥିଲା। ୧୮୬୬ ନଅଙ୍କ ଦୁର୍ଭିକ୍ଷ ପୂର୍ବରୁ ଏହି ବିଶାଳ…
ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…
ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରି ବିଫଳ ହେବା ପରେ ବରୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର…
ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍ ଲାଗିଲା ନିଆଁ, ଆଉ ତା’ପରେ…
ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଜିତେନ୍ଦ୍ର ସା (୫୭)। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ…
ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍
କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରୁଛନ୍ତି। ଏହି ରାୟଗୁଡ଼ିକୁ ବିଶ୍ଳେଷଣ କରି ରାଜ୍ୟର ଏସ୍ପି ଓ ଥାନାଗୁଡ଼ିକୁ ଅବଗତ…
ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ
କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ ଧନୀ ପର୍ଯ୍ୟନ୍ତ ସମସ୍ତେ ଘରଦ୍ୱାର ସଫାସୁତୁରା କରିବା ସହ ସାଜସଜ୍ଜାରେ ଲାଗିପଡ଼ିଛନ୍ତି। ମାଟିଘରଗୁଡ଼ିକୁ…
‘ଢେମ୍ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ
ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି ରହିଛି। କିନ୍ତୁ କୋରାପୁଟ ଜିଲାର ଆଦିବାସୀ ସମ୍ପ୍ରଦାୟଙ୍କ ପାରମ୍ପରିକ ନୃତ୍ୟ ଅନ୍ୟ ରାଜ୍ୟର…
ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…
ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ ହାତକୁ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ବନିତା ପାଟପୁର ଥାନାରେ ଏତଲା…
ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା
ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର ଭିନ୍ନକ୍ଷମ ପ୍ରମାଣପତ୍ର କରାଇଦେବା ପାଇଁ କେତେକ ଦିବ୍ୟାଙ୍ଗଙ୍କୁ ବାହାରୁ ଆସିଥିବା ଦଲାଲମାନେ ପ୍ରଲୋଭିତ…
ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ
ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଂଚିଥିଲେ। ଗ୍ରାମକୁ ରାସ୍ତା ନଥିବାରୁ କାଦୁଅ ପଚ…
ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି
ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର ନିଦ ଭାଙ୍ଗି ନ ଥିଲା। ଶେଷରେ ବାଧ୍ୟହୋଇ ଗାଁର ମହିଳାମାନେ ଏକାଠି ହୋଇ…

