ଆମ ଜିଲା ଖବର

ପାର୍ବଣରେ ଉତ୍ସବମୁଖର ଦାରିଙ୍ଗବାଡ: ମା’ପାଟଖଣ୍ଡାଙ୍କ ପୀଠରେ ଭିଡ଼

ଦାରିଙ୍ଗବାଡି, ୧୨।୧୦ (ଅରୁଣ ସାହୁ ): ଦଶହରା ପାଇଁ ଶାରା ରାଜ୍ୟ ଚଳଚଞ୍ଚଳ ହୋଇ ଉଠିଛି। ଏ ଭିତରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳ ମଧ୍ୟ ପାର୍ବଣ ପାଇଁ ଉତ୍ସବମୁଖର ହୋଇ ଉଠିଛି। ଶନିବାର ଦଶହରା ପାଇଁ ବିଭିନ୍ନ ପୂଜାମଣ୍ଡପ…

ଛତର ଯାତ୍ରାରେ ରାସ୍ତା ଜାମ:ଅଟକିଲା ଆମ୍ବୁଲାନ୍ସ

ଭବାନୀପାଟଣା,୧୨। ୧୦ (ଉତ୍ତମ କୁମାର ଦାଶ): ମା’ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଉପଲକ୍ଷେ ଶୁକ୍ରବାର ଭବାନୀପାଟଣା ସହରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଏତେ ସଂଖ୍ୟକ ଲୋକ ଯୋଗୁଁ ବିଭିନ୍ନ ସ୍ଥାନରେ ରାସ୍ତା ଜାମ ହୋଇଥିବା ଦେଖିବାକୁ ମିଳିଥିଲା। ବିଶେଷ କରି ଭବାନୀପାଟଣା…

କଟକରେ ମା’ ଦୁର୍ଗାଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ, ଦହିବରା ଆଳୁଦମ୍‌ର ନେବେ ମଜା

କଟକ,୧୨ା୧୦: ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଗସ୍ତ କରି ପୂଜାମଣ୍ଡପ ବୁଲୁଛନ୍ତି। କିଛି ସମୟ ତଳେ ମୁଖ୍ୟମନ୍ତ୍ରୀ କଟକ ଅଭିମୁଖେ ବାହାରି ପ୍ରଥମେ ପ୍ରତାପନଗରୀଠାରେ ପୂଜାମଣ୍ଡପରେ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ସେ ଏଠାରେ…

ଗଞ୍ଜେଇ ସହ ଗାଡ଼ି ଜବତ, ଅଭିଯୁକ୍ତ କୋର୍ଟ ଚାଲାଣ

ଲାଠୋର,୧୨ା୧୦(ଭୁବନେଶ୍ୱର ବାରିକ): ଏକ କାର୍‌ରେ ବେଆଇନ ଭାବେ ବାହାରକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ବଲାଙ୍ଗୀର ଜିଲା ଲାଠୋର ପୋଲିସ ଗାଡ଼ି ସହ ଗଞ୍ଜେଇ ଜବତ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ଲାଠୋର…

ଭିସା ଷ୍ଟିଲ୍‌ କାରଖାନାକୁ ବନ୍ଦ ଚେତାବନୀ

ଯାଜପୁର,୧୨ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା କଳିଙ୍ଗନଗର ଭିସା ଷ୍ଟିଲ କାରଖାନା ପରିସରରୁ ଅମ୍ଲଯୁକ୍ତ ପଦାର୍ଥ(ପିଏଚ୍‌) ସହ ଫେନୋଲିକ କମ୍ପାଉଣ୍ଡ ଏବଂ ସାଇନାଇଡ୍‌ ପାଣି ଗଣ୍ଡାନାଳରେ ମିଶି ପ୍ରଦୂଷିତ କରୁଛି। ନିୟମିତ ଭାବେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର ପ୍ରତିନିଧି ଦଳ କାରଖାନା…

ବିଳମ୍ବରେ ଫିଟିଲା ଶ୍ରୀମନ୍ଦିର ଦ୍ୱାର, ଅଚେତ ହେଲେ ଭକ୍ତ

ପୁରୀ,୧୨ା୧୦(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ମା’ ବିମଳାଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ତେବେ ଶ୍ରୀମନ୍ଦିର ଦ୍ୱାରଫିଟାରେ ବିଳମ୍ବ ଯୋଗୁ ୧୦ରୁ ଊର୍ଦ୍ଧ୍ୱ ଭକ୍ତ ଅଣନିଃଶ୍ୱାସୀ ହୋଇ…

ନାବାଳିକା ଛାତ୍ରୀଙ୍କୁ ବଳାତ୍କାର, ଟ୍ୟୁଶନ ସାର୍‌ ଗିରଫ

ବାଣପୁର,୧୧ା୧୦(ଦିଲୀପ କୁମାର ସ୍ବାଇଁ): ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ। ଖୋର୍ଦ୍ଧା ଜିଲା ଗମ୍ଭାରୀମୁଣ୍ଡା ପୋଲିସ ବିଟ୍‌ ହାଉସ ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଟ୍ୟୁଶନ ସାର୍‌ଙ୍କୁ ଗିରଫ କରିଛି। ଅଭିଯୁକ୍ତ ସାର୍‌ ହେଲେ ଆୟତ୍ତପୁର ପଞ୍ଚାୟତ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ

କେନ୍ଦୁଝର,୧୨ା୧୦(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାରଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଆସିବେ। ଗସ୍ତ ଅବସରରେ ସେ ନବମୀ ଓ ଦଶମୀରେ ବିଭିନ୍ନ ପୂଜାମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି। ଏଥିସହ ଦଶହରା ଅବସରରେ ଅନୁଷ୍ଠିତ ବିଭିନ୍ନ…

ମାନସିକଧାରୀଙ୍କ ଆଗରେ ହାର୍‌ ମାନିଲା ପ୍ରଶାସନ

ଭବାନୀପାଟଣା,୧୨ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ମା’ଙ୍କ ଛତରକୁ ଦର୍ଶନକରି ଭକ୍ତମାନେ ଆନନ୍ଦଲାଭ କରିଥିଲେ।…

ସାମଗ୍ରିକ ବିକାଶ ଅପେକ୍ଷାରେ ବତିଘର ପଞ୍ଚାୟତ

କେନ୍ଦ୍ରାପଡ଼ା,୧୨ା୧୦ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ସଦର ମହକୁମାଠାରୁ ୪୮ କିମି ଦୂରରେ ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ଅବସ୍ଥିତ। ଏହି ପଞ୍ଚାୟତର ମାତ୍ର ୧୦ କିମି ଦୂରରେ ଜଗତ୍‌ସିଂହପୁର ଜିଲାର ଶିଳ୍ପାଞ୍ଚଳ। ଗୋଟିଏ ପାର୍ଶ୍ୱରେ ପ୍ରାଚୁର୍ଯ୍ୟ ରହିଥିବା ବେଳେ ବତିଘର ପଞ୍ଚାୟତବାସୀ…

ମହାନଦୀରେ ବୁଡ଼ି ୨ନାବାଳକ ନିଖୋଜ

ସମ୍ବଲପୁର,୧୨।୧୦(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ସହରର ବଡବଜାରସ୍ଥିତ ମହାନଦୀ ସଡ଼କ ଘାଟରେ ଶୁକ୍ରବାର ପାଣିରେ ବୁଡ଼ି ୨ ନାବାଳକ ନିଖୋଜ ହୋଇଛନ୍ତି। ନାବାଳକ ଦ୍ୱୟ ହେଲେ ସମ୍ବଲପୁର କ୍ଷେତରାଜପୁର ଅଞ୍ଚଳର ଏସ.କନିସ୍କ ଓ ହିମାଂଶୁ। ଉଭୟେ କ୍ଷେତରାଜପୁରସ୍ଥିତ ବିଦ୍ୟାଳୟରେ ନବମ ଶ୍ରେଣୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?