ଆମ ଜିଲା ଖବର

ଗଜପତିରେ ଅଭାବୀ ବର୍ଷା: ଧାନ ଅମଳ ହେବ କି ନାହିଁ ଆଶଙ୍କାରେ

ପାରଳାଖେମୁଣ୍ଡି,୧୫ା୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା ରହିଛି…

ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା

ଭୁବନେଶ୍ୱର,୧୫।୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟରେ ଧାନ କିଣାବେଳେ ପଡ଼ୋଶୀ ରାଜ୍ୟ ସୀମା ସିଲ୍‌ କରିବାକୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି।…

ହାତୀ ଘଉଡାଇବାବେଳେ ଅଘଟଣ: ମାଡ଼ିଗଲା ଟ୍ରେନ୍‌

ରାଉରକେଲା: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ଟ୍ରେନ୍‌ ଲାଇନ୍‌ରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ବନ ବିଭାଗ ହାତୀପଲ ଘଉଡାଇବା ବେଳେ ଏକ ଟ୍ରେନ୍‌ ଧକ୍କାରେ ୨ ହାତୀ ଗୁରୁତର ହୋଇଥିବା ଜଣାପଡିଛି। ଗୁରୁତର ହାତୀ ଦ୍ୱୟ ଜଙ୍ଗଲକୁ ଯାଇ ନ ପାରି…

କଲେଜ ଛାତ୍ରୀଙ୍କ ମିଳୁନି ପତ୍ତା: ବାପା ଦେଲେ ଏତଲା

ଦିଗପହଣ୍ଡି,୧୫।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅଧିନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀ ନିଖୋଜ ଥିବା ଜଣାପଡିଛି। ଏନେଇ ତାଙ୍କ ବାପା ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଥାନା ଏମଏମଆର ନଂ.୩୯/୨୪ ଅନୁଯାୟୀ ମାମଲା…

ନଦୀରେ ଗାଧୋଉଥିଲେ ଦୁଇ ଯୁବତୀ : ମାଡ଼ି ଆସିଲା ପାଣି

ଭବାନୀପାଟଣା/ନର୍ଲା,୧୫।୧୦ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧୀନ ବିଲାଟ ଗ୍ରାମରୁ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ନିକଟିସ୍ଥ ସାନ୍ଦୁଲ ନଦୀରେ ବୁଡିଯାଇ ୨ ଯୁବତୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନେହା ଦୁର୍ଗା(୧୯)…

କନଷ୍ଟେବଳଙ୍କ ବୁଲେଟ ଧକ୍କାରେ ଜଣେ ଯାତ୍ରୀଙ୍କ ଚାଲିଗଲା ଜୀବନ

ପାଟଣା,୧୫।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ବାଉଁଶୁଳି ନିକଟରେ ମଙ୍ଗଳବାର ୨ ପୋଲିସ କନଷ୍ଟେବଳଙ୍କର ବୁଲେଟ ଧକ୍କାରେ ଜଣେ ବସ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ପାଟଣା ଥାନା ଦୁବେଇ ପେଣ୍ଠ…

ବ୍ୟବସାୟଙ୍କଠାରୁ ଟଙ୍କା ଲୁଟିନେଲେ ୪ ୱେବ ଖବରଦାତା: ଧରିଲା ପୋଲିସ

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣାରେ ୫ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଗିରଫ ୫ଜଣଙ୍କ ମଧ୍ୟରୁ ୪ଜଣ ୱେବ ଖବରଦାତା ବୋଲି ଜଣାପଡିଛି। ଅକ୍ଟୋବର…

କୋର୍ଟ ଆଗରେ ଦମ୍ପତିଙ୍କ ହାଇଡ୍ରାମା: ଦ୍ୱିତୀୟ ବିବାହ କରିବାକୁ ଆସିଥିବା ସ୍ବାମୀଙ୍କ ଶର୍ଟ କଲର ଧରି ଥାନାକୁ ଟାଣିନେଲେ ପ୍ରଥମ ସ୍ତ୍ରୀ

କଟକ,୧୫।୧୦: କଟକ ଜିଲା ବାଙ୍କୀ କୋର୍ଟ ଆଗରେ ମଙ୍ଗଳବାର ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ଦ୍ୱିତୀୟ ବିବାହ କରିବାକୁ ଆସିଥିବା ସ୍ବାମୀଙ୍କ ଶର୍ଟ କଲର ଧରି ଥାନାକୁ ଘୋଷାଡ଼ିନେଲେ ପ୍ରଥମ ସ୍ତ୍ରୀ। ମିଳିଥିବା ସୂଚନା ମୁତାବକ , ବ୍ୟକ୍ତିଙ୍କର ଜଣେ ସ୍ତ୍ରୀ…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ଭଉଣୀ-ଭାଇ: ଚାଲିଗଲା ଜୀବନ

ବାଲିଅନ୍ତା,୧୫।୧୦: ବାଲିଅନ୍ତା ଥାନା ସୁବାଳ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ଭଉଣୀ, ଭାଇଙ୍କ ମୃତ୍ୟୁ ଘଟିଛି। ମୃତ ଭଉଣୀ, ଭାଇଙ୍କ ବୟସ ୮ ଓ ୧୨ ବର୍ଷ ମଧ୍ୟରେ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା…

ପୋଲିସ କର୍ମଚାରୀଙ୍କୁ ମାଡ ମାରି ଲହୁଲୁହାଣକଲେ ମଦ ବେପାରୀ: ଛଡ଼ାଇନେଲେ ମୋବାଇଲ, ପରିଚୟପତ୍ର

ବ୍ରହ୍ମପୁର,୧୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣରେ ମଦ ବିକ୍ରି ଉପରେ ଜିଲା ପ୍ରଶାସନ ପକ୍ଷରୁ କଟକଣା ଲାଗିଛି। ବିଶେଷ କରି ଦିନର ଦ୍ୱିତୀୟ ପର୍ଯ୍ୟାୟରେ ମଦ ବିକ୍ରି ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ କଡା ନିର୍ଦ୍ଦେଶ ରହିଛି। ଏହା ସତ୍ତ୍ୱେ ଲୁଚାଛପାରେ ମଦ…

ଗାଁ ପଡ଼ିଆରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ

ମାଲକାନଗିରି,୧୫।୧୦: ମାଲକାନଗିରି ଥାନା ଏମ୍‌ଭି-୮ ଗାଁ ନିକଟ ପଡ଼ିଆରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୋଜନା ମୁତାବକ ପୁଅକୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଗାଁ ନିକଟ…

ଭସାଣିବେଳେ ଛୁରାମାଡ଼: ଜଣେ ନାବାଳକଙ୍କ ଚାଲିଗଲା ଜୀବନ

ନବରଙ୍ଗପୁର,୧୫।୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହରରେ ଛୁରାମାଡ଼l ଦୁର୍ଗା ମା’ଙ୍କ ଭସାଣିବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ବିଳମ୍ବିତ ରାତିରେ ଗଣ୍ଡଗୋଳ। ଛୁରାମାଡ଼ରେ ଗୋଟିଏ ଗୋଷ୍ଠୀର ଜଣେ ନାବାଳକ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଅବସ୍ଥାରେ ମୃତ ହୋଇଥିବାବେଳେ ଅନ୍ୟ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?