ଆମ ଜିଲା ଖବର

ଗୁଆଘିଅରେ ମହାପ୍ରସାଦ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମହାସୁଆର ସେବାୟତ ନିଯୋଗ

ପୁରୀ,୧୭ା୧୦: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ସୁଆର ମହାସୁଆର ସେବାୟତ ନିଯୋଗ। ଓମ୍‌ଫେଡ୍‌ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେବା ପାଇଁ ଦାବି କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମୃତମଣୋହୀ…

କେୱାଇସି ଆଳରେ ଦାଦନ ଶ୍ରମିକଠାରୁ ୧ ହଜାର, ଯୋଗାଣ ବିଭାଗ ନିରବଦ୍ରଷ୍ଟା

ମହାକାଳପଡ଼ା୧୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଅନେକ ଶ୍ରମିକ ଦାଦନ ଖଟିବାକୁ ରାଜ୍ୟ ବାହାରେ ରହିଛନ୍ତି, ବିଶେଷ କରି ହାଇଦ୍ରାବାଦ , ଚେନ୍ନାଇ , ଗୁଜରାଟ , ଜାମ୍ମୁ କାଶ୍ମୀର , ବାଙ୍ଗାଲୋର , କେରଳ , ମୁମ୍ବାଇ , ଦିଲ୍ଲୀ…

ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍‌ ଧରି କହୁଛନ୍ତି ଯେ, ଜେଲ୍‌ ପଛେ ଯିବୁ ଯୋଗଦାନ କରେଇ ଦେବୁ ନାହିଁ ବୋଲି…

ମାଲବାହୀ ଗାଡ଼ି ଧକ୍କାରେ ଶନି ମନ୍ଦିର ଚୁରମାର୍

ବଲାଙ୍ଗୀର,୧୭ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଲୋକନାଥ ମନ୍ଦିର ସମ୍ମୁଖ ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଶ୍ରୀ ଶନିଦେବ ମନ୍ଦିର ଏକ କମ୍ପାନୀ ମାଲବାହୀ ଗାଡି ଧକ୍କାରେ ଚୁରମାର ହୋଇଯାଇଛି। ଗୁରୁବାର ଭୋର ସକାଳୁ ଏହି ଅଘଟଣ ଘଟିଛି।…

ତୁଡୁକିବାଡ଼ିରେ ଧୂମ୍‌ଧାମରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗଜଲକ୍ଷ୍ମୀ ପୂଜା ପାଇଁ ଉତ୍ସବମୁଖର ହୋଇଛି। ଦାରିଙ୍ଗବାଡ଼ି ଚାରିଛକ ଓ ତୁଡୁକିବାଠାରେ ଅସ୍ଥାୟୀ ମଣ୍ଡପକୁ ସୁସଜ୍ଜିତ କରାଯିବା ସହ ବରଣମାଳା ଓ ରଙ୍ଗବେରଙ୍ଗ ଆଲୁଅରେ ଝଲସି ଉଠୁଛି ମଣ୍ଡପ। ବୁଧବାର ଏହି ପୂଜାର ଆରମ୍ଭ…

ପୁରୀରେ ଆନ୍ଦୋଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…

ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ ଗୁରୁବାରଠାରୁ ହବିଷ୍ୟାଳୀମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିବା ସହ ହବିଷ୍ୟାନ୍ନ ଗ୍ରହଣ କରିବେ। ତେବେ…

ବିରୋଧୀ ଦଳରେ ଯେଉଁ ମଜା ଶାସକ ଦଳରେ ନାହିଁ

ଜଗତ୍‌ସିଂହପୁର, ୧୭ା୧୦(ପ୍ରମୋଦ କୁମାର ନାୟକ): ବିରୋଧୀ ଦଳରେ ରହିଲେ ଯେଉଁ ମଜା ଅଛି, ତାହା ଶାସକ ଦଳରେ ନାହିଁ। ଦୀର୍ଘ ୧୦ ବର୍ଷ ଭିତରେ ମୁଁ ନେଇଛି ସେ ମଜା। ଆପଣମାନେ କେବେ ଫିଲ୍‌ କରନ୍ତୁ ନାହିଁ କି, ଆମ ସରକାରଟା…

୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ

ପୁରୀ,୧୭ା୧୦( ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି ଦ୍ୱାର ଅର୍ଥାତ୍‌ ସିଂହଦ୍ୱାର ଓ ପଶ୍ଚିମଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ। ସେହିଭଳି ସିଂହଦ୍ୱାର…

ବିଳମ୍ବରେ ପହଞ୍ଚତ୍ବାରୁ ପୋଲିସକୁ ମାଡ଼

ସୋନପୁର/ବିନିକା,୧୭।୧୦(ମୃତ୍ୟୁଞ୍ଜୟ ଶତପଥୀ/ ରାମଗୋପାଳ ବାଘ): ଚୋରି ଅଭିଯୋଗରେ ୩ ନାବାଳକଙ୍କୁ ଗ୍ରାମବାସୀ ମଙ୍ଗଳବାର ରାତି ସାରା କ୍ଲବ୍‌ ଘରେ ରଖିଲେ। ସୂଚନା ପାଇ ବୁଧବାର ପୋଲିସ ଅଭିଯୁକ୍ତମାନଙ୍କୁ ନିଜ ହେପାଜତକୁ ଆଣିବା ସମୟରେ ତୁମୁଳକାଣ୍ଡ ଘଟିଛି। ବିଳମ୍ବରେ ପୋଲିସ ପହଞ୍ଚତ୍ବାରୁ ଉତ୍ତ୍ୟକ୍ତ…

୧ କୋଟି ପୁରସ୍କାର ଘୋଷିତ ମାଓବାଦୀ ଗିରଫ

ମାଲକାନଗିରି,୧୬ା୧୦(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନା ପୋଲିସ ଦ୍ୱାରା ୧ କୋଟି ଟଙ୍କା ପୁରସ୍କାର ଘୋଷିତ ମହିଳା ମାଓବାଦୀ ବୁଧବାର ଗିରଫ ହୋଇଛନ୍ତି। ସେ ହେଲେ କଳ୍ପନା ଓରଫ ସୁଜାତା। ହାଇଦ୍ରାବାଦର ମେହବୁବନଗରରେ ଲୁଚି ରହିଥିବା ନେଇ ତେଲଙ୍ଗାନା ପୋଲିସକୁ ବିଶେଷ ସୂତ୍ରରୁ ଖବର…

ବ୍ୟବଚ୍ଛେଦ ପରେ ବାଘର ମୃତଦେହକୁ ପୋଡ଼ିଦେଲେ ବନ କର୍ମଚାରୀ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ସମ୍ବରଧରା-ଲଖନପୁର ରାସ୍ତାରେ ମଙ୍ଗଳବାର ଉଦ୍ଧାର ହୋଇଥିବା ମୃତ ବାଘର ବୁଧବାର ଶବ ବ୍ୟବଚ୍ଛେଦ ହୋଇଛି। ଭଟଲି ବ୍ଲକ ପଶୁଧନ ଚିକିତ୍ସାଳୟର ଡା. ଜିତେନ୍ଦ୍ର ମୋହନ ପଣ୍ଡା ଏବଂ ଅନ୍ୟ କର୍ମଚାରୀମାନେ ମୃତ…

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ କୁମ୍ଭୀର ଟାଣିଟାଣି ନେଇଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?