ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ଆଜି ଦୁଇ ଲୋକ ସଭା ଆସନରେ ମାଗିବେ ଭୋଟ
ଭୁବନେଶ୍ୱର,୧୨।୫: ପ୍ରଚାର ପାଇଁ ବଲାଙ୍ଗିର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଥମେ କଳାହାଣ୍ଡି ଜିଲା ଉତ୍କେଲା ଏୟାର ଷ୍ଟ୍ରିପରେ ଓହ୍ଲାଇ ସ୍ବତନ୍ତ୍ର ବିମାନ ଯୋଗେ କଣ୍ଟାବାଞ୍ଜି ଯିବେ। ସେଠାରେ ଗଁରେଇ ନିର୍ବାଚନ…
ସ୍ବାମୀ ବିଜେଡିରେ, ଭାଜପାରେ ସ୍ତ୍ରୀଙ୍କ ପ୍ରଚାର
ମାଲାକନଗିରି, ୧୨ା୫(ଦୁର୍ଯ୍ୟୋଧନ ପାତ୍ର୍ର)ସ୍ବାମୀ ଓ ସ୍ତ୍ରୀ ଅଲଗା ଦଳରେ ସାମିଲ ହୋଇ ପ୍ରଚାର କରୁଥିବା ମାଲକାନଗିରି ପୌର ପରିଷଦରେ ଦେଖିବାକୁ ମିଳିଛି। ପୌର ପରିଷଦ ଅଧ୍ୟକ୍ଷ ମନୋଜ କୁମାର ବାରିକ। ସିଏ ଗତ ପୌର ନିର୍ବାଚନରେ ବିଜେଡି ପକ୍ଷରୁ ଲଢ଼ି ବିଜୟୀ…
ଭାତହାଣ୍ଡି ଖାଲି କରିଦେଇଛି ବିଜେଡି: ମୋଦି
ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)ପ୍ରକୃତି ସବୁକିଛି ଦେଇଛି। ଏଠାରେ ଅପାର ଧନସମ୍ପଦ, ପ୍ରାକୃତିକ ସମ୍ପଦ ଭରି ରହିଛି। ତଥାପି ବିଜେଡି ସରକାର ରାଜ୍ୟରେ ଦାରିଦ୍ର୍ୟକୁ ହଟାଇ ପାରିନାହିଁ ଏବଂ ରାଜ୍ୟର ଭାତହାଣ୍ଡିକୁ ଖାଲି କରି ଦେଇଛି ବୋଲି ଶନିବାର ବରଗଡ଼ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ…
ବିଜେଡିର କାଉଣ୍ଟଡାଉନ୍ ଆରମ୍ଭ: ମୋଦି
ବଲାଙ୍ଗୀର, ୧୨ା୫(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ବିଜେଡି ସରକାରର କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି। ଜୁନ୍ ୪ ହେଉଛି ବିଜେଡିର ଏକ୍ସପାଏରୀ ଡେଟ୍। ଜୁନ୍ ୧୦ରେ ଓଡ଼ିଶା ମାଟିରେ ଜନ୍ମ ହୋଇଥିବା, ଓଡ଼ିଆ ସଂସ୍କୃତି ଓ ଅସ୍ମିତା ବୁଝୁଥିବା ବ୍ୟକ୍ତି ଭାଜପା ମୁଖ୍ୟମନ୍ତ୍ରୀ ଭାବେ…
ବିଜେଡିର ଟଙ୍କାବଣ୍ଟା ଫଟୋ ଭାଇରାଲ
ନବରଙ୍ଗପୁର, ୧୨।୫(ସଦାଶିବ ପ୍ରହରାଜ)ନବରଙ୍ଗପୁର ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଚାର ସମୟରେ ନେତାଙ୍କ ଉପସ୍ଥିତିରେ ଟଙ୍କା ବଣ୍ଟାଯାଉଥିବାର ଫଟୋ ଭାଇରାଲ ହୋଇଛି। ଏହି ଫଟୋଟି ଗତ ୯ ତାରିଖ ଗୁରୁବାରର ବୋଲି ସ୍ପଷ୍ଟ ହୋଇଛି। ତେବେ କେଉଁ ଗ୍ରାମର ପ୍ରଚାର ବେଳର ଏହି ଫଟୋ…
ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ
ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର…
ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର ଦାୟିତ୍ୱ…
ଏଥର ଚାପ ଖେଳିପାରିଲେନି ବାବାମଣି
ଭଦ୍ରକ,୧୨ା୫(ସନାତନ ରାଉତ)ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ଚନ୍ଦନ ପୂର୍ଣ୍ଣିମା ପାଇଁ ଏଥର ଚାପ ଖେଳ ହୋଇପାରିଲା ନାହିଁ। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ନିରାଶ ଦେଖାଦେଇଛି। ଶିବଗଙ୍ଗା ପୁଷ୍କରିଣୀ ଶୁଖିଲା ପଡ଼ିଥିବାରୁ ବାବା ଚନ୍ଦ୍ରଶେଖରଙ୍କ ଚାପ…
୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି
ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି। ସେହିପରି…
ଦଳକୁ ବଳ ଯୋଗାଇବେ ହେଭିୱେଟ୍
ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟରେ…
ଜୁଆର ଉଠିଲେ ଘରେ ପଶୁଛି ପାଣି
କେନ୍ଦ୍ରାପଡ଼ା,୧୨ା୫ (ଜଗନ୍ନାଥ ଧଳ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି ା ବୈଠକରେ ଚିରାଚରିତ ଢ଼ଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା…
ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍
ପଟ୍ଟାମୁଣ୍ଡାଇ,୧୨ା୫ (କଳ୍ପତରୁ ନାୟକ)ରାଜ୍ୟର ଅନ୍ୟ ବ୍ଲକ ଓ ମ୍ୟୁନିସିପାଲଟି ଯେଉଁ ପରି ଭାବେ ବିକାଶ ହୋଇଚାଲିଛି ତାହା ପଟ୍ଟାମୁଣ୍ଡାଇରେ ପରିଲକ୍ଷିତ ହେଉନାହିଁ। ଗତ କିଛି ବର୍ଷ ହେବ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଶୂନ୍ ହୋଇପଡିଛି। ବାରମ୍ବାର ଦାବି ହୋଇଆସୁଥିଲେ ମଧ୍ୟ ଏହା ଫଳପ୍ରଦ…
Archives


