ଆମ ଜିଲା ଖବର

ଧବଳମୁଖୀ ବେଶରେ ଦର୍ଶନ ଦେଲେ ମାଁ ସମଲେଶ୍ୱରୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଗ୍ରାମ୍ୟଦେବୀ ମାଁ ସମଲେଶ୍ୱରୀ ବୁଧବାର ଆଶ୍ୱିନ ମହାଳୟା ତିଥି ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି । ସକାଳୁ ଦେବୀଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଭକ୍ତମାନେ ମାଁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ…

ବାଣ ଭିଡୁଥିଲାବେଳେ ବିସ୍ଫୋରଣ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ସାଲିପୁର ତଥା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନୀପୁର ଗ୍ରାମର ରବୀନ୍ଦ୍ର ଦଳାଇ ୪୮ ବର୍ଷ ସ୍ଥାନୀୟ ଗ୍ରାମର ପର୍ଶୁରାମ ବେହେରାଙ୍କ ଘରେ ବାଣ ଭିଡୁଥିଲାବେଳେ ବିସ୍ଫୋରଣ ହେବାରୁ ଗୁରୁତର ଭାବେ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ଗାନ୍ଧୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ମଣ୍ଡପ ନିକଟରେ ଟ୍ରକ ଠିଆ ହୋଇଥିବାବେଳେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ସ୍କୁଟି ଟ୍ରକ ପଛ ପଟୁ ଧକ୍କା…

ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ଛେଚି ପକାଇଲେ

ବୌଦ୍ଧ,୨।୧୦: ଲୁଗାପଟା ଟାଣି ଓଟାରି ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ ଗାଁ ଦାଣ୍ଡରେ ନିସ୍ତୁକ ମାଡ଼ ଅଭିଯୋଗ । ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଆଦର୍ଶ ଥାନା ଅନ୍ତର୍ଗତ ବିଜାପଦର ଗାଁରେ । ଗାଁ ଦାଣ୍ଡରେ ଅଙ୍ଗନଓ୍ବାଡି କର୍ମୀ ଓ…

୧୫୫ ତମ ଗାନ୍ଧୀ ଜୟନ୍ତୀ ସମାରୋହ: ପ୍ରତିମୂର୍ତ୍ତି ଉନ୍ମୋଚନ

ବାଲେଶ୍ୱର, ୨।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାପାଳଙ୍କ ନୂତନ କାର୍ଯ୍ୟାଳୟ ଠାରେ ବୁଧବାର ୧୫୫ତମ ଜିଲାସ୍ତରୀୟ ଗାନ୍ଧୀ ଜୟନ୍ତି ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି l ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ…

ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗଁା,୨ା୧୦(ସଂଗ୍ରାମ ପାଇକରାୟ):ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। କେତେକ ବିଦେଶୀ ପକ୍ଷୀ ଘୂରି ବୁଲୁଥିବା ବେଳେ କିଛି ପକ୍ଷୀ ଚିଲିକା ଜଳରାଶିକୁ ଅବତରଣ କରିଥିବା ଦେଖିବାକୁ ମିଳିଛି। ପ୍ରାୟତଃ ଅକ୍ଟୋବର ଶେଷାର୍ଦ୍ଧରେ ବାୟୁମଣ୍ଡଳକୁ ଶୀତ…

ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ୍‌ ସେବା ସ୍ବଭାବିକ

ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖାଦେଇଥିବା ଉତ୍ତେଜନା ପରେ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଥିଲା। ଇଣ୍ଟରନେଟ ସେବା…

ଗାନ୍ଧୀ ଜୟନ୍ତୀରେ ସଫେଇ କାର୍ଯ୍ୟକ୍ରମ: ସାମିଲ ହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨।୧୦(ଅରୁଣ ସାହୁ):ଆଜି ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜନ୍ମଦିବସ। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକରେ ଏହି ଦିବସ ପାଳନ କରାଯାଇଛି। ସେହିପରି ଦାରିଙ୍ଗବାଡି ପ୍ରଶାସନ…

ଅସନ୍ତୋଷ ଜାହିର କଲେ ଛାତ୍ରୀଛାତ୍ର

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ଦେଶର ସୁରକ୍ଷା ପାଇଁ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି) ଏକ ପ୍ରମୁଖ ଅଙ୍ଗ। ବାହ୍ୟଶତୃକୁ ପ୍ରତିହତ କରିବା ପାଇଁ ଏଠାରୁ ଶିକ୍ଷାର୍ଥୀଙ୍କ ମୂଳଦୁଆ ପଢ଼େ। ତେବେ ପଶ୍ଚିମ ଓନିଶାର ଐତିହ୍ୟ ସମ୍ପନ୍ନ ୧୯୬୦ରୁ ପ୍ରତିଷ୍ଠିତ ବରଗଡ଼ ପଞ୍ଚାୟତ କଲେଜରୁ…

ଆଜି ଆସିବେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା

ବ୍ରହ୍ମପୁର,୨।୧୦(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୨୪ ନିର୍ବାଚନରେ ୧୧ ଆସନରେ ଭାଜପା ପ୍ରାର୍ଥୀମାନେ ନିର୍ବାଚିତ ହୋଇଛନ୍ତି। ଫଳରେ ଦଳ ଏହି ଜିଲାକୁ ଅଧିକ ଗୁରୁତ୍ୱ ଦେଇଛି। ବୁଧବାର ବ୍ରହ୍ମପୁରରେ ଦଳ ପକ୍ଷରୁ ଅନୁଷ୍ଠିତ ହେବାକୁ…

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ବାଲେଶ୍ୱର ଜିଲା ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ମାନସ କୁମାର ଦତ୍ତ। ୨୦୨୪ ନିର୍ବାଚନରେ ସେ ବିଜେଡିର ପୂର୍ବତନ ବିଧାୟକ ସ୍ବରୂପ କୁମାର ଦାସଙ୍କୁ ୨୮ହଜାର ୬୨୬ ଖଣ୍ଡ ଭୋଟ୍‌ ବ୍ୟବଧାନରେ ପରାସ୍ତ କରି ପ୍ରଥମଥର ବିଧାୟକ ହୋଇଛନ୍ତି। ମୋଟ୍‌…

ଭସାଣିରେ ଡିଜେ ମନା

ବ୍ରହ୍ମପୁର,୨।୧୦(ସ୍ମୃତି ରଞ୍ଜନ ମହାଲିକ): ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ରହ୍ମପୁର ଉପଜିଲାପାଳ ଦିନା ଦସ୍ତଗିରଙ୍କ ସମ୍ମିଳନୀ କକ୍ଷରେ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶାସନିକ ନିର୍ଦ୍ଦେଶକୁ ବିଭିନ୍ନ ପୂଜା କମିଟି ସମର୍ଥନ କରିଛନ୍ତି। ବୈଠକରେ ସହରର ୪୨ ପୂଜା କମିଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?