ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧
ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ ସଦୃଶ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଡ. ଲେନିନ ମହାନ୍ତି। ଖବରକାଗଜରେ ଭାଜପାର ଗ୍ୟାରେଣ୍ଟି…
କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର
ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ ଦିଆଯିବ। କେନ୍ଦୁପତ୍ରର ମୂଲ୍ୟ ବୃଦ୍ଧି କରାଯାଇ ବିଡା ପ୍ରତି ୨ଟଙ୍କା ମୂଲ୍ୟ ଧାର୍ଯ୍ୟ…
ବସୁଧା ଯୋଜନା ବାଟବଣା
ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ବନ୍ଧ, ମୁଡା, ଚହଳା ଆଦି ଜଳାଶୟ ଶୁଖିଗଲାଣି। ଗାଁରେ ନଳକୂଅ ଥିଲେ ବି ସେଥିରୁ…
‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’
ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍ ଅଧ୍ୟକ୍ଷା ମାନସୀ ସାହୁଙ୍କର ଏକ ଭିଡିିଓ ଭାଇରାଲ ହେବା ଓ ବିଧାୟକ ବ୍ୟୋମକେଶ ରାୟଙ୍କ ଫେସ୍ବୁକ ପୋଷ୍ଟକୁ…
ଜାଳେଣିର ବିକଳ୍ପ ଶୁଖିଲା ପତ୍ର
କେନ୍ଦୁଝର,୯।୫(ନରେଶ୍ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ ଜଙ୍ଗଲ ଓ ପରିବେଶର ଅବକ୍ଷୟ ହେବାକୁ ଲାଗିଥିବାରୁ ଜଳବାୟୁରେ ପରିବର୍ତ୍ତନ ଘଟୁଛି। ତେଣୁ…
କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ
ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ କାଁ ଭାଁ ହେଉଥିବା ନଜିର ରହିଛି । ହେଲେ ଏହି ଅଞ୍ଚଳ ବିଶେଷ କରି…
ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍
ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ ବୁଥ ନିର୍ମାଣ ହେବ। ଅଦରକାରୀ ସାମଗ୍ରୀରେ ତିଆରି ହୋଇଥିବା ଟୁଲ, ଟେବୁଲ ଓ ଅନ୍ୟାନ୍ୟ…
ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି
ଜଗତ୍ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା ଦେଖିଲେ ଜଣାଯାଏ ଜଗତ୍ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ବାହାର ନେତାଙ୍କୁ ଆମଦାନୀ କରି ବିଧାୟକ କରିବାର…
କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ
ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍ ଏଣ୍ଡର ପଞ୍ଚାୟତ ଏଣ୍ଡର ଗ୍ରାମ ନିକଟ ୪୦ହେକ୍ଟର ଚାଷ ଜମି ଜଳମଗ୍ନ…
ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ
ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିଥିଲେ। ଏହି ଆଇନ ବଳରେ ଓଡ଼ିଶାର ସାଢ଼େ ୪…
ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ରୁଦ୍ର ମହାରଥୀଙ୍କ ସ୍ତ୍ରୀ
ପୁରୀ, ୯ା୫(ଅଜିତ୍ ମହାନ୍ତି)ଆସନ୍ତା ୨୫ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ପିପିଲି ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ରୁଦ୍ରପ୍ରତାପ ମହାରଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେହିପରି ତାଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ…
ଓଡ଼ିଶାରେ ପରିବର୍ତ୍ତନ ପବନ ବହୁଛି: ରାଜନାଥ
ରାୟଗଡ଼ା,୯।୫(ଆଶିଷ ରଞ୍ଜନ ପଣ୍ଡା)ଏଥର ଓଡ଼ିଶାରେ ସରକାର ଗଠନ କରିବ ଭାଜପା। ରାଜ୍ୟର ବିକାଶ ପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ବହୁଳ ଭୋଟ୍ରେ ବିଜୟୀ କରାଇବେ। ରାୟଗଡ଼ା ବାଇପାସ୍ ରାସ୍ତାସ୍ଥିତ ବାରିଝୋଲା ପଡ଼ିଆରେ ବୁଧବାର ଭାଜପାର ଜନସମାବେଶରେ ଯୋଗଦେଇ ଏଭଳି କହିଛନ୍ତି…
Archives


