‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ହଡ଼ପ କରିଥିଲେ, ଏବେ ପଡିଲେ ଧରା
କେନ୍ଦୁଝର,୧୪।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ‘ସୁଭଦ୍ରା’ ଫର୍ମ ପୂରଣ ନାଁରେ ଆଧାର ସଂଯୋଗ କରି ବ୍ୟାଙ୍କ ଆକାଉଣ୍ଟ ଲୁଟିଥିବା ଲୁଟେରାଙ୍କୁ କେନ୍ଦୁଝର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଜଣଙ୍କ ହେଲେ କେନ୍ଦୁଝର ଜିଲା ନୟାକୋଟ ଥାନା କଲଣ୍ଡା ଗ୍ରାମର…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ, ଜଣେ ଗିରଫ
ଖଲ୍ଲିକୋଟ,୧୪।୧୦(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଫରେଷ୍ଟ ଅଫିସ ପାଖରେ ଥିବା ମଙ୍ଗଳା ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ଆକ୍ରମଣ ହୋଇଥିବା ଜଣାପଡ଼ିଛି। କୌଣସି ଜମିବାଡ଼ି ବିବାଦକୁ ନେଇ ଲାଗି ରହିଥିବା ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ଆଇଆଇସି ନରେଶ କୁମାର…
ଜଗତସିଂହପୁର ଜିଲାରେ ରାବଣ ଆଉ ମହିଷାସୁର କିଏ?: କାହାକୁ ଆକ୍ଷେପ କଲେ ବିଧାୟକ
ଜଗତସିଂହପୁର,୧୪।୧୦।: ଜଗତସିଂହପୁର ଜିଲାରେ ରାବଣ କିଏ? ମହିଷାସୁର କିଏ?ରବିବାର ଜଗତସିଂହପୁରରେ ହୋଇଥିବା ରାବଣ ପୋଡ଼ି ଉତ୍ସବରେ ଅତିଥି ଭାବେ ଯୋଗଦେଇଥିଲେ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ବିଧାୟକ ଅମରେନ୍ଦ୍ର ଦାସ ଓ ଅନ୍ୟମାନେ। ସଭା କାର୍ଯ୍ୟରେ ବିଧାୟକ ଦାସ ପୌରାଣିକ କଥା ବସ୍ତୁରୁ…
ଖେଳ ସରିବାକୁ ଆଉ ଥିଲା ଅଢେଇ ମିନିଟ୍: କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି
ନୂଆପଡ଼ା,୧୪।୧୦।( ମକାରୁ ବେମାଲ): ଖେଳ ସରିବାକୁ ଅଢ଼େଇ ମିନିଟ୍ ଥିଲା। କେଇଟା ମୁହୁତ୍ତର୍ତ୍ତ ପରେ ବିଜୟ ସ୍ୱାଦ ଚାଖି ଥାଆନ୍ତେ। ଆଉ ପୁରସ୍କୃତ ହୋଇଥାଆନ୍ତେ। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳି। ଏଭଳି ଦୁଃଖଦ ଘଟଣା ଘଟିଛି…
ଗର୍ଜିଲେ ଆଶାକର୍ମୀ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଛତ୍ରପୁର,୧୪।୧୦(ଦିଲ୍ଲୀପ ସାମଲ): ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ, ଔଷଧ ବିତରଣ, ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସମ୍ମାନ…
ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ
କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରା ନ ଦେବାରୁ ନିରାଶ ରେ ଫେରି ଯାଇଛନ୍ତି। ଶିକ୍ଷା…
ବିଧାୟକଙ୍କ ମହାନତା: କୋଡି, ଶାବଳ ଧରି ନିର୍ମାଣ କଲେ ଅସ୍ଥାୟୀ ଚେକ୍ଡ୍ୟାମ
ପୁରୁଷୋତ୍ତମପୁର,୧୪।୧୦(ସିମାଞ୍ଚଳ ମିଶ୍ର): ସରକାର ଚାଷୀଙ୍କ ଜମିକୁ ଜଳସେଚନର ସୁବିଧା ଲାଗି ଯୋଜନା ପରେ ଯୋଜନା କରୁଥିବା ବେଳେ ଲିପ୍ଟ ଇରିଗେସନ ବିଭାଗୀୟ କର୍ମଚାରୀଙ୍କ ଦାୟିତ୍ୱହୀନତା ଓ ମନଇଛା କାର୍ଯ୍ୟ ଯୋଗୁ ଚାଷୀଙ୍କ ଜମିକୁ ପାଣି ଯୋଗାଣ ହୋଇ ନ ପାରି ଫସଲ…
ଜଙ୍ଗଲକୁ ହାତୀ ଦେଖିବାକୁ ଯାଇଥିଲେ: ହଠାତ୍ ହାତୀ ପଛରୁ ଆସି…
ପାଟଣା,୧୪।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଡେଣୁଆ କାଜୁଜଙ୍ଗଲରେ ସୋମବାର ଏକ ଦନ୍ତା ଆକ୍ରମଣରେ ଜଣେ ୨୫ ବର୍ଷୀୟ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତୋର ଯୁବକ ଜଣକ ହେଉଛନ୍ତି ପାଟଣା ବ୍ଲକ ଅଙ୍କୁରା ଗ୍ରାମରର ରାଜ କିଶୋର ନାଏକଙ୍କ ପୁଅ…
ତୁମୁଡିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ତୁମୁଡିବନ୍ଧ,୧୩।୧୦(ଦୀପକ କୁମାର ପରସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ କାର୍ଯ୍ୟାଳୟର ସଭା ଗୃହରେ ଆଜି ସୋମବାର ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। କନ୍ଧମାଳ ଜିଲାପାଳ ଅମୃତ ଋତୁରାଜ ପହଞ୍ଚି ସାଧାରଣ…
ବଢୁଛି ଚୋରା ମଦ ବ୍ୟବସାୟ, ନାକେଦମ୍ ହେଲେଣି ଅଞ୍ଚଳବାସୀ
ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ିରେ ଚୋରା ମଦ କାରବାର ବେଧଡ଼କ ଚାଲିଛି। ଦିନରାତି ଏହି ବ୍ୟବସାୟ ଚାଲିଥିବା ବେଳେ ଏଥିପ୍ରତି କାର୍ଯ୍ୟାନୁଷ୍ଠାନ ଶୂନ ରହିଛି। ଅବକାରୀ ଓ ପୋଲିସ ବିଭାଗ ଚିରନିଦ୍ରାରେ ଶୋଇଛି। ମଦ୍ୟପଙ୍କ ଦୌରାତ୍ୟ ବୃଦ୍ଧି…
ବୁଦାମୂଳରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ପାଖରେ ପଡ଼ିଥିଲା ମଦ ବୋତଲ
ବୌଦ୍ଧ,୧୪ା୧୦(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ମଣିପୁର ନର୍ସରୀ ନିକଟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧ ଜିଲା ପୁରୁଣାକଟକ ଥାନା ମଣିପୁର ନର୍ସରୀର ଏକ ବୁଦାମୂଳରେ ଅଜଣା ମୃତଦେହ…
‘ଜନସାଧାରଣ-ପୋଲିସ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ଅଞ୍ଚଳରେ ଶାନ୍ତି ବଜାୟ ରହିପାରିବ’
ଦାରିଙ୍ଗବାଡ଼ି,୧୪ା୧୦(ଅରୁଣ ସାହୁ): ପୋଲିସର ନୀତି ବ୍ରିଟିଶ ଅମଳରୁ ଚାଲିଆସିଥିବା ଢଙ୍ଗକୁ ବଦଳାଇବା ପାଇଁ ଏବେ ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରୁଛି। ଧିରେ ଧିରେ ପୋଲିସ ଆଉ ସାଧାରଣଙ୍କ ସମ୍ପର୍କ ମଜଭୁତ କରିବାକୁ ପୋଲିସ ପ୍ରୟାସ କରିଆସୁଥିବାବେଳେ ପୋଲିସ ସହ ଲୋକଙ୍କ…

