ଆମ ଜିଲା ଖବର

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ ଅନୁମୋଦନ ପାଇଁ ପଠାଯାଇଥିବା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ସମଙ୍ଗ, ମାଳତୀପାଟପୁର, ମଙ୍ଗଳଘାଟ…

ଗାଁରେ ଚାଲୁଥିଲା ଯାତ୍ରା: ହଠାତ୍‌ ୨ ଯୁବକଙ୍କୁ ବାନ୍ଧି ନିର୍ଧୁମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର,୧୬।୧୦: ଚୋରି କରି ନିର୍ଧୁମ ଛେଚା ଖାଇଲେ ୨ ଯୁବକ। ବିଦ୍ୟୁତ ଖୁଣ୍ଟରେ ବାନ୍ଧି ବାଡେଇଲେ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନାଇଁଦୋଳି ଗାଁରେ। ମଙ୍ଗଳବାର ରାତିରେ ଦୁର୍ଗା ପୂଜା ଉପଲକ୍ଷେ ଯାତ୍ରା ପରିବେଷଣ ହେଉଥିଲା…

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି, ଏମପି ପ୍ରାର୍ଥୀ ରଂଜିତା ବିଭୀଷଣ ସାଜି ଦଳୀୟ ପ୍ରାର୍ଥୀଙ୍କୁ ହରାଇଛନ୍ତି। ସେ ଆହୁରି କହିଛନ୍ତି,…

୫ବର୍ଷର ଝିଅ ପେଟରେ ଛୁରି ଭୁସି ମାରିଦେଲେ ବାପା

ଚିତ୍ରକୋଣ୍ଡା,୧୬।୧୦: ବାପା କଲେ ଏମିତି, ସାବତ ମା’ଙ୍କ କଥାରେ ପଡ଼ି ନିଜର ୫ବର୍ଷର ଝିଅକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତର ଆରଏସ୍‌ସି -୧୪ଗ୍ରାମରେ। ମୃତ…

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ । ତାଙ୍କ ଜନ୍ମଦିନ ବିଜେଡି ମହାସମାରୋହରେ ପାଳନ କରୁଛି । ଏ ନେଇ ଛତ୍ରପୁର ନିର୍ବାଚନ…

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ ନନ୍ଦନ କାନନ ଆଣୁଛି ବନ ବିଭାଗ । ବିଳମ୍ବିତ ରାତିରେ ହାତୀକୁ ଟ୍ରାଙ୍କୁଲାଇଜ କରାଯାଇଥିଲା…

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର ଶାନ୍ତି କମିଟି ପାଇଁ ନିଷ୍ପତି ହୋଇଥିବାବେଳେ ଫୁଲଟା ସରପଞ୍ଚ ମମତା ନାହାକଙ୍କ ଘର ଦାଣ୍ଡ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ଉନ୍ମୁକ୍ତ କାଣ୍ଡ: ସ୍ତ୍ରୀ-ପୁତୁରାଙ୍କୁ ହାଣିଲେ

ବ୍ରହ୍ମଗିରି, ୧୬।୧୦(ସ୍ବାଧୀନ ଚମ୍ପତ୍ତିରାୟ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ କୁସୁବେଣ୍ଟି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ନିଜ ଶ୍ୱଶୁର ଘରେ ସ୍ତ୍ରୀ ଓ ପୁତୁରା(ଦେଢ଼ ଶାଶୁଙ୍କ ପୁଅ)ଙ୍କୁ ଜ୍ୱାଇଁ। ପରେ ଗ୍ରାମବାସୀ ଅଭିଯୁକ୍ତଙ୍କୁ ଅଟକ…

ଅମଳ ପୂର୍ବରୁ ଧାନ ଫସଲରେ ରୋଗପୋକ

ବରଗଡ଼,୧୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଅଧିକ ଧାନଚାଷ ଯୋଗୁ କୃଷି ପ୍ରଧାନ ଜିଲା ଭାବେ ମଧ୍ୟ ଏହି ଜିଲା ପରିଚିତ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ସମାଧାନ ହୋଇପାରୁନାହିଁ। ଫସଲ ଅମଳ ପରେ ଧାନର ଅଭାବୀ…

ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ପୂର୍ବତନ ବିଧାୟକଙ୍କ ଝିଅ

ଆଳି,୧୬।୧୦(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଝିଅ ଡା. ଦେବସ୍ମିତା ଶର୍ମାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ଲାଗି ନିର୍ଯାତନା ଦେବା ସହ ବିଭିନ୍ନ ସମୟରେ ମାରିଦେବାକୁ ଉଦ୍ୟମ କରିଥିବା ନେଇ ଆଳି ଥାନାରେ ଅଭିଯୋଗ…

ଜନସେବା କେନ୍ଦ୍ରରେ ଶୋଷିତ ହେଉଛନ୍ତି କାର୍ଡଧାରୀ: ପ୍ରଶାସନ ଦୃଷ୍ଟିଦେବାକୁ…

ରସୁଲପୁର,୧୬।୧୦(ରଞ୍ଜିତ ରାଉତ): ଆଧାର କାର୍ଡ ଏକ ଅତ୍ୟାବଶ୍ୟକୀୟ ପରିଚୟପତ୍ର ଭାବରେ ବ୍ୟବହାର ହେଉଛି। ସରକାରୀ ଓ ବେସରକାରୀସ୍ତରରେ ଆଧାରକାର୍ଡକୁ ଏକପ୍ରକାର ବାଧ୍ୟତାମୂଳକ କରାଯାଇଛି। ଏହି କାର୍ଡରେ ରହିଆସୁଥିବା ତ୍ରୁଟିବିଚ୍ୟୁତି ଓ ଆବଶ୍ୟକ ସଂଶୋଧନ ବିନା ମୂଲ୍ୟରେ କରାଯିବ ବୋଲି କେନ୍ଦ୍ର ସରକାର…

କାର୍‌ରୁ ମିଳିଲା ୧୬୬ କେଜି ରୁପା

ସମ୍ବଲପୁର,୧୬।୧୦(ପ୍ରମୋଦ ବହିଦାର): ଆଳୁ ଖୋଳୁଖୋଳୁ ମହାଦେବ ମିଳିଲା ଭଳି ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗକୁ ମିଳିଛି ବିପୁଳ ପରିମାଣର ରୁପା ସାମଗ୍ରୀ। ମଙ୍ଗଳବାର ସକାଳେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସମ୍ବଲପୁର-ରାଉରକେଲା ବିଜୁ ଏକ୍ସପ୍ରେସ୍‌ ୱେ(ରାଜ୍ୟ ରାଜପଥ-୧୦)ର ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?