ଆମ ଜିଲା ଖବର

ଦୀଘାରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣକୁ ନେଇ ପଶ୍ଚିମବଙ୍ଗରେ ରାଜନୈତିକ ଝଡ଼

ଭୋଗରାଇ,୧୧ା୧୨(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ସୈକତ ସହରକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨ ଦିନିଆ ତୋଫାନୀ ଗସ୍ତ କରି ନିଉ ଦୀଘାରେ ୨୦୧୯ରୁ ଗଢ଼ି ଉଠିଥିବା ୨୨ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କାର…

ଦେଶରେ ଶ୍ରେଷ୍ଠ ବ୍ଲକ ଛତ୍ରପୁର, ପୁରସ୍କୃତ କଲେ ରାଷ୍ଟ୍ରପତି

ଛତ୍ରପୁର,୧୧ା୧୨(ଦିଲ୍ଲୀପ ସାମଲ): କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ୪୫ଟି ପଞ୍ଚାୟତିରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ପ୍ରେମିକାଙ୍କୁ ବୀଭତ୍ସ ହତ୍ୟା: ଗୋଟେ ଜାଗାରୁ ମିଳିଲା କଟା ହାତଗୋଡ଼, ଗୋଟେ ଜାଗାରୁ ମୁଣ୍ଡ

ରାଉରକେଲା,୧୧।୧୨: ବିଭତ୍ସ, ଭୟଙ୍କର ପ୍ରତିଶୋଧ ପରାୟଣ। ବଳାତ୍କାର ଅଭିଯୋଗର ପ୍ରତିଶୋଧ ନେଇ ସୁନ୍ଦରଗଡ ଜିଲାର ଜଣେ ଯୁବକ ପୂର୍ବତନ ପ୍ରେମିକାଙ୍କୁ ହତ୍ୟା କରିବା ସହ ଅଙ୍ଗପ୍ରତ୍ୟଙ୍ଗକୁ ଖଣ୍ଡଖଣ୍ଡ କରି ବିଭିନ୍ନ ସ୍ଥାନରେ ଫିଙ୍ଗି ଦେଇଛନ୍ତି। ଅଭିଯୁକ୍ତ କୁନୁ କିସାନଙ୍କୁ ପଚରାଉଚରା ବେଳେ…

ପୋଲିସ ବାବୁଙ୍କ ନାଁ’ରେ ଥାନାରେ ଏତଲା: SI ସ୍ୱାମୀଙ୍କୁ ରେଡ୍‌ ହ୍ୟାଣ୍ଡେଡ୍‌ ଧରିଲେ ସ୍ତ୍ରୀ

କନ୍ଧମାଳ,୧୧।୧୨: ପୋଲିସ୍ ସବ୍-ଇନ୍ସପେକ୍ଟରଙ୍କ ବିରୋଧରେ ପରକୀୟା ପ୍ରୀତି ଅଭିଯୋଗ ଆଣିଛନ୍ତି ସ୍ତ୍ରୀ। କନ୍ଧମାଳ ଜିଲା ଅନ୍ତର୍ଗତ କୋଟଗଡ଼ ପୋଲିସ ଷ୍ଟେସନ ବାରାକ ପରିସରରେ ଜଣେ ଯୁବତୀଙ୍କ ସହ ଅନ୍ତରଙ୍ଗ ମୁହୁର୍ତରେ ନିଜ ସ୍ୱାମୀଙ୍କୁ ରେଡ୍‌ ହ୍ୟାଣ୍ଡେଡ୍‌ ଧରିଛନ୍ତି। ସୋମବାର ଏସଆଇ କୁବେର…

ମଧ୍ୟାହ୍ନଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ସ୍ବାଭାବିକ ହେଲା ବିଦ୍ୟାଳୟ, ପାଠପଢ଼ାକୁ ଫେରିଲେ ପିଲା

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୩୬ ଜଣ ଅସୁସ୍ଥ ଘଟଣା ପରେ ସୋମବାର ବିଦ୍ୟାଳୟ ଖୋଲିବା ପରେ ଏକ ପ୍ରକାର ଅଶାନ୍ତିର ବାତାବରଣ ସୃଷ୍ଟି ହୋଇଥିଲା। ଫଳରେ…

ଗଞ୍ଜେଇ ଗଛ ନ କାଟିବାକୁ ଉତ୍କୋଚ ଦାବି, ଅଡ଼ିଓ ଭାଇରାଲ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ କିଛିଦିନ ହେଲା ଗଞ୍ଜେଇ ଗଛ କଟାଯାଉଛି। ଏଥିରେ ଦାରିଙ୍ଗବାଡ଼ି ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉରେ ଗଞ୍ଜେଇ ଗଛ କଟାଚାଲିଛି। ଏକ ସପ୍ତାହ ମଧ୍ୟରେ ୩୪୫ ଏକର ଜମିରେ କରାଯାଉଥିବା…

ମାସେ ପୂର୍ବରୁ ମଦ ବନ୍ଦ ପାଇଁ ଅଭିଯୋଗ କରିଥିଲେ ଗ୍ରାମର ମହିଳା, ଫଳ ଶୂନ

ଫୁଲବାଣୀ/ଦାରିଙ୍ଗବାଡ଼ି,୧୧ା୧୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଚୋରାମଦ କାରବାର ବୃଦ୍ଧି ପାଇଛି। ଅଞ୍ଚଳରେ ପୋଲିସ, ଅବକାରୀ ବିଭାଗ ପକ୍ଷରୁ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି। ବିଶେଷକରି…

୫ ଦଫା ଦାବି ନେଇ ଜିଲାପାଳଙ୍କୁ ସ୍ମାରକ ପତ୍ର

ଛତ୍ରପୁର,୧୧।୧୨(ଦିଲ୍ଲୀପ ସାମଲ):ଅଖିଳ ଭାରତ ଲୃଷକ ସଭା ଅନୁବନ୍ଧିତ ଓଡିଶା କୃଷକ ସଭା ଜିଲା ସଭାପତି ତଥା ରାଜ୍ୟ ଉପସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ୫ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଲିଖିତ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

ଆନ୍ଦୋଳନକୁ ଓହ୍ଲାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ: ରୋଗୀ ହନ୍ତସନ୍ତ

ଛତ୍ରପୁର,୧୧।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୧୦୮ ଆମ୍ବୁଲାନ୍ସ ସେବା ବନ୍ଦ ରହିଛି। ଫଳରେ ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ଏହି ସେବା ନ ମିଳିବାରୁ ବହୁ ଲୋକ ଅଟୋରେ ଭଡାକରି…

ପୁଣି ଦୈନିକ ୪୯.୫ କେଏଲ୍‌ ଭୂତଳ ଜଳ ଟାଣିବ ରାମ୍‌କୋ

ଯାଜପୁର,୧୧।୧୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାଶପୁରଠାରେ ପ୍ରତିଷ୍ଠିତ ରାମ୍‌କୋ ସିମେଣ୍ଟ କମ୍ପାନୀ ଅନୁମତିପ୍ରାପ୍ତ ଦୈନିକ ୧୦୦ କିଲୋଲିଟରଠାରୁ ଢେର ଗୁଣ ଅଧିକ ଭୂତଳ ଜଳ ବ୍ୟବହାର କରୁଛି। ଏପରି କି ଜଳ ସମ୍ପଦ ବିଭାଗ ପକ୍ଷରୁ ଜାରି ଟର୍ମ ଏଣ୍ଡ…

ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌: ଜଣେ ମୃତ୍ୟୁ, ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

ଗଜପତି, ୧୧।୧୨(ଗିରିଧାରୀ ପରିଛା):ଗଜପତି ଜିଲା ମୋହନା ଥାନା ଚିଟିଙ୍ଗ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା l ଏକ ପିକଅପ୍‌ ଭ୍ୟାନ ଓଲଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି l ମୃତକ ଜଣେଙ୍କ ହେଉଛନ୍ତି…

ଭାଜପା ନେତାଙ୍କୁ ଘରୁ ଡାକି ନେଇ ହତ୍ୟା କଲେ ମାଓବାଦୀ

ବିଜାପୁର/ମାଲକାନଗିରି,୧୧।୧୨(ଦୂର୍ଯୋଧନ ପାତ୍ର): ଛତିଶଗଡର ବିଜାପୁର ଜିଲାରେ ମାଓବାଦୀମାନେ ଆଉ ଏକ ହତ୍ୟାକାଣ୍ହ କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ଭାଜପା ନେତାଙ୍କୁ ଗଳାକାଟି ହତ୍ୟା କରାଯାଇ ତାଙ୍କ ମୃତଦେହ ରାସ୍ତାରେ ଫିଙ୍ଗି ଦିଆଯାଇଛି। ଭାଜପା ନେତାଙ୍କ ହତ୍ୟା ପରେ ଏହି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?