ଆମ ଜିଲା ଖବର

ପରମ୍ପରା,ସଂସ୍କୃତିକୁ ବଜାୟ ରଖିଛି ପୌରାଣିକ ନାଟକ: ରାମାୟଣ ଦେଖିବାକୁ ପ୍ରବଳ ଭିଡ଼

ରାଇକିଆ,୧୫।୧୦(ପ୍ରଦୀପ ବେହେରା): ଯୁଗ ବଦଳିଛି, ତଥାପି ଆଧୁନିକତାର ସ୍ପର୍ଶ ଛୁଇଁ ପାରିନି ପୌରାଣିକ ନାଟକର ସଂସ୍କୃତି ଓ ପରମ୍ପରାକୁ । ଏବେବି ଚମକ ବଜାୟ ରଖିଛି ପୌରାଣିକ ନାଟକ । କନ୍ଧମାଳ ଜିଲା ରାଇକିଆଠାରେ ଦଶହରା ପୂଜା ଅବସରରେ ରାମାୟଣ ନାଟକ…

ମିସାଇଲ ମ୍ୟାନଙ୍କୁ ଛତ୍ରପୁରଠାରେ ଶ୍ରଦ୍ଧାଞ୍ଜଳି

ଛତ୍ରପୁର,୧୫।୧୦(ଦିଲ୍ଲୀପ ସାମଲ): ରାଧେଶ୍ୟାମ ଫାଉଣ୍ଡେଶନ ଅଣ୍ଡ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ରଙ୍କ ପୌରହିତ୍ୟରେ ମିଶାଇଲ ମ୍ୟାନ, ଭାରତ ରତ୍ନ ପ୍ରାପ୍ତ ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ଡ଼ ଏପି ଜେ ଅବଦୁଲ କଲାମଙ୍କ ୯୩…

ରେରା ଆଇନ ହେବ ସଂଶୋଧନ

ସମ୍ବଲପୁର,୧୫।୧୦(ପ୍ରମୋଦ ବହିଦାର):ରେରା ଆଇନ ହେବ ସଂଶୋଧନ। ଆବଶ୍ୟକସ୍ଥଳେ ସମ୍ପୂର୍ଣ୍ଣ ଜମି ବଦଳରେ କିଛି ଅଂଶକୁ ଜମି ମାଲିକମାନେ ବିକ୍ରି କରିପାରିବେ। ସୋମବାର ସମ୍ବଲପୁର ସହକାରୀ ଉପନିବନ୍ଧକ(ଡିଏସ୍‌ଆର୍‌)ଙ୍କ କାର୍ଯ୍ୟାଳୟ ପରିଦର୍ଶନ ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହା…

ଓଡ଼ିଶାର ବିରଳ ଭସାଣି

ରାଜନଗର, ୧୫।୧୦ଭାସ୍କର ରାଉତରାୟ): ରାଜନଗରର ଗଣପର୍ବ ଶାରଦୀୟ ଦୁର୍ଗାପୂଜା ଶେଷ ହୋଇଛି। ରାଜନଗର ଦେବୀ ଘରେ ମା’ ଦୁର୍ଗାଙ୍କର ରବିବାର ଜୟା, ବିଜୟା ଓ ଅପରାଜିତା ପୂଜା ସହ ବିସର୍ଜନ ପୂଜା ଅନୁଷ୍ଠିତ ହୋଇଥିଲା। ସମୂହ ପୁଷ୍ପାଞ୍ଜଳି ସହ ମା’ଙ୍କ ବିସର୍ଜନ…

ଅବକାରୀ ବିଭାଗର ଦାଦାଗିରି: ଜଙ୍ଗଲ ଭିତରେ ଲୁଚି ରହି ହଠାତ୍‌ ଓଗାଳୁଛନ୍ତି ଜନସାଧାରଣଙ୍କ ରାସ୍ତା

ଦାରିଙ୍ଗବାଡି,୧୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ବେଶ ଜଣାଶୁଣା । ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ଯାତାୟାତ କରୁଛନ୍ତି । ତେବେ ଦାରିଙ୍ଗବାଡିଠାରୁ ସୋରଡ଼ା ମଧ୍ୟରେ ପ୍ରାୟ ୨୦ କିମି ଜଙ୍ଗଲ ଓ ଘାଟି ରାସ୍ତା ରହିଛି…

ନବୀନ ସରକାରର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର,୧୪ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୩ ଦିନିଆ କେନ୍ଦୁଝର ଗସ୍ତ ଅବସରରେ ସୋମବାର ପଦ୍ମପୁର ଲକ୍ଷ୍ମୀ ପଡ଼ିଆଠାରେ ଭାଜପାର ଏକ ମେଗା ସଦସ୍ୟତା ସଂଗ୍ରହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ଲୋକଙ୍କୁ ନୂତନ ସଦସ୍ୟ ଭାବେ ଭାଜପାରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ: ଜଣେ ଗୁରୁତର

ହିଞ୍ଜିଳିକାଟୁ, ୧୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଭାବନ୍ଧ ଗ୍ରାମ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ବେଲଗାଁ ଥାନା ଭାବନ୍ଧ…

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ

ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍‌ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା…

ନାବାଳିକାଙ୍କୁ ଛୁରି ଦେଖାଇ ସାରା ରାତି ବଳାତ୍କାର, ଅଭିଯୁକ୍ତ ଫେରାର

ଏମ୍‌ଭି ୭୯, ୧୪ା୧୦(ଭିକି ବାରିକ): ଦୁର୍ଗାପୂଜା ପାଇଁ ମଣ୍ଡପଗୁଡିକରେ ଗହଳି ଲାଗି ରହିଥିବା ବେଳେ ମାଲାକନଗିରି ଜିଲା ମୋଟୁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଛୁରି ଦେଖାଇ ଭୟଭୀତ କରି ସାରା ରାତି ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏ…

ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା ୩ ଜଣକୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ…

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଡ୍ରାଇଭ: ଜୁଆଖେଳରୁ ୧୦ ଦିନରେ ୧୦୧ ଗିରଫ

ଛତ୍ରପୁର,୧୪ା୧୦(ଦିଲୀପ ସାମଲ): ପାର୍ବଣରେ ଚାଲିଥିବା ଜୁଆଖେଳଗୁଡିକରେ ଗଞ୍ଜାମ ପୋଲିସ ପକ୍ଷରୁ ଚଢାଉ ଜାରି ରହିଛି । ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ୧୦ ଦିନ ହେଲା ସ୍ବତନ୍ତ୍ର ଡ୍ରାଇଭ ଚାଲିଛି। ବେଆଇନ ମଦ…

ମନ୍ଦିର ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ: ମା’ଙ୍କ ସୁନା ଅଳଙ୍କାରକୁ ମଧ୍ୟ ଛାଡିଲେନି ଦୁର୍ବୃତ୍ତ

ଛତ୍ରପୁର, ୧୪।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବିରିସିଂ ଓ ଜଗନ୍ନାଥ ମନ୍ଦିରରେ ହୁଣ୍ଡି ଭାଙ୍ଗି ଟଙ୍କା ନେବା ସହିତ ବିରିସିଂ ମା’ଙ୍କ ସୁନା ଅଳଙ୍କାରଗୁଡିକ ମଧ୍ୟ ଦୁର୍ବୃତ୍ତମାନେ ଚୋରି କରିଥିବା ଜଣାପଡିଛି। ସୂଚନାନୁସାରେ, ଛତ୍ରପୁର ବ୍ଲକ ଅନ୍ତର୍ଗତ ବିପୁଲିଙ୍ଗି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?