ଅଳିଆଗଦାରେ ପଡ଼ିଥିଲା ନବଜାତ ଶିଶୁକନ୍ୟା, କାନ୍ଦ ଶବ୍ଦ ଶୁଣି…
କୋକସରା/ଜୟପାଟଣା/କଲମପୁର,୨ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍ପ୍ରକାଶ ବୈଠାରୁ/ଗଣେଶ ରାମ ବାଗ୍): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଭୁର୍ସିଗୁ୍ଡ଼ା ଗାଁରେ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। ଗାଁର ଗୋଟିଏ ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟାକୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି। ମଙ୍ଗଳବାର ରାତିରେ…
ଆର୍ଆଇ, ଅମିନ ପରୀକ୍ଷା ସେଣ୍ଟର ମାଲିକଙ୍କୁ ଉଠାଇ ନେଲା ପୋଲିସ, ଜାଣନ୍ତୁ କାହିଁକି
କଣ୍ଟାମାଳ/ମନମୁଣ୍ଡା,୨।୧୦(ଆଦିତେଶ୍ୱର ମିଶ୍ର /ବେଣୁଧର ପଧାନ): ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆୟୋଜିତ ଆର୍ଆଇ, ଅମିନ ପରୀକ୍ଷାରେ ବାରମ୍ବାର ଅନିୟମିତତାର ଅଭିଯୋଗ ଆସୁଛି। ବୁଧବାର ବୌଦ୍ଧ ଜିଲାରୁ ମଧ୍ୟ ଏପରି ଖବର ଆସିଛି। ପ୍ରକୃତ ମାଲିକଙ୍କ ପରିଚୟ ପତ୍ରରେ ନିଜ…
ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ
ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ବିଜେଡି ନେତା ତଥା ଅନ୍ତର୍ଜାତୀୟ କବି ଡ. ଭବାନୀ ଶଙ୍କର ନିଆଲ ବୁଧବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି…
ନିଜ ଜୀବନକୁ ବାଜି ଲଗାଇ ବୁଡ଼ି ଯାଉଥିବା ଯୁବକଙ୍କୁ ପାଣିରୁ ଉଦ୍ଧାର କଲେ ଶିକ୍ଷକ
କୋରୁକୋଣ୍ଡା,୨ା୧୦(ଶିବଦତ୍ତ ସାହୁ): ଗଭୀର ଜଳରେ ବୁଡ଼ିଯାଉଥିବା ଜଣେ ଯୁବକଙ୍କୁ ଉଦ୍ଧାର କରି ସାହସିକତାର ପରିଚୟ ଦେଇଛନ୍ତି ଜଣେ ଶିକ୍ଷକ। ଉଦ୍ଧାର ହୋଇଥିବା ଯୁବକ ହେଲେ କୋରୁକୋଣ୍ଡା ବ୍ଲକ ପୁରୁଣା ଚିମିଟାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ପୁରୁଣା କତାପାଲି ଗ୍ରାମର ମୁକା କବାସୀ। ବାଲିମେଳା…
ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀଙ୍କୁ ଅଟକ ରଖିଲା ପୋଲିସ, ସ୍ବାମୀ କହିଲେ…
ଦିଗପହଣ୍ଡି,୨ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ରଞ୍ଜିତା ପଣ୍ଡା ନାମ୍ନୀ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଜୟଚନ୍ଦ୍ର ପଣ୍ଡା ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ବୁଧବାର ରଞ୍ଜିତାଙ୍କ ମା’ ରେଣୁ ପଣ୍ଡା ଏନେଇ…
ଶଟ୍ ସର୍କିଟ ଲାଗି ଜଳିଗଲା ବାଇକ୍
କୋକସରା,୨।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମୋଟେର ଚାରବାହାଲ ଜାତୀୟ ରାଜପଥ ୨୬ ନିକଟରେ ଶଟ୍ ସର୍କିଟ ଯୋଗୁ ହୁତୁହୁତୁ ହୋଇ ଜଳିଗଲା ବାଇକ୍। ପ୍ରକାଶ ଯେ, ବଜାଜ ଶୋ ରୁମକୁ ବାଇକ୍ ସର୍ଭିସିଂ କରିବାକୁ ଆଣିଥିଲେ।…
ମହାଳୟାରେ ବଜ୍ର ମହାକାଳୀଙ୍କୁ ପୂଜାର୍ଚ୍ଚନା କଲେ ମହିଳା
ଦାରିଙ୍ଗବାଡି,୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୁଧବାର ମହାଳୟା ଅବସରରେ ବଜ୍ର ମହାକାଳୀଙ୍କ ପୂଜାର୍ଚନା କରାଯାଇଛି । ଦିନ ତମାମ ଉପବାସ ବ୍ରତ କରି ଘରର ପୁଅ ଝିଅଙ୍କ ମଙ୍ଗଳ କାମନା କରି ଏହି ପୂଜାର୍ଚ୍ଚନା…
ଭିଡିଓ କନ୍ଫରେନ୍ସିଂରେ ଏକଲବ୍ୟ ମଡେଲ ସ୍କୁଲ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ପାଟଣା,୨ା୧୦: କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ଘାଟନ କରିଛନ୍ତି। ବେଗୁନା ଖମଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର…
ବସ୍ ସହ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା: ୨୭ ଯାତ୍ରୀ ଆହତ, ଡ୍ରାଇଭର ସଙ୍କଟାପନ୍ନ
ଲକ୍ଷ୍ମୀପୁର,୨ା୧୦: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଡୁମୁରିପଦର ଛକ ରେଲଓ୍ବେ ଓଭରବ୍ରିଜ୍ ନିକଟ ୩୨୬ ନଂ ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ଏମ୍ଏସ୍ବି ବସ୍ ସହ ଏକ କାଠ ବୋଝେଇ ଟ୍ରକ୍ର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ…
‘ଗାନ୍ଧିଜୀ, ଶାସ୍ତ୍ରୀଜୀଙ୍କ ପଥାନୁସରଣ ପାଇଁ ଆହ୍ବାନ’
ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୁଧବାର ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଶାନ୍ତିଦୂତ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗାନ୍ଧିଛକରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ଅଧ୍ୟକ୍ଷତା କରିଥିଲେ। ଉକ୍ତ ସମାରୋହରେ ସ୍ଥାନୀୟ ବିଧାୟକ ଅଶ୍ୱିନୀ…
ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍ପି
ମାଲକାନଗିରି,୨ା୧୦: ଆଇପିଏସ୍ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍ ବିନୋଦ ପାଟିଲ ମାଲକାନଗିରି ଏସ୍ପି ହୋଇଛନ୍ତି। ପୂର୍ବରୁ ବିନୋଦ କେସିଙ୍ଗାର ଏସ୍ଡିପିଓ ଭାବେ କାର୍ଯ୍ୟ କରୁଥିଲେ ।…
‘ଲୋକଙ୍କୁ ସୁନେଲି ସ୍ବପ୍ନ ଦେଖାଇ ନିର୍ବାଚନ ଜିତିଛି ଭାଜପା, ପ୍ରତିଶ୍ରୁତି ପାଳନରେ ହୋଇଛି ବିଫଳ’
ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେଡି ପକ୍ଷରୁ ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଗାନ୍ଧୀପାର୍କରୁ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଏକ…

