ଆମ ଜିଲା ଖବର

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି ହୋଇଛି। ଅନ୍ୟପକ୍ଷେ, ମାଲକାନଗିରିରେ ଇଣ୍ଟରନେଟ କଟକଣା କେଭି ସିଂହଦେଓ। ଦୁଇ ଗୋଷ୍ଠୀ ସହ ରୁଦ୍ଧଦ୍ୱାର…

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩ ନଂ ଜାତୀୟ ରାଜପଥର ବଡ଼ଝରା ଗାଁ ନିକଟରେ ଏକ ପେଟ୍ରୋଲ ପମ୍ପ ନିର୍ମାଣ ପାଇଁ…

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ରହିଛି ସେଠି ପ୍ରଶାସନର ଦୃଷ୍ଟି ପଡୁ…

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳେ ରହିଛି। ବିଗତ ଦୁଇ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ…

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ ପ୍ରକାର ସ୍ପଷ୍ଟ ହୋଇଥିବା ଆଲୋଚନା ହୋଇଛି । ଏହି ଆଲୋଚନା ଗୁରୁବାର ଭୋର ସମୟରେ…

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ ପେଟକୁ ଭୁସି ଦେଇଛନ୍ତି। ଯୁବକ ଜଣକ ହେଲେ ଗବ ନଳାଗାଁର 28 ବର୍ଷୀୟ ସାଗର…

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ତାଙ୍କ ପରିଚୟ ମିଳିପାରି ନାହିଁ । Dharitri – Odisha’s No.1…

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ । ଦିନକୁ…

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା ଅଡ଼ୁଆରେ ପଡ଼ିଛନ୍ତି। ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ବୁଧବାର ତହସିଲଦାର ବେହେରା ବ୍ୟବହାର କରୁଥିବା ସରକାରୀ…

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ କାର୍ଯ୍ୟରତ ଥିଲେ। କିଛିଦିନ ହେବ କିଡ୍‌ନୀ ରୋଗରେ ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ…

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକର ପଛପଟେ ଏକ ବାଇକ୍ ପିଟି ହେବାରୁ ଦୁଇ ଜଣ…

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ ବୁଧବାର ଦରବାର ହଲ୍‌ ପୁରସ୍କୃତ କରାଯାଇଛି। ସୂଚନା ଯେ, ଜିଲାରୁ ୩ଟି ପଞ୍ଚାୟତକୁ ଏଥିନିମନ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri