ଆମ ଜିଲା ଖବର

ପ୍ରଶଂସା ସାଉଁଟିଲେ ବିଡ଼ିଓ

ଦାରିଙ୍ଗବାଡି, ୨।୧୦ (ଅରୁଣ ସାହୁ):ପ୍ରଶାସନିକ ଭାବେ ଜଣେ ନିର୍ଭିକ, ନିଷ୍ଠାବାନ ଓ କର୍ମଠ ଭାବେ ଦାରିଙ୍ଗବାଡି ଅଞ୍ଚଳରେ ଗତ ୩ ବର୍ଷ ଧରି ଦାୟିତ୍ୱ ସମ୍ପାଦନା କରିଛନ୍ତି। ଲୋକଙ୍କ ଅଭିଯୋଗ ଶୁଣାଣି ହେଉ କି ଅଞ୍ଚଳ ପରିଦର୍ଶନ ହେଉ ଅବା ବିଭିନ୍ନ…

ମଧ୍ୟାହ୍ନ ଭୋଜନ ନ ଆସିବାରୁ ଉତ୍ତେଜନା: ପରେ ଯାହା ଘଟିଲା….

ବାସୁଦେବପୁର,୨।୧୦(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧୀନ ମନ୍ଦାରୀ ହରିଜନ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ନିମ୍ନମାନର ଦିଆଯାଉଥିବା ସହ ମଙ୍ଗଳବାର ନ ଆସିବାରୁ ୨ ସ୍କୁଲରେ ଉତ୍ତେଜନା ଦେଖାଦେଇଛି। ମଧ୍ୟାହ୍ନ ଭୋଜନ…

ବିଡିଓଙ୍କୁ ତାଲା ପକାଇଲେ ଏମ୍‌ପିଙ୍କ ପ୍ରତିନିଧି, ଭାଜପା କର୍ମୀ

କେନ୍ଦୁଝର, ୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଅପରାହ୍ନରେ କେନ୍ଦୁଝର ଏମ୍‌ପିଙ୍କ ପ୍ରତିନିଧି ହରିହର ପ୍ରଧାନ ଓ ସେମାନଙ୍କ ସମର୍ଥକମାନେ ଅଫିସ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିଲେ। ପରେ ଆପୋଷ ବୁଝାମଣା ପରେ…

ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

କୁଜଙ୍ଗ,୨।୧୦(ମନୋଜ ପ୍ରଧାନ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ପଦ ନିମନ୍ତେ ଅକ୍ଟୋବର ୪ରେ ନିର୍ବାଚନ ହେବ। ଏଠାରେ ସରପଞ୍ଚ ପଦବୀ ଅନୁସୂଚିତ ଜାତି ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଶାସକ ଭାଜପା ସମର୍ଥିତ…

ସ୍କୁଲ ଛୁଟି କଲା ହାତୀ

ଉଦଳା,୨ା୧୦(ସନ୍ତୋଷ କୁମାର ବାଚ୍ଛିନୀ):ହାତୀ ଭୟରେ ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ କାଠୁଆବେଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ମଙ୍ଗଳବାର ଛୁଟି କରିଦିଆଯାଇଥିଲା। ବିଦ୍ୟାଳୟଠାରୁ ୫୦ ମିଟର ଦୂରରେ ୨ବଣୁଆ ହାତୀ ବୁଲୁଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କ…

କାରଖାନାରେ ଶ୍ରମିକଙ୍କୁ ଉଲଗ୍ନ କରି ମାଡ଼

ଢେଙ୍କାନାଳ,୧ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଗନ୍ନାଥ ପାୱାର ନାମକ ଏକ କମ୍ପାନୀ ପରିସରରେ ଗତ ୩ ଦିନ ତଳେ କାରଖାନାରେ କାର୍ଯ୍ୟରତ ଦୁଇଜଣ ଶ୍ରମିକଙ୍କୁ ସେମାନଙ୍କର ପ୍ୟାଣ୍ଟ, ସାର୍ଟ ଖୋଲି ଉଲଗ୍ନ କରି ନିସ୍ତୁକ ମାଡ଼ ମରାଯାଇଥିଲା।…

ପାରିବାରିକ କଳହକୁ କେନ୍ଦ୍ର କରି ଭିଣୋଇକୁ ହତ୍ୟା କଲା ଶଳା, ଭାଣିଜୀ ଗୁରୁତର

ଥୁଆମୂଳ ରାମପୁର,୧ା୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଗ୍ରାମପଞ୍ଚାୟତ ନିକଟସ୍ଥ ରାଣୀଡୁମେର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତ୍ରୀରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଆସାମୀ ହରି ଗୌଡ଼(୫୦)…

ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ

ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍‌ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି। ସ୍ଥାନୀୟ…

ବିଡିଓଙ୍କୁ ତାଲା ପକାଇଲେ ଏମ୍‌ପିଙ୍କ ପ୍ରତିନିଧି, ଭାଜପା କର୍ମକର୍ତ୍ତା

କେନ୍ଦୁଝର,୧।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଭାଜପା ନେତା ଓ କର୍ମୀ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍‌ରେ ତାଲା ପକାଇ ପ୍ରତିବାଦ କରିଥିଲେ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସନ୍ଧ୍ୟା…

ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍‌ଆଇ, ହାବିଲଦାର ନିଲମ୍ବିତ

ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ବେହେରାପଡା ଗ୍ରାମର ଜ୍ୟେଷ୍ଠ ବଣ୍ଡକିଙ୍କ ମୃତଦେହ ଜବତ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି। ଏଠାରେ ପୂର୍ବରୁ ରହିଥିବା ଏକ ବାଘୁଣି ସହିତ ପୃଥକ କୋଠରିରେ ରଖାଯାଇଛି। ନୂତନ ଭାବେ…

ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି ସମ୍ବଲପୁର ପୋକ୍‌ସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?