ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ
କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ ତଳର ଶ୍ରୀଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତି ପୂଜା ପାଉଛନ୍ତି। ୩ ଚକାସନରେ ଉପବିଷ୍ଟ…
ସୋନମ ୱାଙ୍ଗଚୁକଙ୍କୁ ଚାରିଆଡ଼ୁ ସମର୍ଥନ: ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ…
କେନ୍ଦୁଝର,୨୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ):ଦେଶର ଶିକ୍ଷା ବ୍ୟବସ୍ଥାକୁ ବଞ୍ଚାଇବା ଏବଂ ଯୁବପିଢ଼ିର ଭବିଷ୍ୟତକୁ ସୁରକ୍ଷିତ କରିବା ଦାବିରେ ସଂଘର୍ଷ କରୁଥିବା ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଆଜି କେନ୍ଦୁଝରରେ ଆମ ଆଦମୀ ପାର୍ଟି ପକ୍ଷରୁ ଏକ ଶାନ୍ତିପୂର୍ଣ୍ଣ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ଏହି…
ଧମକ ଚମକ ଦେଇ କାମରୁ ବାହାର କରି ଦେବାରୁ ଏସ୍ପିଙ୍କ ଦାରସ୍ଥ ହେଲେ ଆର୍ଯ୍ୟପଲ୍ଲୀ ମହିଳା
ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ୫୦ ବର୍ଷ ପୂର୍ବରୁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଥିବା ଭାଲିଆ ତୋଟାରେ ଜଗୁଆଳି କାମ କରି ଆସୁଥିବା କିଛି ମହିଳାଙ୍କୁ ଧମକାଇ ସେଠାରୁ ବାହାର କରିଦେବା ଅଭିଯୋଗ…
ସ୍ଥାନୀୟ ଯୁବତୀଯୁବକଙ୍କୁ ମିଳୁ ସ୍ଥାୟୀ ନିଯୁକ୍ତି: ଦାବି କଲା କଂଗ୍ରେସ, ପୂରଣ ନ ହେଲେ ଆଗାମୀ ଦିନରେ…
ଛତ୍ରପୁର,୨୦।୭( ଦିଲ୍ଲୀପ ସାମଲ/ ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ଉପକଣ୍ଠରେ ଥିବା ଆଇ. ଆର୍. ଇ. ଏଲ. ଓ ଗୋପାଳପୁର ବନ୍ଦର ଭଳି ପ୍ରତିଷ୍ଠିତ ଶିଳ୍ପରେ ସ୍ଥାନୀୟ ଯୁବତୀଯୁବକଙ୍କୁ ସ୍ଥାୟୀ ନିଯକ୍ତି ଏବଂ ଆର୍ଯ୍ୟପଲ୍ଲୀ ବେଳାଭୂମିରେ ଚାରାରୋପଣ ନିମନ୍ତେ ଛତ୍ରପୁର ପୌରପରିଷଦ କଂଗ୍ରେସ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାହିଁ ନାଁ: ଗର୍ଜିଲେ ମହିଳା
କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମ ପଞ୍ଚାୟତ ଅଧିନସ୍ଥ କାଦୋପଡାର ୧୩ ମହିଳା ଜିଲାପାଳଙ୍କ ଜନଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନାଁ ନ ଥିବାରୁ ସୋମବାର କେସିଙ୍ଗା ପଞ୍ଚାୟତ ସମିତିରେ ଅନୁଷ୍ଠିତ ଏହି ଶିବିରରେ ଅଭିଯୋଗ…
କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….
ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଜଣେ କାଠ ମିସ୍ତ୍ରୀଙ୍କ ମୃତ୍ୟୁ…
ସାର ସଙ୍କଟ ଦୂର ପାଇଁ ସରକାର ନେଲେ ବଡ଼ ପଦକ୍ଷେପ, ଏଣିକି ୟୁରିଆ…
ଭୁବନେଶ୍ୱର,୨୦।୭: ରାଜ୍ୟରେ ସାର ସଂକଟ ଦୂର କରବା ପାଇଁ ରାଜ୍ୟ ସରକାର ସୋମବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସଚିବ DAP ଏବଂ ୟୁରିଆ ସାରର ବିକଳ୍ପକୁ ପ୍ରୋତ୍ସାହନ କରିବା ପାଇଁ ସମସ୍ତ ଜିଲାପାଳଙ୍କୁ…
ବନ୍ଧୁକ ଦେଖାଇ ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କୁ ଧମକ ଦେଲେ ଦୁର୍ବୃତ୍ତ, କହିଲେ ଜୀବନରୁ…
ବଲାଙ୍ଗୀର,୨୦ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବନମାଳ ଗାଁରେ ମୁଖ୍ୟମନ୍ତ୍ରୀ ବସ୍ କର୍ମଚାରୀଙ୍କୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଗାଁ ଭିତରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ବନ୍ଧୁକ ଦେଖାଇ ବସ କର୍ମଚାରୀଙ୍କୁ ଧମକ ଦେଇଥିଲେ ।…
ପୁରୀ ରଥଯାତ୍ରାରେ ଯୋଗ ଦେଇ ଫେରିଲେ ୧୬ ଏନ୍ଏସ୍ଏସ୍ ସ୍ବେଚ୍ଛାସେବୀ
ଭଞ୍ଜନଗର,୨୦ା୭(ବାବୁଲା ପ୍ରଧାନ): ପୁରୀ ରଥଯାତ୍ରାରେ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରୁ ୧୧୦ ଜଣ ସ୍ବେଚ୍ଛାସେବୀ ଯୋଗଦେଇ ସଫେଇ ସମେତ ବିଭିନ୍ନ କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ସେଥିମଧ୍ୟରୁ ବ୍ରହ୍ମପୁର ବିଶବିଦ୍ୟାଳୟରୁ ୧୬ ଜଣ ସ୍ବେଚ୍ଛାସେବୀ ଏବଂ ଜଣେ କାର୍ଯ୍ୟକ୍ରମ ଅଧିକାରିଣୀ ଯୋଗ…
ପ୍ରଥମ ପ୍ରଚେଷ୍ଟାରେ NEETରେ ଚମକିଲେ ମୁକ୍ତେଶ୍ୱର, ୬୪୨ ନମ୍ବର ରଖି…
ଅମରପାଲି,୨୦ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା (ସୌରନଗର) ଗ୍ରାମର ମେଧାବୀ ଛାତ୍ର ମୁକ୍ତେଶ୍ୱର ନନ୍ଦ ଚଳିତ ବର୍ଷର ଏନ୍ଇଇଟି (NEET-UG) ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ ୭୨୦ ନମ୍ବରରୁ ୬୪୨…
ରାଜଧାନୀରେ ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ଭୁବନେଶ୍ୱର, ୨୦।୭: ରାଜଧାନୀ ଭୁବନେଶ୍ୱରରେ ସୋମବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ସର୍ବସାଧାରଣଙ୍କ ସମ୍ମୁଖରେ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁର ଅଞ୍ଚଳରେ ଘଟିଥିବା ଏହି ଆକ୍ରମଣରେ ଯୁବକ ଗୁରୁତର ଆହତ ହୋଇଥିବା…
ଡାକ୍ତରଙ୍କୁ ଆକ୍ରମଣ ଘଟଣା: ପ୍ରତିକ୍ରିୟା ରଖି ଡାକ୍ତର କହିଲେ ଅଭିଯୁକ୍ତଙ୍କୁ…
ବରଗଡ଼,୨୦ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ବିଳମ୍ବିତ ରାତିରେ କର୍ତ୍ତବ୍ୟରତ ବା. ସୁଦୀପ୍ତ କୁମାର ରାଉତଙ୍କୁ ଆକ୍ରମଣ ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ତଦନ୍ତ କରୁଥିବା ସୂଚନା ମିଳିଛି।…

