ଆମ ଜିଲା ଖବର

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା ମାଷ୍ଟର ଗେମରେ ବରଗଡ଼ର ୨ଭଉଣୀ ଅରୁଣା ଘିବିଲା ଓ ଅନୁପମା ଘିବିଲା ସ୍ବର୍ଣ୍ଣ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର ଅପରାହ୍ନରେ ଓକିଲ ସଂଘର ପ୍ରତିନିଧି ବୃନ୍ଦ ବ୍ରହ୍ମପୁର ସ୍ଥିତ ଗଞ୍ଜାମ ଜିଲା ଦୌରା…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ ଆଣିବା ସହିତ ଆର୍ଥିକ କ୍ଷତିପୂରଣ ପ୍ରଦାନ ପାଇଁ ପାଣ ଗଣ୍ଡା ସମାଜ ବିକାଶ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟ ସହ ଦୁର୍ଘଟଣାରେ କିପରି ଲୋକଙ୍କୁ ପ୍ରଥମେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣାରେ ଶନିବାର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ACF ସୂର୍ଯ୍ୟକାନ୍ତ ବେହେରାଙ୍କୁ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ହରଘର ନଳ ହରଘର ଜଳ’ ଯୋଜନା ମାଧ୍ୟମରେ ପ୍ରତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ ଆବାହକ ପ୍ରଶାନ୍ତ କୁମାର ପ୍ରଧାନଙ୍କ ଆହ୍ବାନ କ୍ରମେ ସଂଘର କର୍ମକର୍ତ୍ତାଙ୍କ ସମେତ ଅନୁସୂଚିତ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି ଘଟଣାକୁ ନେଇ ବିଦ୍ୟାଳୟରୁ ସମ୍ପୃକ୍ତ ଛାତ୍ରଙ୍କୁ ଟିସି ଦେଇ ବାହାର କରିବା ଦାବି…

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି ମୋବାଇଲ, ୧୨୭୫ଟି ବ୍ୟାଟେରି, ୪୨୫ ଫୋନର ମଦର୍‌ ବୋର୍ଡ, ୫ଟି ଟାବଲେଟ, ନକଲି…

ଚାଲାଣ କଟା ପରେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣାଗାଡ଼ି : ଆଜି ରାସ୍ତାରେ ମୃତଦେହ ରଖି …

ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ୮୩ ବର୍ଷ ବୟସ୍କ ବୃଦ୍ଧଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାର ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri