ଆମ ଜିଲା ଖବର

ମାଣ୍ଡିଆ ଚାଷ ପ୍ରତି ଆଗ୍ରହ ବଢୁଛି

ଛେନାପଦି,୪ା୧୦(ନିରାକାର ପରିଡ଼ା): ରାଜ୍ୟ ସରକାରଙ୍କ ପକ୍ଷରୁ ମାଣ୍ଡିଆ ଚାଷର ଅଗ୍ରଗତି ନେଇ ପ୍ରୟାସ କରାଯାଉଛି। ମିଲେଟ୍‌ ମିଶନ ଜରିଆରେ ମାଣ୍ଡିଆ ଜାତୀୟ ଖାଦ୍ୟ ବିକ୍ରି ପାଇଁ ଅନେକ ଷ୍ଟୋର ଖୋଲାଯାଉଥିବା ବେଳେ ପ୍ରଚାର ପ୍ରସାର ପାଇଁ ଅର୍ଥ ବରାଦ ହେଉଛି। ଚାଷୀଙ୍କୁ…

ପରିବର୍ତ୍ତନ ଧାରାରେ ଅଫିମ ଚାଷୀ

ବାରିପଦା, ୪ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦିନ ଥିଲା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଲୋକେ ଅଫିମ ଚାଷ କରୁଥିଲେ। ପୋଲିସ ହାତରେ ଧରାପଡ଼ିଯିବା ଆଶଙ୍କାରେ ଭୟାତୁର ଜୀବନ ଅତିବାହିତ କରୁଥିଲେ। ଏବେ କିନ୍ତୁ ସମୟ ବଦଳିଛି। ଚାଷ ସମ୍ପର୍କରେ ଅଜ୍ଞ…

ବ୍ରହ୍ମଚାରିଣୀ ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୪ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶୁକ୍ରବାର ମା’ ସମଲେଶ୍ବରୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ…

୨ ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ:ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ଓ୍ବାର୍ଡମେମ୍ବର

ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ୭ ଜଣ ୱାର୍ଡମେମ୍ବର ଓ ସମିତିସଭ୍ୟ। ଏ ନେଇ ଗୁରୁବାର ସେମାନେ ଭବାନୀପାଟଣା ଆସି ଜିଲାପାଳଙ୍କୁ ଲିଖିତ ଅଭିଯୋଗ ଦେଇଛନ୍ତି।…

କୋରାପୁଟରେ ୧୨ ଘଣ୍ଟିଆ ବନ୍ଦ ପାଳନ

କୋରାପୁଟ,୪ା୧୦: କୋରାପୁଟ ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଶୁକ୍ରବାର ଡାକରା ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦ ଯୋଗୁ ଜିଲାରେ ଗାଡ଼ି ଚଳାଚଳ ସମ୍ପୂର୍ଣ ଭାବେ ଠପ୍‌ ଓ ଦୋକାନ ବଜାର ବନ୍ଦ ରହିଛି। ଜିଲା କ୍ରିୟାନୁଷ୍ଠାନ କମିଟିର ରୂପକ କୁମାର ତୁରୁକ,…

ବିିଧାୟକଙ୍କୁ ଗାଳିଦେବାରୁ ହାତାହାତି

କଣାସ,୪ା୧୦(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା କଣାସ ପଞ୍ଚାୟତ ସମିତିର ନବମ ବୈଠକ ଗୁରୁବାର ପଞ୍ଚାୟତ ସମିତି ସଭାଗୃହରେ ଚାଲିଥିବା ସମୟରେ ବିଧାୟକଙ୍କ ଗୋଷ୍ଠୀ ଓ ବିରୋଧୀ ଗୋଷ୍ଠୀର ଶତାଧିକ ଯୁବକ ବାହାରେ ରହିଥିଲେ। ଏହି ସମୟରେ ବିରୋଧୀ ଗୋଷ୍ଠୀର କେତେଜଣ ଯୁବକ…

ଜିଲା କାରାଗାରରେ ଅତର୍କିତ ଚଢ଼ାଉ, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ

ବରଗଡ଼,୪ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ଶୁକ୍ରବାର ସକାଳୁ ପୋଲିସ ଅତର୍କିତ ଚଢ଼ାଉ କରିଛି। ଏସ୍‌ପି ପି. ଏସ୍‌ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍‌ଖା ଜବତ ହୋଇଛି। ଚଢ଼ାଉରେ ୧୪…

ସ୍ମୃତିରେଖାଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା

ଧର୍ମଶାଳା/ଜେନାପୁର,୪ା୧୦(ବଟକୃଷ୍ଣ ପରିଡ଼ା/ ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ନିର୍ବାଚନମଣ୍ଡଳୀ ଅଧୀନ ଜାରକା ବଜାର ପାଖରେ ଥିବା ଭାଜପା ନେତ୍ରୀ ସ୍ମୃତିରେଖା ପହିଙ୍କ କାର୍ଯ୍ୟାଳୟରେ ବୁଧବାର ରାତିରେ ଭଙ୍ଗାରୁଜା ହୋଇଛି। କାର୍ଯ୍ୟାଳୟରେ ଲାଗିଥିବା ହୋର୍ଡିଂ ଓ ଝାରକା କାଚକୁ ଦୁର୍ବୃତ୍ତ ଟେକାପଥର…

ଏହି ଦିନ ହେବ ଧବଳେଶ୍ୱରଙ୍କ ବଡ଼ଓଷା

ଖୁଣ୍ଟୁଣୀ,୪ା୧୦(ସଚ୍ଚିଦାନନ୍ଦ ପଣ୍ଡା)- କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପାଳନ କରାଯିବ। ଏହାକୁ ଶାନ୍ତିଶୃଙ୍ଖଳାରେ ସମ୍ପନ୍ନ କରିବା ପାଇଁ ଗୁରୁବାର ଧବଳେଶ୍ୱର ପୀଠ ସଭାଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଦତ୍ତାତ୍ରୟ ଭାଉସାହେବ…

ଉଚ୍ଚ ଶବ୍ଦରେ ବାଜିବନି ଡିଜେ, ଚାନ୍ଦିନୀଚୌକ, ଖାନନଗର ପୂଜା କମିଟି ଦେବେ ଅଣ୍ଡରଟେକିଂ

କଟକ,୪।୧୦ (କାର୍ତ୍ତିକ ସାହୁ) ଚଳିତ ଶାରଦୀୟ ଦୁର୍ଗାପୂଜାକୁ ସରସ ସୁନ୍ଦର କରିବା ପାଇଁ ରାସ୍ତାଘାଟ ଚକାଚକ କରିବା ସହ ପୂଜାରେ ଉଚ୍ଚ ଶବ୍ଦ ସୃଷ୍ଟିକାରୀ ବାଜା ଅଥବା ଡିଜେ ବଜାଇବା ଉପରେ ହାଇକୋର୍ଟ କଟକଣା ଜାରି କରିଛନ୍ତି। ହାଇକୋର୍ଟର ବିଚାରପତି ସଙ୍ଗମ…

ସୋୟା ବଡ଼ି ଲାଇସେନ୍ସରେ ନକଲି ଘିଅ, କାରଖାନା ସିଲ୍‌

ମଙ୍ଗୁଳି-ଜଗତପୁର,୪।୧୦(ମାନସ ସାମଲ):ସୋୟାବିନ ବଡ଼ି ତିଆରି ପାଇଁ ଲାଇସେନ୍ସ ଆଣିଥିବା ଜଣେ ବ୍ୟକ୍ତି ନକଲି ଘିଅ ପ୍ରସ୍ତୁତ କରି ବଜାରକୁ ବିକ୍ରି ପାଇଁ ଛାଡୁଥିଲେ। କଟକ ଜଗତ୍‌ପୁର ଶିଳ୍ପାଞ୍ଚଳରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଏହି ନକଲି କାରବାର ଚାଲିଥିବାବେଳେ ଗୁରୁବାର…

ସମ୍ବଲପୁର ଜେଲ୍‌ରେ ରେଡ୍‌

ସମ୍ବଲପୁର,୪ା୧୦: ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍‌। ହୋଇଛି। ଶୁକ୍ରବାର ଭୋର୍‌ ୪ଟାରୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ପୋଲିସ ଫୋର୍ସ ସହ ସମ୍ବଲପୁର ଅତିରିକ୍ତ ଏସ୍‌ପି, ସଦର ଏସ୍‌ଡିପିଓ ସାମିଲ ହୋଇଛନ୍ତି। ବିପୁଳ ପରିମାଣର ଗୁଟ୍‌ଖା, ଖଇନି ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?