ରାଜରାସ୍ତାକୁ ଓହ୍ଲାଇଲା ବିଜେଡି: ସଭ୍ୟ ସଂଗ୍ରହ ଅଭିଯାନକୁ ଆହୁରି ଜୋରଦାର କରିବାକୁ ଆହ୍ବାନ
ଅମରପାଲି,୩।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଜୟନ୍ତୀଠାରୁ ଜୟ ପ୍ରକାଶ ଜୟନ୍ତୀ ପର୍ଯ୍ୟନ୍ତ ହେବାକୁ ଥିବା ପଦଯାତ୍ରା ଶୁଭାରମ୍ଭ ହୋଇଛି। ବୀରମହାରାଜପୁର ବ୍ଲକ ବିଜେଡି ଯୁବ ସଭାପତି ତଥା ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ…
ଦୋକାନୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା-ସୁନା
ଜଳେଶ୍ବର,୩।୧୦(ନବୀନ ସାହୁ): ବନ୍ଧୁକ ମୁନରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା। ଦୋକାନ ବନ୍ଦ କରି ବାଇକରେ ଘରକୁ ଫେରୁଥିବା ବେଳେ ଗହଣା ଦୋକାନୀଙ୍କୁ ଆକ୍ରମଣ କରିବା ସହ ମୁଣ୍ତ ରେ ବନ୍ଧୁକ ଲଗାଇ ଗହଣା ଏବଂ…
ଯାତ୍ରା ଚାଲିଥିବାବେଳେ ଅଘଟଣ: ଦର୍ଶକଙ୍କ ଛୁରାମାଡ଼ରେ କମିଟି ସଭ୍ୟ ଆହତ
ଲୋଇସିଂହା,୨।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ବିନ୍ଧାପାଲିରେ ଶ୍ରୀକ୍ଷେତ୍ର ଗଣନାଟ୍ୟ ଅପେରା ଅନୁଷ୍ଠିତ ହେଉଛି। ମଙ୍ଗଳବାର ତୃତୀୟ ରଜନୀ ଜଣେ ଟ୍ରାନ୍ସଜେଣ୍ଡର ଦର୍ଶକଙ୍କ ଉନ୍ମକ୍ତ କାଣ୍ଡ ଭିଆଇଥିଲେ। ଟ୍ରାନ୍ସଜେଣ୍ଡରଙ୍କ ଛୁରା ମାଡ଼ ଆକ୍ରମଣରେ ଆୟୋଜକ କମିଟିର ସଭ୍ୟ ମୁନୁପାଲି…
୭୦ ଜଣଙ୍କ ହରିଶ୍ଚନ୍ଦ୍ର ଯୋଜନା ଟଙ୍କା ଚଳୁ
ନବରଙ୍ଗପୁର/ଡାବୁଗାଁ,୩।୧୦(ସଦାଶିବ ପ୍ରହରାଜ/ ପ୍ରଜ୍ଞାରଞ୍ଜନ ପରିଡ଼ା): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ପାପଡ଼ାହାଣ୍ଡି ବ୍ଲକ ମାନିଗାଁ ପୂର୍ବତନ ସରପଞ୍ଚ ମଞ୍ଜୁଳା ଜାନୀ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ଆତ୍ମସାତ୍ କରିଥିବା ନେଇ ଅଭିଯୋଗ ହୋଇଛି। ପଞ୍ଚାୟତବାସୀ, ଜିଲା ପରିଷଦ ଜୋନ୍-୧ ସଭ୍ୟ ଯଶୋବନ୍ତ…
୪ରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ
ନବରଙ୍ଗପୁର ,୩।୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତା ୪ରେ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା ଦିଆଯାଇଛି। ଏ ନେଇ ସ୍ଥାନୀୟ ଭତରା ଭବନରେ ଏକ ଖବରଦାତା ସମ୍ମିଳନୀକରି କମିଟି ପକ୍ଷରୁ ସୂଚନା ଦିଆଯାଇଛି।…
ମହିଳାଙ୍କୁ ବଳାତ୍କାର, ଯୁବକ ଗିରଫ
କଳିଙ୍ଗନଗର,୩ା୧୦(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଏହି ଥାନା ଅଧୀନ…
ଆଜିଠାରୁ ମା’ ବିରଜାଙ୍କ ରଥଯାତ୍ରା, ପାଦ ଦର୍ଶନ
ଯାଜପୁର ଟାଉନ,୩ା୧୦(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମା’ବିରଜାଙ୍କ କ୍ଷେତ୍ର ନାଭିଗୟାରେ ଆଶ୍ୱିନ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ବୁଧବାର ପିତୃପକ୍ଷ ପିଣ୍ଡଦାନ ଶେଷ ହୋଇଛି। ଭାରତର କୋଣ ଅନୁକୋଣରୁ ହିନ୍ଦୁ ଧର୍ମାବଲମ୍ବୀ ଭକ୍ତ ଆସି ପିଣ୍ଡଦାନ କରିଛନ୍ତି। ନାଭିଗୟାରେ ପିଣ୍ଡଦାନ କଲେ ପିତୃଲୋକର ସବୁ…
ଜଗତ୍ସିଂହପୁର ଜିଲାକୁ ମଦମୁକ୍ତ ଦାବିରେ ବିକ୍ଷୋଭ
ଜଗତ୍ସିଂହପୁର, ୩ା୧୦(ପ୍ରମୋଦ କୁମାର ନାୟକ): ସମ୍ପ୍ରତ୍ତି ଦେଶୀ, ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ, ବ୍ରାଉନସୁଗାର, ଚରସ ଓ ହିରୋଇନ ଆଦି ମାରାତ୍ମକ ନିଶା ସମାଜକୁ ବିପଦଗାମୀ କରି ଦେଉଛି। ଏହା ବିଶେଷ କରି ପରିବାର ଓ ଦେଶର ଭବିଷ୍ୟତ କୁହାଯାଉଥିବା ଯୁବଗୋଷ୍ଠୀଙ୍କୁ…
ସିସିଟିଭି: ଥାଇ ନ ଥିବା ଭଳି
ଖୋର୍ଦ୍ଧା,୩ା୧୦(ପ୍ରଭାତ ପାଣିଗ୍ରାହୀ):ଥାନାରେ ସ୍ବଚ୍ଛତା ଆଣିବା ନିମନ୍ତେ ସିସିଟିିଭି ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସିିସିଟିଭି ଲାଗିଲେ ଲୋକମାନଙ୍କ ପ୍ରତି ପୋଲିସର ବ୍ୟବହାର ଜଣାପଡ଼ିବ। ହେଲେ ଏବେ ବି ରାଜ୍ୟର ବିଭିନ୍ନ ଥାନାରେ ସିସିଟିଭି ଲାଗି ନ ଥିବା ଜଣାପଡ଼ିଛି। ଭରତପୁର…
ଯାଜପୁରର ବିକାଶ ପାଇଁ ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ: ପ୍ରଣବ ପ୍ରକାଶ
ଝୁମ୍ପୁରୀ, ୩।୧୦(ସରୋଜ ନାୟକ): ଯାଜପୁରର ବିକାଶ ପାଇଁ ‘ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ’ ବୋଲି ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଘୋଷଣା କରିଛନ୍ତି। ଗାନ୍ଧୀ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବୁଧବାରଠାରୁ ଆରମ୍ଭ ହୋଇଥିବା ଜନସମ୍ପର୍କ…
୧୦ କିଲୋମିଟର ଭାରରେ ବୁହାହେଲେ ରୋଗୀ
ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍.ରାମପୁର ବ୍ଲକର ଆଦିବାସୀ ଅଧ୍ୟୁଷିତ ତଥା ମାଓବାଦୀପ୍ରବଣ ଦୁର୍ଗମ ଲୁବେନଗଡ଼ ପଞ୍ଚାୟତର ପୁଇଝରୀ ଗାଁରେ ବୁଧବାର ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଏହି ଗାଁର ଇଟିଲି ମାଝୀ (୫୨)ନାମକ ଜଣେ ମହିଳା ଜ୍ୱରରେ…
କୋଟିଆରେ ଗ୍ରାମସଭା କରି ଫେରିଲା ଆନ୍ଧ୍ର, ଶୋଇଛି ଓଡ଼ିଶା ପ୍ରଶାସନ
ପଟ୍ଟାଙ୍ଗି,୨।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ରରେ ସରକାର ବଦଳିବା ପରେ ମଧ୍ୟ ଓଡ଼ିଶାର ସୀମାନ୍ତ ଗ୍ରାମ ମାନଙ୍କରେ ଅନୁପ୍ରବେଶ କରିବା ଜାରି ରହିଛି। ଏହିପରି କାର୍ଯ୍ୟ ପୁଣିଥରେ ଦେଖିବାକୁ ମିଳିଛି କୋରାପୁଟର ଚର୍ଚ୍ଚିତ କୋଟିଆ ପଞ୍ଚାୟତର ସୀମାନ୍ତ ଫଗୁଣସିନେରି ଗ୍ରାମରେ। ସାରା ଦେଶରେ…

