୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ
ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ ମିଥ୍ୟା ଅଭିଯୋଗରେ ପୋଲିସର ଗିରଫଦାରୀ ପ୍ରତିବାଦରେ ଗ୍ରାମବାସୀ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି।…
ପୋଲିସ ଗାଡି ଧକ୍କାରେ ଗଲା ଜୀବନ
ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା ଜଣେ ଆରୋହୀଙ୍କୁ ପୋଲିସ ଗାଡି ଧକ୍କା ଦେଇଥିଲା। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା…
ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ
ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଗୋରୁ ମାଫିଆମାନେ…
ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ
ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ସିପୁ ଜଙ୍ଗଲରେ ଲୁଚିଥିବା ଖବରପାଇ ଅପରେଶନ ଆରମ୍ଭ ହୋଇଥିଲା। ପରେ ତାଙ୍କୁ ଏନକାଉଣ୍ଟର…
କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ
ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସେହିପରି ଦୀର୍ଘ ଦିନ ପରେ ପୁଣି ପାଗରେ ପରିବର୍ତ୍ତନ ଆସିଛି ଦକ୍ଷିଣ ପବନ…
ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ
ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ ଶନିବାର କୋର୍ଟଚାଲାଣ କରିଛି । ଗିରଫ ଯୁବକ ଅନୁଗୁଳ ଜିଲା ଠାକୁରଗଡ ଥାନା…
ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…
ଜଗତ୍ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା ଥାନା ଅନ୍ତର୍ଗତ ଡିମିଣି ହବଳେଶ୍ୱର ଗ୍ରାମର ରଶ୍ମି ରଞ୍ଜନ ମହାନ୍ତି। ଏ ସମ୍ପର୍କରେ…
ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ
ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି। ବିଭିନ୍ନ ଗ୍ରାମରେ ଗରିବ ଶ୍ରେଣୀର ପରିବାର ମେଡିକାଲ ଯିବା ପାଇଁ ବହୁ ଅସୁବିଧା…
ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର
ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀଙ୍କ ଶନିବାର ସକାଳେ ମୃତ୍ୟୁ…
ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍ରେ…
ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି ବଢିବାରେ ଲାଗିଛି। ଚଳିତ ବର୍ଷ ବାରମ୍ବାର ବିଦେଶୀ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଥିବା…
ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ
ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ହୋଇଛି। ସେ ଅନୁଗୋଳ ଜିଲାରେ ପୋଲିସ ASI ଭାବେ ତାଲିମ ନେଉଥିଲେ। ତେବେ…
ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ
ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ ପଦବୀ ଖାଲି ରହିଥିବା କାରଣରୁ ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲୀପ ଶନିବାର…
Archives


