ବ୍ରହ୍ମପୁର ଗଣବଳାତ୍କାର: ୫ ଛାତ୍ର କୋର୍ଟ ଚାଲାଣ
ବ୍ରହ୍ମପୁର,୯ା୫(ସୁବାସ ଚନ୍ଦ୍ର ପାଢ଼ୀ)ବ୍ରହ୍ମପୁର ସହରରେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଗିରଫ ୫ ଜଣ କଲେଜ ଛାତ୍ରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଇଞ୍ଜିନିୟରିଂ ଛାତ୍ର ରୁତୁନ କୁମାର ଦାଶ(୨୨), ଆକାଶ ନାୟକ (୨୬), ଜୁମନ ଗୌଡ଼…
ନେଟ୍ଓ୍ବର୍କ ନାହିଁ ତ ଭୋଟ୍ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ
ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ ହୋଇଥିବା ବେଳେ ଗାଁରେ ନେଟ୍ଓ୍ବର୍କ ନ ଥିବାରୁ ଗାଁ ଛାଡୁଛନ୍ତି ଅଧିବାସୀ। ତେଣୁ ଭୋଟ…
ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ
ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସୂଚନା ଅନୁଯାୟୀ, ମଙ୍ଗବଳାର ବିଳମ୍ବିତ ରାତିରେ ଛୋଟେଙ୍ଗର ଥାନା ଅଞ୍ଚଳର କାଲେପାଦ ଗ୍ରାମର ଗୁଡୁ…
ଆତ୍ମସମର୍ପଣ କଲେ ୩ ମାଓବାଦୀ
ମାଲକାନଗିରି, ୮ା୫(ଦୁଯେର୍ର୍ୟାଧନ ପାତ୍ର): ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲହୋଇ ଏକ ସୁଖ ସଂସାର କରିବା ପାଇଁ ମାଲେଙ୍ଗାର ଏରିଆ ମାଓବାଦୀ କମିଟିର…
ମହିଳାଙ୍କୁ ମରଣାନ୍ତକ ଆକ୍ରମଣ
ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା ଥାନାରେ ଅଭିଯୋଗ ହୋଇଛି। ଗୁରୁତର ଜଣକ ହେଲେ ଲକ୍ଷ୍ମୀ ବାଙ୍କିଆ। ଏନେଇ ମହିଳାଙ୍କ ପରିବାର…
ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ
ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ…
୧୫ ମିନିଟ୍ ଅନ୍ଧାରରେ ରହିଲା ଶ୍ରୀମନ୍ଦିର
ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍ ହେବାରୁ ୧୫ରୁ ୨୦ ମିନିଟ୍ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା। ଏହି ଅନ୍ଧାର ମଧ୍ୟରେ ଭକ୍ତମାନେ ଯାତାୟାତ କରିଥିଲେ। ବ୍ୟାକ୍ଅପ୍ କାମ କରି ନ ଥିଲା।…
ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ ହେବ। ୮୦-ବିଧାନ ସଭା ଭବାନୀପାଟଣା ନିର୍ବାଚନ କ୍ଷେତ୍ରକୁ ହାତେଇବା ପାଇଁ ସବୁ…
ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍, ଆଶାବାଡ଼ି
ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ। ମିଳିଥିବା ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ପଣ୍ଡିତ ଗାଁ ପୋଖରୀରେ ଜଣେ ଅଚିହ୍ନା…
ଭଉଣୀ ବାହାଘରରେ ଲକ୍ଷାଧିକ ଟଙ୍କା ଋଣ କରିଥିଲେ ଭାଇ, ଶୁଝିବା ପାଇଁ ଦାଦନ ସାଜି ବିଦେଶରେ ଗଲା ଜୀବନ
ଗଞ୍ଜାମ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତେନ୍ତୁଳିଆପଲ୍ଲୀ ପଞ୍ଚାୟତ ବାଗଲପୁର ଗ୍ରାମର କାର୍ତ୍ତିକ ପ୍ରଧାନ ଓ ତାଙ୍କ ପୁଅ ସାଗର ପ୍ରଧାନ ଦୀର୍ଘ ୧୦ ମାସ ହେଲା ରୋଜଗାର ଆଶାରେ ଭିଟାମାଟି ଛାଡ଼ି ଦେଶ ବାହାରକୁ ଯାଇଥିଲେ। ବାପା…
ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…
ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା ନେତାଙ୍କୁ ଦଳ ଏଠାରେ ଲଢ଼ିବାକୁ ବାଛିଛନ୍ତି। ଏହି ନିର୍ବାଚନରେ ହାଇ ଭୋଲ୍ଟେଜ୍ ଲଢ଼େଇ ଦେଖିବାକୁ…
ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ
କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ ପ୍ରଚାରକୁ ବୁଧବାର ଜୋର୍ଦାର କରାଯାଇଛି। ଏଥିରେ ଟାଉନ ସଭାପତି ରମେଶ ପଟ୍ଟନାୟକ ନିର୍ବାଚନୀ ପ୍ରଚାରରେ…
Archives


