ଆମ ଜିଲା ଖବର

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଶୁକ୍ରବାର ଦିତୀୟ ଦିନ ମଧ୍ୟ ଦାରିଙ୍ଗବାଡିର ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଥିବା…

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ପଡିବ…

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗରୁ ଏମ୍‌ଏ, ଏମ୍‌.ଫିଲ ଓ ପିଏଚ୍‌ଡି…

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଜଣେ ବୃଦ୍ଧଙ୍କୁ ମହଙ୍ଗା ପଡିଛି। ମହିଳାଙ୍କ ସମର୍କୀୟ ବୃଦ୍ଧଙ୍କୁ…

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୧୪ରୁ ୧୭ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଜିଲାସ୍ତରୀୟ ମହୋତ୍ସବକୁ ଆସନ୍ତା…

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର ଚଣ୍ଡୀ (୫୫)ଙ୍କ ମୃତ୍ୟୁ ହୋଇଥିଲା ଏବଂ ତାଙ୍କ ସହିତ ଥିବା ନରସିଂ ଚଣ୍ଡି ଗୁରୁତର…

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଅବକାରୀ ବିଭାଗ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟ…

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି କର୍ମଚାରୀ ମିଳିତ ଚଢାଉ କରିଛନ୍ତି। ଚଢାଉ ବେଳେ ନିମ୍ନମାନର ଖାଦ୍ୟ ଜଣାପଡିବାରୁ ଅଧିକାରୀମାନେ ୬…

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଛକ ଜାତୀୟ ରାଜପଥରେ…

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି। ତେଣୁ ଉକ୍ତ କାର୍ଯ୍ୟାଳୟଗୁଡ଼ିକ ରହିବା ଦାରା ବିପୁଳ ରାଜସ୍ବ କ୍ଷତି ହେଉଛି। ସରକାର ଉକ୍ତ…

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି ନିଜକୁ ଜମି ମାଲିକ ଦର୍ଶାଇ ଜାଲ ଆଧାର କାର୍ଡ ପ୍ରସ୍ତୁତ କରି ଜମିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri