ଆମ ଜିଲା ଖବର

ନିଖୋଜ ନାବାଳକଙ୍କ ମିଳିଲା ମୃତଦେହ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ପାଟଣାଗଡ଼,୧୮।୧୦: ବଲାଙ୍ଗୀର ଜିଲା ଲାଠୋର ଥାନା ଝଲିଆଲିଟି ପାହାଡ଼ ଉପରୁ ଶୁକ୍ରବାର ଜଣେ ନାବାଳକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ ପରିବାର ଲୋକେ ପୁଅଙ୍କୁ ହତ୍ୟା କରି ପାହାଡ଼ ଉପରେ…

କଂସ ଅଭିନେତାଙ୍କ ଅଡୁଆ ବଢ଼ିଲା, ମହାପ୍ରୟାଣ ଗାଡ଼ି ବାବଦ ଟଙ୍କା ନେବା ପଡ଼ିଲା ମହଙ୍ଗା

ବରଗଡ଼,୧୮।୧୦(ପ୍ରେମାନନ୍ଦ ଖମାରୀ): ମହାପ୍ରୟାଣ ଗାଡ଼ିରେ ମୃତଦେହ ପରିବହନ ବାବଦକୁ ମୃତକଙ୍କ ସମ୍ପକୀୟଙ୍କଠାରୁ ଟଙ୍କା ନେବା ଘଟଣା ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟରତ ଡ୍ରାଇଭର ତଥା ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ଅଭିନେତା ହୃଷୀକେଶ ଭୋଇଙ୍କୁ ମହଙ୍ଗା ପଡ଼ିଛି। ଏ ନେଇ…

ବାଥ୍‌ରୁମ୍‌ରୁ ମିଳିଲା ଯୁବତୀଙ୍କ ମୃତଦେହ: ବଢୁଛି ସନ୍ଦେହ

ବାଲିଗୁଡା,୧୮।୧୦(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ପଣସପଡ଼ିଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବାଥ୍‌ରୁମ୍‌ରୁ ଯୁବତୀଙ୍କ ମୃତଶରୀର ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ପଣସପଡ଼ିଠାରେ ଏକ ଭଡା ଘରେ ଈପସିତା ପଟ୍ଟନାୟକ (୨୪) ନିଜ ପରିବାର ସହିତ…

ଟ୍ରେନ୍‌ରେ ଚଢ଼ିବା ସମୟରେ ଅଘଟଣ: ମା’ ସହ ଖସିପଡ଼ିଲେ ୪ ବର୍ଷର ଶିଶୁକନ୍ୟା

ରାୟଗଡ଼ା,୧୮ା୧୦(ଆଶିଷ ରଞ୍ଜନ ପଣ୍ଡା): ଚଳନ୍ତା ଟ୍ରେନ୍‌ରେ ଚଢ଼ିବା ବେଳେ ଅଘଟଣ ଘଟିଛି। କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଛନ୍ତି। ଉଭୟଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଜିଲା ସିଙ୍ଗାପୁରୁ ରୋଡ୍‌ ରେଳ ଷ୍ଟେଶନରେ…

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ ଅଞ୍ଚଳ ବୋଲି ସୂଚନା ମିଳିଛି। ପଞ୍ଜୀକରଣ ହୋଇପାରି ନ ଥିବାରୁ କାଲିଠୁ ବାହାରେ ବସିଥିଲେ…

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି। ଉକ୍ତ ଅଞ୍ଚଳର ଜଣେ ଯୁବକ ଏହି ଚୋରାମଦ କାରବାର ରୋକିବାକୁ ଉଭୟ ପୋଲିସ ଓ…

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଟାଉନ ଥାନା ରାମ୍ବାଗ ଗାଁରେ। ସୂଚନାନୁସାରେ, ଗ୍ରାମବାସୀ…

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ ବୋଲି ପରିକଳ୍ପନା କରାଯାଇଛି। ଏଥିରେ ଜିଲାର ବ୍ୟାସନଗର ପୌରାଞ୍ଚଳ ସମେତ ସୁକିନ୍ଦା,…

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଜିଲାର ବିଭିନ୍ନ ଉନ୍ନୟନ କାମକୁ ନେଇ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ…

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ କରାଯାଇଥିବା ସୂଚନା ମିଳିଛି। ଅଳ୍ପ ଦୂରତା ବିଶିଷ୍ଟ ଯାତ୍ରୀବାହୀ ଟ୍ରେନ ବାତିଲ…

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼ ମିଳିବା ପରେ ଏକ ଡବଲ ମର୍ଡର ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର…

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୟୁନିଟ-୫ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଞ୍ଜୀକୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?