ରତ୍ନଭଣ୍ଡାର ଚଟାଣ ତଳେ… ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର,୧୩/୧୦: ରତ୍ନଭଣ୍ଡାର ଭିତରେ କ’ଣ ଅଛି? କେତେ ହୀରା-ନୀଳା ରତ୍ନ ଅଛି। ଆଉ ୨-୪ ଦିନ ଭିତରେ ସବୁ ଜଣାପଡିବ। କାରଣ ଆଉ ୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ। ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।…
ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ…
ଭୁବନେଶ୍ୱର,୧୩/୧୦: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ…
ଝଙ୍କଡ଼ ଶାରଳା ପୀଠ
ରାଜ୍ୟର ପ୍ରମୁଖ ଦେବୀ ପୀଠ ମଧ୍ୟରେ ମା’ ଶାରଳାଙ୍କ ମନ୍ଦିର ଅନ୍ୟତମ। ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଝଙ୍କଡ଼ କନକପୁରଠାରେ ଏହି ପୀଠ ଅବସ୍ଥିତ। ବଡ଼ସାରୋଳ ଗ୍ରାମସ୍ଥିତ ବର୍ତ୍ତମାନର ଲଣ୍ଡା ଦେଉଳ କୁହାଯାଉଥିବା ସ୍ଥାନ ଅତୀତରେ (କଳାପାହାଡ଼ ଆକ୍ରମଣ କରିବା…
ବାଲିଗୁଡ଼ାରେ ରାବଣପୋଡ଼ି: ଆତସବାଜିରେ କମ୍ପିଲା ମିନିଷ୍ଟାଡିୟମ
ବାଲିଗୁଡ଼ା,୧୩ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ। ବିଜୟା ଦଶମୀ ଅବସରରେ ଚାରିଆଡ଼େ ପାର୍ବଣର ମାହୋଲ ଚାଲିଥିବା ବେଳେ କନ୍ଧମାଳ ଜିଲା ବାଲିଗୁଡ଼ାର ବିଭିନ୍ନ ପୂଜାମଣ୍ଡପ, ଶକ୍ତିପୀଠରେ ମହାମାୟୀଙ୍କ ପୂଜାର୍ଚ୍ଚନା ମହାଆଡ଼ମ୍ବରରେ ପାଳିତ ହୋଇ…
ଜଙ୍ଗଲ ମଝିରେ ଶାଳଗଣ୍ଡି ରଖି ମାଫିଆ ଫେରାର
ଭୁବନ,୧୩ା୧୦(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ନୂଆ କୁମର୍ଦ୍ଦାରୁ ୯ଟି ଶାଳଗଣ୍ଡି ଜବତ କରାଯାଇ ଥିବାବେଳେ ମାଫିଆ ଫେରାର ହୋଇଯାଇଛନ୍ତି। ୯ଟି ଯାକ ଗଣ୍ଡି ୧୦ ସିପ୍ଟରୁ ଊର୍ଦ୍ଧ୍ୱ ହେବ ବୋଲି ଅନୁମାନ କରାଯାଇଛି। ବିଶେଷ…
ଧାନବିଲରେ ପଡ଼ିଛି ହାତୀର ମୃତଦେହ
ବଇଣ୍ଡା,୧୩ା୧୦(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡରେ ପୁଣି ଏକ ମାଈହାତୀର ମୃତ ହୋଇଛି। ମାଧପୁର ରେଞ୍ଜ ଶଙ୍ଖାମାଳ ଗ୍ରାମରେ ଏକ ମାଈହାତୀର ମୃତ୍ୟୁ ହୋଇଥିବା ରବିବାର ସକାଳେ ବନ ବିଭାଗ ଠାବ କରିଛି। ତେବେ ବର୍ତ୍ତମାନ ସୁଦ୍ଧା ହାତୀର କିଭଳି…
ଆଜି ରାବଣପୋଡ: କଟକରେ ପଡ଼ିବ ଫିକା
କଟକ,୧୩।୧୦: ଆଜି ରାବଣପୋଡି, ଶନିବାର କେତେକ ସ୍ତାନରେ ରାବଣପୋଡ଼ି ପାଳିତ ହୋଇଯାଇଥିବା ବେଳେ ରବିବାର ଅନ୍ୟ କେତେକସ୍ତାନରେ ରବଣ ପୋଡ଼ି ହେବ। ତେବେ ଚଳିତ ବର୍ଷ କଟକରେ ରାବଣପୋଡ଼ି ଫିକା ପଡ଼ିବ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କଟକରେ ରାବଣ ପୋଡିରେ ବାଣ…
ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନଦେବେ ଚତୂର୍ଦ୍ଧାମୂର୍ତ୍ତି
ଭୁବନେଶ୍ୱର,୧୩।୧୦: ପବିତ୍ର ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି। ଏହି ଅବସରରେ ଚତୂର୍ଦ୍ଧାମୂର୍ତ୍ତି ସୁନାବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେବେ । କିରିଟି, ଚୂଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ୟ୍ୟ, ଶ୍ରୀଭୁଜ, ଶ୍ରୀପୟର, ଘାଗଡା ମାଳି ଆଦିରେ ବିଭୁଷିତ ହେବେ…
ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ
ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିର ବ୍ରହ୍ମାଦ୍ରି ଓ ପଦ୍ମାଦ୍ରି ପାହାଡ ଉପରେ ଅବସ୍ଥିତ। ପାହାଡ ତଟଦେଶ…
କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର
ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ, ଶ୍ରୀଦେବୀ…
ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ
ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର…
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବୁଲିଲେ ପୂଜା ମଣ୍ଡପ
କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୩ ଦିନିଆ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏକ ସ୍ବତନ୍ତ୍ର ବିମାନରେ ବାହାରି ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ଥିଲେ। ସେଠାରେ ଦଳୀୟ କର୍ମକର୍ତ୍ତା…

