ଆମ ଜିଲା ଖବର

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ, ଲକ୍ଷେଶ୍ୱରୀ ମାଝୀ, ମହେଶ୍ୱର ପାଲକା, ଅନାଦି ଚରଣ ଶବର। ରାୟଗଡ଼ା ସହର ଅନ୍ତର୍ଗତ ହାତୀପଥର…

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା ୨୦୮ ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ଏହା ପୂର୍ବରୁ ସେ କୋକସରା ବ୍ଲକ…

ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ…

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼ ମାରିବା ସହ ତଣ୍ଟିଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଦୀନବନ୍ଧୁଙ୍କ ସ୍ତ୍ରୀ…

ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର ଭବାନୀପାଟଣା ସହର ସ୍ଥିତ ପ୍ରଗତି ଶିକ୍ଷାନୁଷ୍ଠାନ ପରିସରରେ ପଥ ମହୋତ୍ସବ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ…

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୮ରୁ ୧୨ ବର୍ଷ ମଧ୍ୟରେ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ସୁବର୍ଣ୍ଣରେଖା କେନାଲ…

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା…

ଦୀଘା-ତାଳସାରୀରେ ୧୦ ଫୁଟ ଉଚ୍ଚ ଜୁଆର: କୂଳବାସୀ ଭୟଭୀତ

ଭୋଗରାଇ,୧୯।୧୦( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସାମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଆଶଙ୍କାରେ। ଏଭଳି ସ୍ଥିତିରେ ପୂର୍ଣ୍ଣିମା ସାଙ୍ଗକୁ ଲଘୁଚାପ ଘୁର୍ଣ୍ଣିବଳୟ ସମୁଦ୍ରକୁ ଅଶାନ୍ତ କରିଦେଇଛି। ଶନିବାର ଦୀଘା ଉପକୂଳରେ ୧୦ ଫୁଟ ଉଚ୍ଚର ଜୁଆର ଦେଖାଦେଇଛି।…

ଓଡ଼ିଶାରେ ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ: ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଯାଇଛି ଇଣ୍ଡିଆ କେମ୍‌ ୨୦୨୪। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ନିବେଶକମାନଙ୍କୁ ଆମନ୍ତ୍ରଣ କରିବା ସହ ବିକଶିତ ଓଡ଼ିଶା ଲକ୍ଷ୍ୟରେ…

ଜାଲ ସାର୍ଟିଫିକେଟରେ ଚାଲିଥିଲା ନର୍ସିଂହୋମ: ସିଲ୍‌ କଲା ପ୍ରଶାସନ

କେନ୍ଦ୍ରାପଡ଼ା,୧୯।୧୦: କେନ୍ଦ୍ରାପଡ଼ା ପୁରୁଣା ମେଡିକାଲ ରୋଡ୍‌ରେ ଥିବା ଏକ ନର୍ସିଂହୋମ ଉପରେ ଶନିବାର ବଡ଼ ଧରଣର ଚଢାଉ ହୋଇଛି। ବେଆଇନ ଭାବେ ଚାଲିଥିବା ସମ୍ପୃକ୍ତ ନର୍ସିଂହୋମକୁ ପ୍ରଶାସନ ପକ୍ଷରୁ ସିଲ୍‌ କରି ଦିଆଯାଇଛି। ଜାଲ ଫାୟାର ସ୍ଟେି ସାର୍ଟିଫିକେଟରେ ନର୍ସିଂହୋମଟି ଚାଲୁଥିବା…

ମହିଳାଙ୍କ ଟଙ୍କା ହଡ଼ପ କରି ଆଶାକର୍ମୀ ମା’-ଝିଅ ଫେରାର, ଥାନା ଆଗରେ…

ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର): ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର ଋଣ ନେଇ ଚମ୍ପଟ ମାରିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା…

ପରିବାର ମଙ୍ଗଳ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସର୍ଭେ: ଲୁକ୍କାୟିତ-କ୍ରୋନିକ୍‌ ରୋଗୀ ହେବେ ଚିହ୍ନଟ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍‌, ଏଚ୍‌ଆଇଭି ହେଉ କି କ୍ୟାନ୍ସର ଭଳି ଭୟଙ୍କର ରୋଗର ଚି଼ହ୍ନଟ ପାଇଁ ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର ମଙ୍ଗଳ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?