ଆମ ଜିଲା ଖବର

ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବଙ୍କ ଗସ୍ତକୁ ନେଇ ଗଣମାଧ୍ୟମକୁ ଉପେକ୍ଷା

ଅମରପାଲି,୫।୧୦(ପୀତାମ୍ବର ସାହୁ):ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଯାମିନି ଷଡଙ୍ଗୀ ସୁବର୍ଣ୍ଣପୁର ଜିଲା ଗସ୍ତ ବେଳେ ବୀରମହାରାଜପୁର ବ୍ଲକର ବିଭିନ୍ନ ଯୋଜନା, ପ୍ରକଳ୍ପ ଏବଂ କେତେକ ସ୍କୁଲକୁ ଯାଇ ପରିଦର୍ଶନ କରିବା ସହିତ ଏହାର ସମୀକ୍ଷା କରିଛନ୍ତି। ତେବେ ପୂର୍ବରୁ…

ମା’ ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ: ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ…

ମାସେ ହେଲା ବିନା ଡାକ୍ତରରେ ସେବା

ବ୍ରହ୍ମପୁର,୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଲୋକଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇବା ପାଇଁ ସରକାରଙ୍କ ତରଫରୁ ବିଭିନ୍ନ ଗ୍ରାମାଞ୍ଚଳରେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ନିର୍ମାଣ କରାଯାଇଛି। ଅନେକ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥାରେ ଚାଲିଥିବା ଦେଖାଯାଉଛି। ଜିଲାର କୁକୁଡାଖଣ୍ଡି ବ୍ଲକର ଲାଠି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ସାଂଘାତିକ…

ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଖାଲପାଳ ପଞ୍ଚାୟତ ପାତନା ଗାଁରେ। ହତ୍ୟା ପରେ ଅଭିଯୁକ୍ତ ଦୈତାରୀ…

ମା’ଶାରଳାଙ୍କ ମନ୍ଦିରରେ ଘିଅର ମାନକୁ ନେଇ ଉଠିଲା ପ୍ରଶ୍ନ

ଜଗତ୍‌ସିଂହପୁର, ୫ା୧୦(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା। ଏହି ମନ୍ଦିରକୁ ପ୍ରତ୍ୟହ ଜିଲା ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥାଏ। ପାର୍ବଣ ପାଇଁ ସେପ୍ଟେମ୍ବର ୨୪ରୁ ମନ୍ଦିରରେ ସ୍ବତନ୍ତ୍ର ପୂଜାପାଠ ଚାଲିଛି।…

ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ ଅଞ୍ଚଳରେ ଲୋକମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଦୁଃଖ ବୁଝିବା ପାଇଁ ଜିଲାପାଳ ନିଜେ…

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବେଲପଡ଼ା ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ…

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବାଉରିସାହିର ସରସ୍ବତୀ…

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପ୍ରକାଶ ଚନ୍ଦ୍ର ସାହୁ। ଶୁକ୍ରବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାିଛି।…

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଗାଁରେ ଟ୍ରାନ୍ସଫର୍ମର ପୋଡି ଯିବାରୁ ଫେର୍ନାନ୍ଦଙ୍କ ସାନଝିଅ କୁନ୍ତଳା ମହମବତୀ ଲଗାଇ ପାଠ ପଢ଼ୁଥିଲେ।…

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର ଭାଙ୍ଗିବା ସହିତ ଘରୁ ଦୌଡ଼ି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସୋମା ମୁଣ୍ଡା(୫୬)ଙ୍କୁ…

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି । ଗୋଳମୁଣ୍ଡା କଲେଜର ଏକାଡେମିକ୍‌ ଉତ୍ସବରେ ଯୋଗଦେବାକୁ ଯାଇଥିବା ବେଳେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?