ଆମ ଜିଲା ଖବର

ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…

ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ): ପୁଣି ବିଜେଡିକୁ ଝଟ୍‌କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ…

ବାଣ ଭିଡୁଥିବା ବେଳେ ହଠାତ୍‌ ହେଲା ବିସ୍ଫୋରଣ: ଉଡ଼ିଲା  ଘରର ଟିଣ ଚାଳ, ୪ ଗୁରୁତର       

ଖଲ୍ଲିକୋଟ, ୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମରେ ଶନିବାର ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୪ ନାବାଳକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାବାଳକ ପ୍ରସାଦ ଗୌଡ଼ , ବାଦଲ ଗୌଡ଼…

ବାତ୍ୟା ଆଶ୍ରୟସ୍ଥଳରେ ଯୁବକଙ୍କ ହତ୍ୟା ଘଟଣା: ଜଣାପଡିଲା ବଡ଼ କାରଣ…

ରାଜନଗର,୧୯।୧୦(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ବାତ୍ୟା ଆଶ୍ରୟସ୍ଥଳରେ ରଶ୍ମିରଂଜନ ପରିଡାଙ୍କ ହତ୍ୟା ଘଟଣାର ତଦନ୍ତକୁ ପୋଲିସ ଜୋରଦାର କରିଛି। ଘଟଣା ସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ ଟିମ ତଦନ୍ତ କରୁଛି। ଶବର କେଳାଙ୍କ ସହ ପୁରୁଣା ଶତ୍ରୁତାକୁ…

ପରିବାର ଉଜାଡିଦେଲା ସାପ: ଚାଲିଗଲା ବାପ-ଝିଅଙ୍କ ଜୀବନ

ହରଭଙ୍ଗା,୧୯।୧୦(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜ଼ିଲା ହରଭଙ୍ଗା ବ୍ଲକର ଚାରିଛକ ବଜ଼ାର ନିକଟ ଠିଡିକଜୋର ଠାରେ ସାପ କାମୁଡାରେ ଜଣେ ଶିକ୍ଷକ ଏବଂ ତାଙ୍କ ଝିଅଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନା ମୁତାବକ, କନ୍ଧମାଳ ଜ଼ିଲା ଗୁମାଗଡର ସୁଶାନ୍ତ କଂହର (୪୬)…

ବିଜେଡିକୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଟାର୍ଗେଟ, କହିଲେ…

ସିଂହପୁର,୧୯।୧୦(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ସିଂହପୁରସ୍ଥିତ କାଳୀପଡ଼ିଆଠାରେ ଶୁକ୍ରବାର ଅପରାହ୍ନରେ ବିଞ୍ଝାରପୁର ଭାଜପା ପକ୍ଷରୁ ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ…

ଆତଙ୍କ ଖେଳାଛନ୍ତି ୨୯ଟିକିଆ ହାତୀପଲ: ଭାଙ୍ଗିଲେ ଘର ଖାଇଲେ ଧାନ, ଚାଉଳ

ପାଟଣା,୧୯।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଏକ ୨୯ ଟିକିଆ ବଣୁଆ ହାତୀପଲ ଅଞ୍ଚଳରେ ଆତଙ୍କ ଖେଳାଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀପଲ ପଶି ଗ୍ରାମରେ ୨ ଜଣଙ୍କ ଘରଭାଙ୍ଗି ଦେଇଛନ୍ତି। ଘରୁ ଧାନ ଓ ଚାଉଳ ଖାଇ ନଷ୍ଟ…

ଲକ୍ଷ୍ମୀ ମେଢ ଭସାଣିକୁ କେନ୍ଦ୍ର କରି ସୀମାନ୍ତରେ ଉତ୍ତେଜନା ରାସ୍ତା ଅବରୋଧ କଲେ ପଶ୍ଚିମବଙ୍ଗ ଲୋକେ

ଭୋଗରାଇ, ୧୯ା୧୦( ପ୍ରଦୀପ ଦାସ): ଲକ୍ଷ୍ମୀପୂଜା ମେଢ଼ ଭସାଣିକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତରେ ଉତ୍ତେଜନା ଦେଖାଦେଇଛି। ତାଳସାରୀ ମେରାଇନ ଥାନା ପୋଲିସ ଓ ପଶ୍ଚିମବଙ୍ଗ ଦୀଘା ଥାନା ଅଧୀନ ଅଞ୍ଚଳବାସୀ ମୁହାଁମୁହିଁ ହେବାରୁ ଏଭଳି ଉତ୍ତେଜନା…

କୋଟିଆ ପଞ୍ଚାୟତର ନୂଆ ଭୋଟକେନ୍ଦ୍ର ଉପରେ ମୋହର ମାରିଲେ କେନ୍ଦ୍ର ନିର୍ବାଚନ ଅଧିକାରୀ: ଗ୍ରାମରେ ଖେଳିଗଲା ଖୁସି

ପଟ୍ଟାଙ୍ଗି,୧୯।୧୦(ଶରତ ଧଳ): ଓଡ଼ିଶାର ଭୋଟରଙ୍କ ଦୁର୍ବଳତାର ଫାଇଦା ଉଠାଇ ପଡୋଶୀ ଆନ୍ଧ୍ର ରାଜ୍ୟ ନିଜ ସପକ୍ଷରେ ପଞ୍ଚାୟତ ଓ ବିଧାନସଭା ଦୁଇଟି ନିର୍ବାଚନରେ ଫାଇଦା ଉଠାଇ ଚାଲିଥିଲା । ଏହିପରି ସ୍ଥିତିରେ ଓଡ଼ିଶାର ଜିଲା ପ୍ରଶାସନ ଏବଂ ବ୍ଲକ ପ୍ରଶାସନ ପାଇଁ…

ପରପାରିରେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ

କେନ୍ଦ୍ରାପଡ଼ା,୧୯।୧୦:କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ଶନିବାର ଦେହାନ୍ତ ହୋଇଛି। ୬୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଅସୁସ୍ଥତା ହେତୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଥିବା ତାଙ୍କ ପୁଅ…

ଧରିତ୍ରୀ ପ୍ରଭାବ: ଚୋରା ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସର ରେଡ

ଦାରିଙ୍ଗବାଡି, ୧୯।୧୦ (ଅରୁଣ ସାହୁ )-ସିମନବାଡି ଅଞ୍ଚଳରେ ଚୋରାଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସ ଆକ୍ସନ ମୋଡ଼ରେ ରହିଛି। ଶନିବାର ଦାରିଙ୍ଗବାଡି ଆଇଆଇସି ରମେଶ କୁମାର ପ୍ରଧାନ, ସବଇନ୍ସପେକ୍ଟର ଜୟନ୍ତ କୁମାର ସେଠି ସଦଳବଳ…

ବାପ-ପୁଅଙ୍କୁ ଏସିଡ୍‌ ମାଡ: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ତୁମୁଡିବନ୍ଧ(ଦୀପକ କୁମା ପରାସେଠ): ବାପା ପୁଅଙ୍କୁ ଘରେ ଶୋଇଥିବା ସମୟରେ ଏସିଡ ମାଡ଼। ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ଘରେ ପଶି ଏସିଡ ଫିଙ୍ଗି ପଳେଇ ଯାଇଥିବା ଅଭିଯୋଗ l ଏସିଡ ମାଡ଼ ବାପା-ପୁଅ ଗୁରୁତର। ଗୁରୁତର ଅବସ୍ଥାରେ…

ରେଳ କର୍ମଚାରୀଙ୍କ ଘରେ ପଶିଲେ ଲୁଟେରା: ହାତଗୋଡ଼ ବାନ୍ଧି ସବୁ ଲୁଟିନେଲେ

ରାଉରକେଲା,୧୯।୧୦(ସଂଗୀତା ଜେନା): ରାଉରକେଲା ବନ୍ଧମୁଣ୍ଡାରେ ବଡ଼ ଧରଣର ଡକାୟତି ହୋଇଛି। ଫିଲ୍ମ ଷ୍ଟାଇଲରେ ଏହି ଡକାୟତି ହୋଇଥିବା ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ ପରିବାରର ସମସ୍ତଙ୍କ ହାତ, ଗୋଡ଼ ବାନ୍ଧି ମୁହଁରେ କପଡା ବାନ୍ଧି ଡକାୟତମାନେ ଲୁଟ୍‌ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?